ପୁରୁଣା ଘର ଫଟୋ ଉଠାଇ ବିଲ୍
ପରଜଙ୍ଗ, ୧୯।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଖରେ। ପାଟରପଦା, କଲଦା ପଞ୍ଚାୟତରେ ଆବାସ ଯୋଜନା ହଟଚମଟକୁ ନେଇ ଚର୍ଚ୍ଚା…
ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ
ଅନୁଗୋଳ ଅଫିସ,୧୯।୧ – ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ହାତକୁ ନିଆଯାଇଥିବା ହୀରା ଉତ୍ସବ ‘ଦି ଗ୍ରେଟ୍ ଡାଇମଣ୍ଡ ସେଲ୍’ରେ ଗ୍ରାହକ ସବୁବର୍ଗର…
ନିସ୍ତେଜ ହେଉଛି ନରହନ୍ତା ଦନ୍ତା
ବନ୍ତଳା/ତାଳଚେର,୧୯।୧(ନି.ପ୍ର.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ କରିବା ସହ ୬ ଜଣଙ୍କ ଜୀବନ ନେଇଥିବା ନରହନ୍ତା ଦନ୍ତା ହାତୀକୁ ଶନିବାର ଟ୍ରାଙ୍କୁଲାଇଜ୍ କରୁଛି ବନ ବିଭାଗ। ସନ୍ଧ୍ୟାରୁ ବିଳମ୍ବିତ ରାତି ମଧ୍ୟରେ ୪ଥର ଟ୍ରାଙ୍କୁଲାଇଜ…
ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର
ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ କରାଯାଇ ନ ଥିବାରୁ ପାଠ ପଢ଼ିବାକୁ ଆସୁଥିବା ପିଲାମାନେ ଅସୁରକ୍ଷିତ ଅବସ୍ଥାରେ ଯାତାୟାତ…
୮୫ ପରୀକ୍ଷା କେନ୍ଦ୍ର, ୮ ନୋଡାଲ ସେଣ୍ଟର
ଅନୁଗୋଳ ଅଫିସ, ୧୯।୧ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହେବ। ଏ ନେଇ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ବେଳେ ଅନୁଗୋଳ ଜିଲା ଶିକ୍ଷା ବିଭାଗ ମଧ୍ୟ ଚଳଚଞ୍ଚଳ…
ଯବାନ-ମାଓବାଦୀ ଗୁଳି ବିିନିମୟ
ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ ହେଁ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ମାଓବାଦୀମାନେ କ୍ୟାମ୍ପ ଛାଡି…
ବାଲି, ପଥର ଚୋରିର ତଦନ୍ତ କରୁଛି ଟିମ୍
ଛତ୍ରପୁର,୧୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଥିବା ସଇରାତରୁ ବାଲି ଓ ପଥର ଚୋରି ହେବାରେ ଲାଗିଛି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଏକ ଅଡିଟ୍ ଟିମ୍ ଆସି ଜିଲାରେ ଥିବା ବାଲି ଓ ପଥର ସଇରାତ ଅନୁଧ୍ୟାନ କରି ଏହାର ସ୍ଥିତି କ’ଣ, ରାଜସ୍ବ…
କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି
ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛନ୍ତି। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାବେଳେ ବିଚାରପତି…
ରେଳଷ୍ଟେଶନରେ ସୁରକ୍ଷିତ ମଣୁନାହାନ୍ତି ଯାତ୍ରୀ
ବ୍ରହ୍ମପୁର ଅଫିସ,୧୯ା୧-ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ରେଳଷ୍ଟେଶନ ଉପରେ ପ୍ରତିଦିନ ହଜାର ହଜାର ଲୋକ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ବହୁ ଟ୍ରେନ ଚଳାଚଳ କରୁଛି। ଏଠାରୁ ଯାତ୍ରୀମାନେ ଭୁବନେଶ୍ୱର ଦେଇ କଲିକତା ଓ ଦିଲ୍ଲୀ ଯିବା ପାଇଁ ଏବଂ ଆନ୍ଧ୍ରପ୍ରଦେଶ…
ନିଲାମ ପରେ ଖଣିରେ ନିଯୁକ୍ତି ନେଇ ଶଙ୍କାରେ ଶ୍ରମିକ: ୨୦ରେ ସଚିବାଳୟ ସମ୍ମୁଖରେ ଧାରଣା
ଯୋଡ଼ା, ୧୯।୧(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଖଣି ନିଲାମ ପ୍ରକ୍ରିୟା। ଏଭଳି ସ୍ଥିତିରେ ନିଲାମ ହେଉଥିବା ଖଣିରେ କାର୍ଯ୍ୟରତ ଶ୍ରମିକ, ବନ୍ଦ ଥିବା ଖଣି ଗୁଡିକର ଶ୍ରମିକ , ପରିବହନ ଟ୍ରକର ଡ୍ରାଇଭର ଓ ହେଲପର କିପରି ପୁନଃ ଖଣି…
ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା
ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ନେଉଥିବା ଦର୍ଶାଯାଇଛି। ପଞ୍ଚାୟତର ହିତାଧିକାରୀମାନେ ଶନିବାର ଜିଲାପାଳ ଓ…
ପରୀକ୍ଷା ଘୁଞ୍ଚାଇବା ଦାବିରେ ବିକ୍ଷୋଭ
ସୋର, ୧୯ା୧(ଡି.ଏନ୍.ଏ.)-ସୋର ଉପେନ୍ଦ୍ରନାଥ ମହାବିଦ୍ୟାଳୟର ଯୁକ୍ତ ଦୁଇ ୧ମ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବା ସହ ପାସ୍ ଫେଲ୍ ନିୟମ ବାତିଲ କରିବା ଦାବିରେ ଶନିବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଛାତ୍ରୀଛାତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଟାୟାର ଜାଳି…

