ଆମ ଜିଲା ଖବର

ପୋଖରୀରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ

ଭଦ୍ରକ ଅଫିସ, ୧୯।୧- ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ରବିବାର ରମ୍ଭିଳା ଗ୍ରାମର ଜଣେ ନାବାଳିକାଙ୍କ ମୃତଦେହ ଚରମ୍ପା ରେଲୱେ ଲାଇନକଡ଼ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତା ନାବାଳିକା ଗ୍ରାମର ଶ୍ୟାମସୁନ୍ଦର ବିହାରୀଙ୍କ ଝିଅ ଲିଜାରାଣୀ(୧୫) ବୋଲି ଜଣାପଡ଼ିଛି। ସେ…

ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ରବିବାର ପୂର୍ବାହ୍ନ ୧୧ଟାବେଳେ ଘଟଗାଁ ପୋଲିସ ସର୍କଲ ଏସ୍‌ଡିପିଓ ରବୀନ୍ଦ୍ର କୁମାର…

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅନ୍ତଗର୍ର୍ତ ରଘୁନାଥପୁର ଗ୍ରାମର ହରିହର ତରେଇ (୪୬)ଙ୍କ ମୃତଦେହକୁ ରବିବାର ବୁଢ଼ାବଳଙ୍ଗ ନଦୀରୁ ପୋଲିସ ଉଦ୍ଧାର କରିଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩/୨୦) ରୁଜୁ କରି ପୋଲିସ ମୃତଦେହ…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆସିକା,୧୯ା୧(ଡି.ଏନ୍‌.ଏ)- ଆସିକା ଥାନା କାଳଷଣ୍ଢପୁର ଗ୍ରାମରେ ରବିବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ରାଜେଶ୍ୱର ମହାନ୍ତି (୩୫)। ଏ ନେଇ ପୋଲିସ ନଂ. ୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ରାଜେଶ୍ୱର ପରିବାର…

ଚିକିଟିକୁ ଲେଉଟିଲେ ହାତୀପଲ

ଚିକିଟି,୧୯ା୧(ଡି.ଏନ.ଏ.)-ଗଜପତି ଜିଲାର ଲଖାରି ଜଙ୍ଗଲ ଛାଡି ଏଣେତେଣେ ବୁଲୁଥିବା ଏକ ହାତୀପଲ ପୁଣି ଏବେ ଚିକିଟି ଅଞ୍ଚଳକୁ ଫେରିଛନ୍ତି। ଶନିବାର ବିଳମି୍ବତ ରାତିରେ ଗୋବିନ୍ଦନଗର ଗ୍ରାମର କୋରା ସାହୁ, ଗୋବର୍ଦ୍ଧନ ସାହୁଙ୍କ ଧାନଖଳାରେ ୧୦ରୁ ଊର୍ଦ୍ଧ୍ୱ ହାତୀପଲ ପଶି କ୍ଷତିଗ୍ରସ୍ତ କରିଛନ୍ତି।…

ଜଳିଗଲା ଆଇରନ୍‌ ବୋଝେଇ ଡମ୍ପର

ଯୋଡ଼ା,୧୯।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଗୁରୁବେଡ଼ା ଛକଠାରେ ଶନିବାର ରାତିରେ ଏକ ଆଇରନ୍‌ ବୋଝେଇ ଡମ୍ପରରେ ନିଆଁଲାଗି ସଂପୂର୍ଣ୍ଣ ଜଳିଯାଇଛି । ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ,…

ଟ୍ରକ୍‌ ଧକ୍କାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ତାଳଚେର,୧୯।୧(ନି.ପ୍ର.): ତାଳଚେର ବସ୍‌ଷ୍ଟାଣ୍ଡ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ତାଙ୍କର ନାମ ସନ୍ଧ୍ୟାରାଣୀ ଦାସ ଘର ଅନୁଗୋଳ ଗୀତାଗ୍ରାମରେ। ସେ ଆଜଡେରା ହାଇସ୍କୁଲରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ତାଳଚେର ବସ୍‌ଷ୍ଟାଣ୍ଡକୁ ଯାଉଥିବା ସମୟରେ ଏକ…

ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କୁ ଆକ୍ରମଣ: ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାହାନଗା,୧୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ନିକଟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ୩ ଦୁର୍ବୃତ୍ତ ଆକ୍ରମଣ କରି ୧ ଲକ୍ଷ ୬ ହଜାର ଟଙ୍କା…

ବିଚାରାଧୀନ କଏଦୀ ମୃତ

ନୟାଗଡ଼,୧୯।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍‌ଜେଲ୍‌ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ଜେଲ୍‌ରେ ଥିବା କୃଷ୍ଣଚନ୍ଦ୍ର ପୂର୍ବରୁ ପେଟ ରୋଗଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ…

ଖଟିଆରେ ବୁହାହେଲେ ଗର୍ଭବତୀ: ସାଧାରଣରେ ଅସନ୍ତୋଷ

ବିଜେପୁର,୧୯।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କନଡିହି ଗ୍ରାମକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତାରେ କଲଭର୍ଟ କାମ ଚାଲିଥିବାରୁ ରବିବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହିନେବାକୁ ପଡ଼ିଥିବା ଅଭିଯୋଗ ହୋଇଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।…

ପୋଲିଓ ବୁନ୍ଦା ଖାଇଲେ ଶିଶୁ

ଚନ୍ଦ୍ରଗିରି,୧୯।୧(ଡି.ଏନ୍‌.ଏ.): ସମଗ୍ର ଭାରତକୁ ପୋଲିଓମୁକ୍ତ କରିବା ଉଦ୍ଦେଶ୍ୟରେ ଜନ୍ମରୁ ପାଞ୍ଚ ବର୍ଷ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଯାଉଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲା ମୋହନା ଅଞ୍ଚଳରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୋଲିଓ କେନ୍ଦ୍ରଗୁଡ଼ିକରେ ରବିବାର ଶିଶୁମାନଙ୍କୁ ପୋଲିଓ ବୁନ୍ଦା ଦିଆଯାଇଛି।…

ଟ୍ରେନ୍‌ରେ ଛାଡ଼ିଥିବା ୪ ଲକ୍ଷ ୫୦ ହଜାର ଟଙ୍କା ଫେରିପାଇଲେ ବ୍ୟକ୍ତି

ରାୟଗଡ଼ା ଅଫିସ,୧୯।୧: ବିଶାଖାପାଟନମ୍‌ରୁ ରାୟଗଡ଼ା ଅଭିମୁଖେ ଶେଖ୍‌ ୟାସୋଦିନ୍‌ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସମତା ଏକ୍ସପ୍ରେସରେ ତାଙ୍କର ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗ ଦେବା ପାଇଁ ଆସୁଥିଲେ। ତାଙ୍କ ବନ୍ଧୁ ତାଙ୍କୁ କିଛି ଟଙ୍କା ଧାରସୂତ୍ରରେ ମାଗିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?