ଆମ ଜିଲା ଖବର

ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ

କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ ସୋମବାର…

ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ ବି…

ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା

ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍‌ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା ଥିଲେ…

ଫେରାର୍‌ ବଳାତ୍କାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ ପର୍ତ୍ତମାହା ପଞ୍ଚାୟତ ମୁଣ୍ଡୁଲାବାଲି ଗ୍ରାମର ଜିତେନ୍ଦ୍ର କୁମାର ନାୟକ। ତାଙ୍କୁ କୋର୍ଟ ଚାଲାଣ…

ଅଟୋ-ବୋଲେରୋ ଧକ୍କା: ଜଣେ ମୃତ

ଜି.ଉଦୟଗିରି,୨୧ା୧(ଡି.ଏନ.ଏ.)-ଜି.ଉଦୟଗିରି ସହରର ଡୁଗୁଡ଼ି ଶଙ୍ଖ ସାହି ରାସ୍ତାରେ ସୋମବାର ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଡ଼ାସକୁପା ଗ୍ରାମର କିଶୋର ପ୍ରଧାନ। ଅଟୋ ଚାଳକ ଜି.ଉଦୟଗିରିର ପଙ୍କଜ ପଟ୍ଟନାୟକ, ନନ୍ଦଗିରିର ନିଲିମା…

ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା

ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି ସୁମିତ୍ରା ପାତ୍ର। ବ୍ରହ୍ମପୁର ଗେଟବଜାରସ୍ଥିତ ବିଲସାହିର ସୁମିତ୍ରା ଅନ୍ୟ ନାରୀଙ୍କ ପାଇଁ ଉଦାହରଣ…

ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ

ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି ଶୁଖୁଆ କୁଣ୍ଡି ଫିଙ୍ଗି ଦିଆଯାଇଛି ା ଏପରିକି ୧୨ ତାରିଖରେ ଜଣେ ମହିଳାଙ୍କ…

ଶିକ୍ଷାବିତ୍‌ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍‌ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ, ବ୍ରହ୍ମପୁର ସିଟି କଲେଜ, ବୀରମିତ୍ରପୁର ମହାବିଦ୍ୟାଳୟ ଏବଂ ଗୁଣପୁର ମହାବିଦ୍ୟାଳୟରେ…

ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର,୨୧।୧(ଡି.ଏନ.ଏ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଢୋଲପିଟା ନିକଟରେ ଆଖି ଓ ହାତବନ୍ଧା ଅବସ୍ଥାରେ ଜଣେ ଅଚିହ୍ନା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରି…

୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉଦ୍‌ଘାଟନ କରିବେ ା ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାସ୍ତାରୋକୋ

ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଥିଲେ । ଆଲୋକ(୨୫)ଙ୍କୁ ହତ୍ୟା…

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଥାନା ଘେରାଉ

ପାଲଲହଡା,୨୦ା୧(ଡି.ଏନ.ଏ.)-ଆଦିବାସୀ ଯୁବକ ବୁଧୁରାମ କୂଂକାଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ, କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ ଏବଂ ହୋ ସମାଜ ପକ୍ଷରୁ ପାଲଲହଡା ଥାନା ଘେରାଉ କରାଯାଇଛି। ଆଦିବାସୀ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?