ଭିନ୍ନକ୍ଷମଙ୍କୁ ମିଳୁନି କାର୍ଯ୍ୟାଦେଶ, ଜିଲାପାଳଙ୍କ ଦ୍ୱାରସ୍ଥ
ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ କାନ୍ଥରେ ନାମ ଥାଇ ମଧ୍ୟ ହମାମିରାର ଭିନ୍ନକ୍ଷମ ହିତାଧିକାରୀ ଦୟାନିଧି ସାହୁଙ୍କୁ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯାଉ ନ ଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦୟାନିଧି ଦର୍ଶାଇଛନ୍ତି ଯେ,…
ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର
ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ ଅନ୍ୟ ଅଧିକାରୀମାନେ। କିଛିଦିନ ତଳେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଏମାନେ ପରିଦଶର୍ନ…
ଆବାସ ଯୋଜନାରେ ଦୁର୍ନୀତି ଘଟଣା; ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ
ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର…
ଦାଦନ୍ ଦୁଖ: ଆପ୍ନେ ଆରପାରେ, ପଲିଥିନ୍ ତଲେ ପରିବାର
ପୁରୁଣାକଟକ,୧୭।୧୦(ଡି.ଏନ୍.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍ ଖଟିଯାଇ ଶୋଭା ଲିମିଟେଡ୍ କମ୍ପାନୀରେ ମାର୍ବଲ ଶ୍ରମିକ ହିସାବେ କାମ୍ କରୁଥିଲାବେଲେ କେହେନ୍ସି କାରନ୍ରୁ ଅଗଷ୍ଟ ୧ ତାରିଖ୍ରେ ତାକର…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ
ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…
ହଳଦୀ ଚାଷ ଦେଇଛି ରୋଜଗାର
ନବରଙ୍ଗପୁର,୧୭।୧୦(ବି.ପ୍ର.)- ନବରଙ୍ଗପୁର ଏକ କୃଷି ପ୍ରାଧାନ୍ୟ ଜିଲା। ଏହି ଜିଲାରେ କୃଷି କାର୍ଯ୍ୟ କରି ୮୫ପ୍ରତିଶତ ଲୋକ ଜୀବିକା ନିର୍ବାହ କରନ୍ତି। ତେବେ ଅଧିକାଂଶ ଚାଷୀ ଏଠାରେ ଆଖୁ ଓ ମକା ଚାଷ କରିଥାନ୍ତି। ଆଉ କେତେକ ଚାଷୀ ୟୁକାଲ ପଟାସ…
ଦାଦନ୍ ଯାଇ ହାତ୍ ହରାଲେ ନାଗେସ
ବିନିକା,୧୭।୧୦(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗାଁର ନାଗେସ ସ୍ବାମୀ(୩୭)। ସେ ଝନେ ନିହାତି ଗରିବ୍ ଆର ପେସାରେ ପଥର ଫଟାଲି ଶ୍ରମିକ। କାମ୍ଧଁଦା ଅଭାବୁ ସେ ଆଏଜ୍କେ ୭ ମାସ ତଲେ କର୍ଣ୍ଣାଟକ ରାଏଜର ମାଙ୍ଗାଲୁରକେ ଦାଦନ ଖଟିଯାଇଥିଲେ।…
ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ତହସିଲ କାର୍ଯ୍ୟାଳୟ ପରିସରରେ ୨ଗୋଷ୍ଠୀ ଧାରଣା
ରଣପୁର,୧୭।୧୦(ସ୍ବ.ପ୍ର.): ଜାଲ୍ ଦଲିଲ୍ରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ଲୋଧାଚୁଆରେ କାର୍ଯ୍ୟରତ ଆରଆଇ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରିବା ପ୍ରତିବାଦରେ ରଣପୁର ତହସିଲ ସମ୍ମୁଖରେ କର୍ମଚାରୀମାନେ ବୁଧବାର ଧାରଣା ଦେଇଥିଲେ । ତେବେ…
ଅଙ୍ଗନଓ୍ବାଡି ଶିଶୁଙ୍କୁ ନିମ୍ନମାନର ଖାଦ୍ୟ: ଦିଆଗଲା ପୋକଖିଆ, ଫିମ୍ପି ଚାଉଳର ଭାତ
ନୂଆଗାଁ,୧୭।୧୦ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପୋକଖିଆ, ଫିମ୍ପିଲଗା ଚାଉଳର ଭାତ ଦିଆଯାଉଛି। ବୁଧବାର ଏହା ଜଣାପଡିବା ପରେ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସମନ୍ବିତ ଶିଶୁ ବିଭାଗ ତରଫରୁ…
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ
ଧର୍ମଶାଳା,୧୬ା୧୦(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…
ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର
ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି ମ୍ୟାଚ ଖେଳା ହୋଇଛି। ପ୍ରଥମ ମ୍ୟାଚ ମହଦା ପଞ୍ଚାୟତ ଦଳ ଓ ସହରାପାଲି…
ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ
ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି ରୋଗୀଙ୍କୁ ଡାକ୍ତରଖାନା ପଠାଗଲା। କିନ୍ତୁ ଠିକ୍ ସମୟରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ନପାଇ ଚିକିତ୍ସାଧୀନ…
Archives


