ଆମ ଜିଲା ଖବର

ସମୟ ଆଧାରିତ ହେଉ ପାଠ୍ୟକ୍ରମରେ ପରୀକ୍ଷା ନିରୀକ୍ଷା

ସୋନପୁର,୨୧।୧(ନି.ପ୍ର.) ସମୟ ସହିତ ନୂତନ ଆହ୍ବାନକୁ ଦୃଷ୍ଟିରେ ରଖି ପାଠ୍ୟକ୍ରମରେ ପରୀକ୍ଷା ନିରୀକ୍ଷା ଜରୁରି। କିନ୍ତୁ ଏହା ସମୟ ଆଧାରିତ ହେବା ଆବଶ୍ୟକ। ପରିଚାଳନାଗତ ପରିବର୍ତ୍ତନ ସହ ଶିକ୍ଷକଙ୍କୁ ସ୍ବାଧୀନତା ଓ ପ୍ରୋତ୍ସାହନ ମିଳୁ। ସେହିପରି ଶିକ୍ଷା କ୍ଷେତ୍ରରେ ଆହ୍ବାନ ଓ…

୫୩ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ

  ପାଇକମାଲ, ୨୧।୧ (ଡି.ଏନ.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଖରାମାଲ ପ୍ରାଥମିକ ସ୍କୁଲରେ ୫୩ ଝନ୍‌ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ ଅଛନ୍‌। ଏନ୍‌ତାଥି ଛୁଆକର ପାଠ୍‌ପଢ଼ାରେ ବହୁତ ଖେଲ୍‌ଢ଼େପ ହେଉଥିବାର ଅଭିଭାବକମାନେ ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ…

ଆପ୍‌ନେ ଆରପାରେ: ୩ ଝି’ର ଭବିଷତ୍‌ ଚିନ୍‌ତାରେ ପୁଷ୍ପକାନ୍ତି

  ଅତାବିରା, ୨୧।୧ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ବିଶିପାଲି ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଝାଙ୍କର(୩୦)। ଆପ୍‌ନେ ପ୍ରଶାନ୍ତ ଝାଙ୍କରକୁଁ ଦିନାକେତେ ତଲେ ହରେଇଛନ୍‌। ଏନ୍‌ତାଥି ପୁଷ୍ପକାନ୍ତି ୩ ଝି’ର ଭବିଷତ୍‌ ଚିନ୍‌ତାରେ ଭାଂଗି…

ସଂପ୍ରୀତିର ବାର୍ତ୍ତା ଦେଲା ନାଟକ ନାଗୀନ୍‌ ତେରା ବଂଶ ବଢ଼େ

ବଲାଙ୍ଗୀର ଅଫିସ, ୨୧ା୧ ସର୍ବଭାରତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ରାଜସ୍ଥାନୀ ଲୋକକଥା ଉପରେ ଆଧାରିତ ହିନ୍ଦୀ ନାଟକ ନାଗୀନ୍‌ ତେରା ବଂଶ ବଢ଼େ ମଞ୍ଚସ୍ଥ ହୋଇ ଦର୍ଶକଙ୍କ ହୃଦୟ ଜିଣିଛି ା ନୂଆଦିଲ୍ଲୀର ଆକ୍ଟରର୍ସ ରିପେର୍ଟରି…

ସପନ ହେଇଛେ ଭତା, ଆବାସ ଘର: ଭିଖ୍‌ ମାଗି ଚଲୁଛନ୍‌ ବୁରୁଧ୍‌ ଦମ୍ପତି

ଲୋଇସିଂହା,୨୧।୧ (ଡି.ଏନ୍‌.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଘୁଷୁରାମୁଣ୍ଡା ଗଁାର ବଜରୁ ସୁନା(୬୫)। ବଏସ୍‌ ଅଧ୍‌କା ହେବାର ଲାଗି ସେ କାମ୍‌ବୁତା କରି ନାଇଁପାରବାର। ଭୋଟର କାର୍ଡରେ ଭୁଲ୍‌ଭଟ୍‌କା ଲାଗି ସେ ଭତାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାଥି ସେ ଭିଖ୍‌ମାଗି…

ଭତାରୁ ବଁଚିତ୍‌ ଅଟେଁନ, ସୁରୁସିଂ

ଲାଠୋର, ୨୧।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍‌ ସଦର ଗଁାର ବିଧବା ମହିଲା ଅଟେଁନ ମାଝି ଆର ତୁରେକେଲାର ସୁରୁସିଂ ମଲ୍ଲିକକଁର ବଏସ୍‌ ହେଇଥିଲେ ବି ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ…

ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ କୃଷ୍ଣ: ସାହାଯ୍‌ ଲାଗି ନିରଦେଶ ଦେଲେ ଜିଲାପାଳ

ପାଟଣାଗଡ଼, ୨୧।୧ (ଡି.ଏନ୍‌.ଏ.)- ପାଟଣାଗଡ଼ ଏନ୍‌ଏସି ସଭାକୁଠିଥି ସୋମବାର ଜିଲାପାଳକଁର ଉପଖଣ୍ଡସ୍ତରୀୟ ଜନଶୁନାନି କାଯ୍‌କରମ ଅନୁଷ୍‌ଠିତ ହେଇଯାଇଛେ। ଇ ଶିବିରରେ ଝନେ ଦୁଖିନୀ ମା’ର ଗୁଲ୍‌ଗୁଲା ଦେଖ୍‌ବାକେ ମିଲିଥିଲା। ସେ ରୋଗ୍‌ବେମାରୀରେ ଶଢ଼ୁଥିବାର ନିଜର ଦିବ୍ୟାଙ୍ଗ ପୁଓର ଚିକିଛା ଆର ଉନିଅଁା…

ନୟାଗଡ଼ ଜିଲାର ଭଲ ଗାଁ କଞ୍ଚନବିଲିରେ ୨୧ ଝିଅରେ ୧୬ ପୁଅ

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ ଜିଲାରେ ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ହ୍ରାସ ନେଇ ବିଭିନ୍ନ ସମୟରେ ଉଦ୍‌ବେଗ ପ୍ରକାଶ ପାଇଥାଏ। ଜିଲାରେ ପୁଅଙ୍କ ସଂଖ୍ୟା ୧୦୦୦ ଥିଲାବେଳେ ଝିଅଙ୍କ ସଂଖ୍ୟା ୮୫୫ ରହିଥିବା ସୂତ୍ରରୁ ଜଣାପଡ଼ିଛି। ଏହିଭଳି ସ୍ଥଳେ ନୟାଗଡ଼ ବ୍ଲକ କ୍ରିଦାଶପୁର…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଇଟାମାଟି ଥାନା ନାଟୁଗାଁ ଗ୍ରାମର ଠିକାଦାର ଯୁଗଳ…

ଟ୍ରେନ୍‌ ଆଗକୁ ଡେଇଁଲେ ନାବାଳିକା: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭଦ୍ରକ ଅଫିସ, ୨୧।୧- ବିଜୟୱାଡାରୁ ହାଓ୍ବଡା ଅଭିମୁଖେ ଯାଉଥିବା ହମ୍‌ସଫର୍‌ ଏକ୍ସପ୍ରେସ୍‌ ସମ୍ମୁଖକୁ ଡେଇଁ ସୋମବାର ଅପରାହ୍ନରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି। ମୃତା ନାବାଳିକାଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ଆତ୍ମହତ୍ୟାର କାରଣ ମଧ୍ୟ ଜଣାପଡ଼ି ନାହିଁ। ହମ୍‌ସଫର୍‌ ଏକ୍ସପ୍ରେସ୍‌ର ଭଦ୍ରକ…

ପ୍ରତିଭା ଦେଇଛି ସ୍ବତନ୍ତ୍ର ପରିଚୟ

ବାସୁଦେବପୁର,୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ଭୈରବପୁର ଗ୍ରାମର ଶିଳ୍ପୀ ରବୀନ୍ଦ୍ର ମହାରଣା। ନିଜର ପ୍ରତିଭା ବଳରେ ସମଗ୍ର ଜିଲା ଓ ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କ ଶିଳ୍ପୀ ଜୀବନରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ମନ୍ଦିରର…

ଅବ୍ୟବସ୍ଥାରେ ୧୧୦ବର୍ଷର ସ୍କୁଲ -୮ ଶ୍ରେଣୀ ପାଇଁ ୬ ଗୃହ

ନିରାକାରପୁର,୨୧ା୧(ଡି.ଏନ୍‌.ଏ.): ‘ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ’ ଶିକ୍ଷା ବିଭାଗ ପକ୍ଷରୁ ଏହି ନାରା ଦିଆଯାଉଛି। ଭିତ୍ତିଭୂମି ସୁଦୃଢ ନ କରି ଏହି ନାରା ଦେବାର ଯଥାର୍ଥତା କେତେ ତାହା ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ଡିଆ ଗ୍ରାମରେ ଅବସ୍ଥାପିତ ୧୧୦ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?