ଆମ ଜିଲା ଖବର

୩ ବର୍ଷର ଶିଶୁକନ୍ୟାଙ୍କୁ ଚାପିଦେଲା ଜେସିବି

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଜେସିବି ଚାପିଦେବାରୁ ତାଙ୍କର ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, ଜିଲା ଖଣିଜ ପାଣ୍ଠିରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନୂଆଗାଁ ପଞ୍ଚାୟତର ଭାଲୁବୋଲ ନିକଟରେ ପାଇପ ଲାଇନ…

ତୀରବିଦ୍ଧ ମୃତ ବାର୍‌ହା ଜବତ, ଜଣେ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୫।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳରୁ ବନବିଭାଗ ଏକ ତୀରବିଦ୍ଧ ବାର୍‌ହାର ମୃତଦେହ ଜବତ କରିଥିବାବେଳେ ଏହି ଘଟଣାରେ ଜଣେ ଚାଷୀଙ୍କୁ ଗିରଫ ସୋମବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ…

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୫।୧୧(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅନ୍ତର୍ଗତ କେଚଲା ନଦୀ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ବୟସ ୩୦ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ସେ ଏକ ଲୁଙ୍ଗି…

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ…

ଅଟୋ ଓଲଟି ଶ୍ରମିକଙ୍କ ଜୀବନ ଗଲା

ସମ୍ବଲପୁର, ୨୫।୧୧(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଥାନା ଭୋଇପାଲି ଗ୍ରାମ ନିକଟରେ ଅଟୋ ଦୁର୍ଘଟଣା ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଘେନୁପାଲି ଅଞ୍ଚଳର କ୍ଷମାଶିଳ ମିର୍ଞ୍ଚା (୪୫)। ସଦର ଥାନା ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ…

ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାର ହୋଇ ମୟୂରଭଞ୍ଜରେ ଥିବାବେଳେ ସୋମବାର ଭୋରରେ ହାତୀପଲ ନୀଳଗିରି ରେଞ୍ଜ ଅଧୀନ…

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ ମାମଲା ରହିଛି। ଗତ ୧୯ ତାରିଖରେ ସୁବର୍ଣ୍ଣପୁରର ଯୁବକ ବିଭୁତି ପୁଜାରୀ (୧୯) ଧାନବାଦ…

୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରାଜନଗର ମଦ ଦୋକାନ କର୍ମଚାରୀ ସନାତନ ବିଶ୍ୱାଳଙ୍କଠାରୁ ୨ଲକ୍ଷ ୮୭ ହଜାର ଟଙ୍କା ଲୁଟି…

ରାସ୍ତା ମଝିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଡେରାବିଶ,୨୫।୧୧(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣାଧୀନ ଚାନ୍ଦୋଳ ବସ୍‌ଷ୍ଟପ୍‌ ଠାରୁ ଦାନପୁର ପର୍ଯ୍ୟନ୍ତ ୧୨ ନଂ କେନାଲ୍‌ ବନ୍ଧର ମୁକୁନ୍ଦପୁର ଗ୍ରାମ ନିକଟରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ମଝିରେ ରହିଛି। ଏଥିଯୋଗୁ ବିପଦ ଆଶଙ୍କା ରହିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଏବଂ ବର୍ତ୍ତମାନ ଧାନ ପାଚିବା…

ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri