ଆମ ଜିଲା ଖବର

୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଛତ୍ରପୁର, ୨୧।୧(ଡି.ଏନ୍‌.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ…

୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ

ମହାକାଳପଡ଼ା,୨୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ ହୋଇଛି। ଏହି ଘଟଣାରେ ବନ ବିଭାଗ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨…

ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ…

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଘରକୁ ବ୍ୟାପୀ…

ଚେନ୍‌ ଛିଣ୍ଡାଇ ଟ୍ରକ୍‌ ଭାଙ୍ଗିଲା ନରହନ୍ତା ଦନ୍ତା: କପିଳାସ ପଠାଇ ପାରିଲାନି ବନ ବିଭାଗ

ତାଳଚେର,୨୧।୧(ନି.ପ୍ର.): ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନା ପଠାଇବାକୁ ବନ ବିଭାଗ ସଫଳ ହୋଇପାରି ନାହିଁ। ହାତୀକୁ କପିଳାସ ନେବା ପାଇଁ ଟ୍ରକ୍‌ରେ ଚଢ଼ାଯାଇଥିଲେ ମଧ୍ୟ ସେ ଚେନ୍‌ ଛିଣ୍ଡାଇ ଉକ୍ତ…

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦ ବେଡ୍‌ ବିଶିଷ୍ଟ ଏହି ବିଭାଗରେ ଏବେ ବିଇଏମ୍‌ଓସି, ଇଏମ୍‌ଓସି, ଦକ୍ଷତା, ନବଜାତ ଶିଶୁ…

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ…

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା…

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୨୧।୧:ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମତ୍ସ୍ୟ ବ୍ୟବସାୟୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶ ରପ୍ତାନି କରୁଛନ୍ତି। ସାଧାରଣ ମତ୍ସ୍ୟଜୀବୀମାନେ ଏହି ମାଛର ମୂଲ୍ୟ ଜାଣିପାରୁ ନ ଥିବାବେଳେ କମ୍‌ ଟଙ୍କାରେ…

୧୨ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ,୨୧।୧(ସ୍ବ.ପ୍ର): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲାରେ ଜମି ହରାଇଥିବା ପ୍ରଜାମାନେ ବଜାର ଦର ଆଧାରରେ କ୍ଷତିପୂରଣ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଛନ୍ତି। କ୍ଷତିଗ୍ରସ୍ତ ପ୍ରଜା ସମିତି ପକ୍ଷରୁ ସକାଳ ୬ଟାରୁ ସହରର ବ୍ରିଜ୍‌ ଛକଠାରେ…

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ କମିଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?