ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ୨୧ପର୍ଯ୍ୟନ୍ତ ବୃଦ୍ଧି
କଟକ ଅଫିସ, ୧୭।୧୦: ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ମଙ୍ଗଳବାର ନିଜଆଡ଼ୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ୍ଙ୍କ ପକ୍ଷରୁ ଆଗତ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ ସହ ରାଜ୍ୟର ୬୮ଟି ବାର୍ ଆସୋସିଏଶନକୁ ନୋଟିସ୍ ଜାରି…
ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା
କପ୍ତିପଦା,୧୭ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ ପ୍ରାୟ ୫ କି.ମି ଦୂରତ୍ୱରେ ଅବସ୍ଥିତ। ସରକାରଙ୍କ ବିଭିନ୍ନ ଯୋଜନାର ସିଂହ ଭାଗ ବଡ଼…
ବେତ କାରୁକାର୍ଯ୍ୟରେ ନିପୁଣ ଶିଳ୍ପୀ ସୁଦର୍ଶନ
ସୋର, ୧୭।୧୦(ଡି.ଏନ.ଏ.)- ବେତରେ ବିଭିନ୍ନ ସାମଗ୍ରୀ ତିଆରି କରିବା କଳାକୁ ଜୀବିକା ଭାବେ ଆଦରି ନେଇଛନ୍ତି ଶିଳ୍ପୀ ସୁଦର୍ଶନ ବେହେରା (୪୮)। ନୂତନ ଶୈଳୀରେ ସେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଯୁବପିଢି…
ଭିତ୍ତିଭୂମିର ହେଉନି ବିକାଶ; ନାମକୁ ମାତ୍ର ପର୍ଯ୍ୟଟନସ୍ଥଳୀ: ପାହାଡ଼ ପାଦଦେଶରେ ପୂଜା ପାଉଛନ୍ତି ମା’ ଗଡ଼ଚଣ୍ଡୀ
ହାଟଡିହୀ,୧୭। ୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ଅବସ୍ଥିତ ମା’ ଗଡ଼ଚଣ୍ଡୀଙ୍କ ମନ୍ଦିର। ସାକ୍ଷତ ଦେବୀ ରୂପେ କାହିଁ କେଉଁ କାଳରୁ ପୂଜା ପାଇଆସୁଛନ୍ତି। ୧୯୯୮ ମସିହାରେ ଓଡ଼ିଶା ଟୁରିଜମ୍ ବିଭାଗ ପକ୍ଷରୁ ଗଡ଼ଚଣ୍ଡୀକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦିଆଯାଇଥିଲା।…
ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର
ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି…
୮ ମାସ ପରେ ସିଙ୍ଗରାଇଙ୍କୁ ମିଳିଲା ଚିକିତ୍ସା ସେବା
ଆନନ୍ଦପୁର,୧୭। ୧୦(ସ୍ବ.ପ୍ର.)-ଚିକିତ୍ସା ସେବା ଅପହଞ୍ଚ ଥିବା ଇଲାକାରେ ଏବେବି ଅନ୍ଧବିଶ୍ୱାସକୁ ଲୋକେ ଗ୍ରହଣ କରୁଛନ୍ତି। ଲୋକମାନେ ଗୁଣିଗାରେଡି, ଝଡ଼ାଫୁଙ୍କା ଭଳି ଅନ୍ଧବିଶ୍ୱାସର ମୋହ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଏହିଭଳି ଏକ ନଜିର ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରୁ ମାତ୍ର ୧୨ କି.ମି. ଦୂର…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି ଦାୟିତ୍ୱ ନେଲେ ଗୋବିନ୍ଦ ଜେ. ଚକ୍ରପାଣି
ବ୍ରହ୍ମପୁର ଅଫିସ,୧୭ା୧୦-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ବୁଧବାର ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ଚକ୍ରପାଣି ପ୍ରଥମେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଦାୟିତ୍ୱ ଗ୍ରହଣ କରିଥିଲେ ା…
ସେବା ସମବାୟ ସମିତିରେ ଦୁର୍ନୀତି ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ
ଭଦ୍ରକ ଅଫିସ,୧୭।୧୦- ଭଦ୍ରକ ବ୍ଲକ ଚୂଡ଼ାକୁଟି ସେବା ସମବାୟ ସମିତିରେ ବ୍ୟାପକ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ କରାଯାଇଛି। ଏହି ସମବାୟ ସମିତି ଅଧୀନ ଚୂଡ଼ାକୁଟି, ଦଇପୁର ଓ କଲ୍ୟାଣୀର ଚାଷୀ ବୁଧବାର ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିକଟରେ ଫେରାଦ ହୋଇ…
ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ
ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ସେମାନେ ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିବା ସହ ଚିକିତ୍ସାଧିକାରୀ ଦେବବ୍ରତ ଜେନାଙ୍କୁ ହସ୍ପିଟାଲର…
ନଳକୂଅରୁ ବାହାରୁଛି ପୋକ, ଜୋକ
ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା ବନ୍ଦ କରିବା ସହିତ ଆନୁଷଙ୍ଗିକ କାମ ମଧ୍ୟ ବନ୍ଦ କରି ଦେଇଛନ୍ତି। ଏହି ଘଟଣା…
୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗ: ଜଣେ ଗିରଫ
ବାସୁଦେବପୁର, ୧୭।୧୦ (ଡି.ଏନ.ଏ.)- ବାସୁଦେବପୁରସ୍ଥିତ ବଂଶୀପାଟଣା ଗ୍ରାମରେ ଥିବା କଳ୍ପତରୁ ସଂସ୍କୃତ ମହାବିଦ୍ୟାଳୟରେ ଅନାଦି ଚରଣ ବେହେରା ନାମକ ଜଣେ କର୍ମଚାରୀଙ୍କୁ ଚାକିରି ସ୍ଥାୟୀ କରାଇଦେବା ନଁାରେ ୪ ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ ହୋଇଛି। କର୍ମଚାରୀ ଅନାଦିଙ୍କ ଅଭିଯୋଗ…
ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ
ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରାଯାଉଛି। ରାତି ପ୍ରାୟ ୧୦.୩୦ ମିନିଟ ସମୟରେ ୯ ଟି ଗୋରୁ ନେଇ…
Archives


