ଆମ ଜିଲା ଖବର

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ ସେଠାରେ ଫସିଥିବା ଅଭିଯୋଗ ହୋଇଛି। ଏକ ପ୍ଲାଏଉଡ୍ କାରଖାନାରେ କାମ କରୁଥିବା ଏହି…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଯାଇଛି ।…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନଲାଇନ୍ ନିରାପତ୍ତା ଓ ସାଇବର ଶୋଷଣ ଜନିତ ଅପରାଧକୁ ରୋକିବା ନେଇ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ କରଞ୍ଜିଆ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଚାରିଜଣଙ୍କୁ ଗିରଫ କରି କୋର୍ଟ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ରଣା ।…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି। ପୋଲିସ ଅଭିଯୁକ୍ତଙ୍କ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି ଆନ୍ଦୋଳନକାରୀ। ପୋଲିସ ସହ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ନିର୍ବାଚିତ…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩ ମାସର ଦରମା ପାଇନାହାନ୍ତି। ଅଳ୍ପ ଦରମାରେ କାର୍ଯ୍ୟ କରୁଥିଲେ ମଧ୍ୟ ଠିକ୍‌ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?