ବୁଡ଼ାପାଲିରେ ବିଜେଡିର ମହିଳା କର୍ମୀ ସମାବେଶ: ରୀତା ସାହୁଙ୍କୁ ବିଜୟୀ କରାଇବାକୁ ନିବେଦନ
ବିଜେପୁର, ୧୬।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୫ ଦିନ ବାକି ଅଛି। ଏହା ପୂର୍ବରୁ ଅର୍ଥାତ୍ ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ରୀତା ସାହୁଙ୍କ ପାଇଁ ପ୍ରଚାର…
ବଜ୍ରପାତରେ ଜଳିଗଲା ଦୁଇବଖରା : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
ମହାକାଳପଡ଼ା,୧୬।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତସ୍ଥ ସ୍ଥାନୀୟ ବିବି କଲୋନୀ ଗ୍ରାମରେ ବୁଧବାର ହଠାତ୍ ବଜ୍ରପାତ ଘଟି ସୁକୁମାର ଦେବନାଥଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି।…
ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା : ଅଭିଯୁକ୍ତ କୋର୍ଟ ଚାଲାଣ
ବ୍ରହ୍ମପୁର,୧୬।୧୦: ଗଞ୍ଜାମ ଜିଲା ଗୋଷାଣିନୂଆଗାଁର ଜନୈକା ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିବା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅଭିଯୁକ୍ତ ଜଣଙ୍କ ଗୋଷାଣିନୂଆଗାଁ ଡିପ ସାହିର ସନ୍ତୋଷ ପାଳ (୨୪)।…
ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ
ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ…
ହବିଷିଆଳି ଶିବିରରେ ଅଘଟଣ: ୩ ଗୁରୁତର
ପୁରୀ ଅଫିସ,୧୬।୧୦: ଶ୍ରୀକ୍ଷେତ୍ରରେ ଚାଲିଛି କାର୍ତ୍ତିକ ବ୍ରତ। ଏଠାରେ ଲକ୍ଷାଧିକ ଭକ୍ତ, ହବିଷିଆଳିଙ୍କ ସମାଗମ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଟୁରିଷ୍ଟ କମ୍ପ୍ଲେକ୍ସ, ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ରକୋଣରେ ଅସ୍ଥାୟୀ ଶିବିରରେ ରହିଛନ୍ତି ହବିଷିଆଳି। ବୁଧବାର ୩ ହବିଷିଆଳି ଗୁରୁତର…
ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ
ବିଜେପୁର, ୧୬।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା…
ବାମରାରେ ରେଳରୋକୋ: ଆରପିଏଫ୍ ପକ୍ଷରୁ କୁଚିଣ୍ଡା ବିଧାୟକଙ୍କୁ ସମନ
ସମ୍ବଲପୁର,୧୬।୧୦ (ବ୍ୟୁରୋ): ଫସଲ ବୀମା ଓ ବିଭିନ୍ନ ଦାବି ନେଇ ବାମରା ଷ୍ଟେଶନରେ ଚାଷୀମାନେ ରେଳରୋକୋ କରିଥିଲେ । ଏହାକୁ ନେଇ ବାମରା ରେଳ ଷ୍ଟେଶନ ଆର୍ପିଏଫ ପକ୍ଷରୁ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ୯ଜଣଙ୍କ ନାମରେ ନୋଟିସ କରାଯାଇଛି…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପାଇବା ପରେ ଶେଷଦେବଙ୍କ ସହାୟତା ପାଇଁ ପହଞ୍ଚିଲା ବ୍ଲକ ପ୍ରଶାସନ
ସମ୍ବଲପୁର/ରେଙ୍ଗାଲି, ୧୬।୧୦(ବ୍ୟୁରୋ/ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ବ୍ରାହ୍ମଣୀପାଲି ହାଡଗୁଡ଼ିଆ ପଡ଼ାର ଶେଷଦେବ ରୋହିଦାସଙ୍କ ପରିବାର ଦୁଃଖକଷ୍ଟରେ ଚଲୁଥିବା ବେଳେ ଦିବ୍ୟାଙ୍ଗ ଝିଅ କେଶରୀ ରୋହିଦାସ (୨୩), ସୁନୀତା ରୋହିଦାସ (୧୮), ପୁଅ ସୁଶୀଲ ରୋହିଦାସ (୨୦)ଙ୍କ ଚିକିତ୍ସା ପାଇଁ ସରକାରୀ…
ବିଜେଡିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ
ହାଟଡିହୀ,୧୬l୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳିର ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କାର୍ଯ୍ୟକ୍ରମକୁ ବିଧାୟକ ଭାଗୀରଥି ସେଠୀ ଉଦ୍ଘାଟନ କରିଛନ୍ତି l ରକ୍ତଦାନ ଏକ ମହତ ଦାନ, ବର୍ତ୍ତମାନ ସମୟରେ…
ଆମେରିକା ଯାତ୍ରା କଲେ ଜିଲାପାଳ ଶୁଭମ ସକସେନା : ଅନ୍ତର୍ଜାତୀୟ ସମ୍ମିଳନୀରେ ଦେବେ ଯୋଗ
ସମ୍ବଲପୁର,୧୬।୧୦(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଶୁଭମ ସକ୍ସେନା ଆମେରିକାର ନାସଭିଲ୍ଲେ ଆଣ୍ଡ୍ ହଷ୍ଟେନଠାରେ ଇଣ୍ଟରନ୍ୟାଶନାଲ ସିଟି/ କଣ୍ଟ୍ରି ମ୍ୟାନେଜର୍ସ ଆସୋସିଏଶନ୍ (ଆଇସିଏମ୍ଏ)ର ସମ୍ମିଳନୀରେ ଯୋଗଦେବାକୁ ଯାତ୍ରା କରିଛନ୍ତି । ୧୦୫ତମ ଏହି ସମ୍ମିଳନୀ ୧୪ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଶାରୁ…
ପାଲ୍ ପରିବାର ହତ୍ୟାକାରୀଙ୍କୁ ଦଣ୍ଡ ଦାବି
ବ୍ରହ୍ମପୁର ଅଫିସ,୧୬।୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦର ବନ୍ଧୁ ପ୍ରକାଶ ପାଲ୍, ତାଙ୍କ ଗର୍ଭବତୀ ସ୍ତ୍ରୀ ଏବଂ ୮ବର୍ଷର ଶିଶୁ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ପାଲ୍ ପରିବାରର ହତ୍ୟାକାରୀଙ୍କୁ ଦଣ୍ଡଦେବାକୁ ବୁଧବାର ଗଞ୍ଜାମ ଜିଲା ବଜରଙ୍ଗ ଦଳ…
ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍ପି
ପରଜଙ୍ଗ,୧୬।୧୦(ଡି.ଏନ୍.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ…
Archives


