ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ
ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ ବେହେରା (୫୦)। ଉକ୍ତ ଗ୍ରାମରେ ସେରନ୍ତୀ ତାଙ୍କ ୪ ପୁଅ, ଦୁଇ ଝିଅଙ୍କ…
କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ
କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…
ଗଳିତ ପାଦକୁ ନେଇ ପୋଲିସର ତନଘନା; ନିଖୋଜ ଶିଶୁର ପାଦ ବୋଲି ଦାବି କଲେ ମହିଳା
ଯୋଡ଼ା, ୨୦।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ବାଂଶପାଣି ଟୋଲଗେଟ୍ ନିକଟସ୍ଥ ବସ୍ତି ପାଖରେ ପୋଲିସ ଜଣେ ୩ ବର୍ଷର ଶିଶୁର ଗଳିତ ପାଦ ରବିବାର ଉଦ୍ଧାର କରିଛି ା ପୋଲିସ ସୂଚନାନୁଯାୟୀ, ରବିବାର ସକାଳ ସମୟରେ ଉକ୍ତ ବସ୍ତିର ଛୋଟ…
ରାସ୍ତାରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍
ଠାକୁରମୁଣ୍ଡା,୨୦ା୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍ରେ ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଓ ହେଲ୍ପର ଅଳ୍ପକେ ନିଆଁରୁ ବର୍ତ୍ତି ଯାଇଛନ୍ତି। କେନ୍ଦୁଝରରୁ ଆଇରନ ବୋଝେଇ…
ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ
ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍ ଗମ୍କେ(ପୁରୋହିତ) ବସନ୍ତ କୁମାର…
କାର୍ଯ୍ୟକାରୀ ହେଉନି କୋର୍ଟ ନିର୍ଦ୍ଦେଶ: ବରିଷ୍ଠ ନାଗରିକଙ୍କ କ୍ଷୋଭ
ବାଲିଆପାଳ, ୨୦।୧(ଡି.ଏନ.ଏ.)- କୋର୍ଟ ନିର୍ଦ୍ଦେଶ ପ୍ରଶାସନ କାର୍ଯ୍ୟକାରୀ କରୁ ନ ଥିବାରୁ ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବାଲିଆପାଳ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମାନେ ଏହା ପ୍ରକାଶ କରିଛନ୍ତି।…
କ୍ରିକେଟ ଲାଗି ବେଟିଂ, ଜଣେ ଗିରଫ
ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ଦେଢଲକ୍ଷ ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ଥାନା ରାଜପୁର…
ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ
ଗଣିଆ,୨୦ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜର ନୟାଗଡ ଜିଲା ସଭାପତି ବିକ୍ରମ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ…
ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ
ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…
କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା
ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ…
ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ
ଜଗତ୍ସିଂହପୁର ଅଫିସ୍/ତିର୍ତ୍ତୋଲ,୨୦ା(ଡି.ଏନ.ଏ.): କନକପୁରସ୍ଥିତ ମା’ଶାରଳା ମନ୍ଦିରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ନାମକ ସେବାୟତଙ୍କୁ ୩ଜଣ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ…
ବୋଲେରୋ ଓଲଟି ୪ ଗୁରୁତର
ଶଙ୍କରାଖୋଲ,୧୯ା୧(ଡି.ଏନ୍.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର କେଦାରନାଥ…

