ଆମ ଜିଲା ଖବର

୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ

ରସୁଲପୁର,୧୯।୧(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦ ମିନିଟ୍‌ରେ ବ୍ଲକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ା…

ତ୍ରିଜଙ୍ଗା କଲୋନୀରେ ଡକାୟତି ଉଦ୍ୟମ ପଣ୍ଡ: ୪ ଗିରଫ, ମାରଣାସ୍ତ୍ର ଜବତ

କଳିଙ୍ଗନଗର,୧୯ା୧(ଡି.ଏନ.ଏ.): ଯାଜପୁରରୋଡ ଥାନା ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ବଳିମ୍ବିତ ରାତିରେ ଦାନଗଦୀ ତ୍ରିଜଙ୍ଗା କଲୋନୀରେ ଚଢାଉ କରି ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି। ଏଥିରେ ୪ଜଣଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରାଯାଇଛି। ଏନେଇ…

ଶିଶୁଙ୍କ ପାଇଁ ବିପଦ ସାଜିଛି ଖୋଲା ବୋରୱେଲ:ନିର୍ଦ୍ଦେଶ ସତ୍ତ୍ୱେ ପ୍ରତିକାର ପାଇଁ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୧୯ା୧: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିଭିନ୍ନ ସମୟରେ ବିପଦ ସାଜିଛି। ଖୋଲା ବୋରୱେଲ ଓ ଟ୍ୟୁବୱେଲଗୁଡ଼ିକରେ ପଡ଼ି ଛୋଟଛୋଟ ପିଲାଙ୍କ ଜୀବନ ମଧ୍ୟ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଷ୍ଟେଟ…

ଚିଲିକାରେ ଡଲଫିନ୍‌ ଗଣନା ଆଜି, ଗଠନ ହୋଇଛି ୧୮ ଦଳ

ବାଲୁଗାଁ,୧୯ା୧(ଡି.ଏନ୍‌.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍‌ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ ହେଉଛି। ଏଥିପାଇଁ ବିଭାଗ ପକ୍ଷରୁ ଶନିବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣା…

ଅଖା, ଧାନ କାଟ ବାବଦରେ ୬ କୋଟି ଦୁର୍ନୀତି ପାଇଁ ପ୍ରୟାସ

ଜଗତ୍‌ସିଂହପୁର ଅଫିସ୍‌, ୧୯ା୧: ଜଗତ୍‌ସିଂହପୁର ଜିଲାର ବିଭିନ୍ନ ମଣ୍ଡିରେ ଅଖା ଓ ଧାନ କାଟ ବାବଦରେ ପାଖାପାଖି ୬ କୋଟି ଟଙ୍କାର ଦୁର୍ନୀତି ଯୋଜନା ରହିଛି। ଶନିବାର ନବ ନିର୍ମାଣ କୃଷକ ସଙ୍ଗଠନ ଜଗତ୍‌ସିଂହପୁର ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ…

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପାରାଦୀପରେ ମତ୍ସ୍ୟଜୀବୀଙ୍କ ମହା ସମାବେଶ, ସମସ୍ୟା ସମାଧାନ ପାଇଁ ଗଠନ ହେବ କମିଟି

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ଶନିବାର ମତ୍ସ୍ୟଜୀବୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ କହିଥିଲେ, ମତ୍ସ୍ୟଜୀବୀଙ୍କ ସମସ୍ୟା ସମ୍ପର୍କରେ ମୁଁ ପୂର୍ବରୁ ଅବଗତ…

ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

ଲୋକବାଦ୍ୟ ପରମ୍ପରା ପଶ୍ଚିମ ଓଡିଶାର ପରିଚୟ

ସୋନପୁର,୧୯।୧(ନି.ପ୍ର.) ପଶ୍ଚିମ ଓଡିଶାର ସଂସ୍କୃତି, ଲୋକବାଦ୍ୟ ଓ ପରମ୍ପରା ମହାନ। ଏଠାରେ ସମାଜ ଭିତ୍ତିକ ଲୋକବାଦ୍ୟ ରହିଛି। ପର୍ବ ପର୍ବାଣୀ ଅନୁସାରେ ବାଦ୍ୟର ପରିକଳ୍ପନା। ତେବେ ପ୍ରଥମେ ବାଦ୍ୟ ପରେ ପରମ୍ପରା ଆରମ୍ଭ ହୋଇଛି ଏବଂ ବାଦ୍ୟ ଅନୁସାରେ ନୃତ୍ୟର ନାମକରଣ।…

ସିଦ୍ରିଆ ସମାଜକୁ ମିଳିବ ଅଧିକାର

ସୋନପୁର/ବିନିକା,୧୯।୧(ନି.ପ୍ର./ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଞ୍ଚାୟତ ଅନ୍ତର୍ଗତ ଜାମପାଲି ଗାଁର କେନାଲ ପଡା, ଟାଙ୍ଗର ପଡା ଓ ଜଙ୍ଗଲ ପଡାରେ ବହୁ ବର୍ଷ ହେଲା ରହି ଆସୁଛନ୍ତି ସିଦ୍ରିଆ ସମାଜର ୫୦ ପରିବାର। ଏମାନଙ୍କ ସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ।…

ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ

ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ ଓ ଯୁବ ସମାଜ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉକ୍ତ…

ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା

ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?