ଆମ ଜିଲା ଖବର

ଆଗେଇପାରିନି ଟ୍ରାଙ୍କୁଲାଇଜ୍‌ ଅପରେଶନ

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ ଦିନରେ କାର୍ଯ୍ୟ ସେପରି କିଛି ଆଗେଇପାରି ନାହିଁ। କାରଣ ସାତକୋଶିଆ ଅଭୟାରଣ୍ୟ ଟିକରପଡାରେ ଥିବା…

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା ବେଶ୍‌…

ମୋ ସରକାର କାର୍ଯ୍ୟକ୍ରମର ତଦାରଖ

ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍‌ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା. ଆର.…

ଅଚଳ ହେବାକୁ ବସିଛି ଖୁଚୁରା ଟଙ୍କା

ରାଇସୁଅଁ।, ୧୮।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଖୁଚୁରା ଟଙ୍କା ଅଚଳ ନେଇ ଗୁଜବ ଥମିବାର ନଁ। ଧରୁନି। ଏଭଳି ଗୁଜବ ଯୋଗୁ ଧୀରେ ଧୀରେ ଟଙ୍କିକିଆ ଓ ୨ ଟଙ୍କିଆ କଏନ ଅଚଳ ହେବାକୁ ବସିଛି। ସରକାର ଏହି ୨…

ଜିଆର୍‌ଏସ୍‌ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୋଚ୍ଛାପଡା ଥାନା ପୋଲିସ ୨ ମିଲିସିଆଙ୍କୁ ଗିରଫ କରିଛି। ସେମାନେ ହେଲେ ପାଙ୍ଗା ଉପରସାହିର…

ପାଇପ ଲାଇନ ପାଇଁ ରାସ୍ତା ଖୋଳିଦେଲେ, ଲୋକେ ହୀନସ୍ତା

ଯୋଡ଼ା, ୧୮।୧(ଡି.ଏନ.ଏ.) – କେନ୍ଦୁଝର ଜିଲା ଯୋଡା ସହରରେ ଜନ ସ୍ବାସ୍ଥ୍ୟ ବିଭାଗର ମନମୁଖୀ ରାସ୍ତା ଖୋଳା ଯୋଗୁ କଂକ୍ରିଟ ରାସ୍ତା ଖରାପ ହେବା ସହିତ ଯାତାୟାତ ଲାଗି ଜନସାଧାରଣ ହଇରାଣ ହେଉଛନ୍ତି। ଯୋଡା ସହରର ବିଭିନ୍ନ ସ୍ଥାନରେ ବିଭାଗ ପକ୍ଷରୁ…

ବିଏମ୍‌ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ

ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍‌ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍‌ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍‌ସନଭୋଗୀ ଉପକୃତ…

୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ

ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯ ରେ…

ସରକାରୀ ଧାନ କିଣା ପ୍ରହସନ

ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ କ୍ରୟ କେନ୍ଦ୍ରମାନ ଖୋଲାଯାଇଛି। କିନ୍ତୁ କେନ୍ଦୁଝର ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁ ବହୁ…

ଚିକିତ୍ସାରେ ଅର୍ଥ ବାଧକ

ପଦ୍ମପୁର,୧୮।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତ ଅଧୀନ ରୁକୁଣାଦେଇପୁର ଗ୍ରାମର ବୈକୁଣ୍ଠ ଦାସଙ୍କ ପୁଅ ଆଦିତ୍ୟ(୧୧)। ହାଡ଼ ଓ ମାଂସପେଶୀ ଅବକ୍ଷୟଜନିତ ରୋଗ(ଡିଏମ୍‌ଡି)ରେ ସେ ପୀଡ଼ିତ। ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ସରକାରଙ୍କ ପକ୍ଷରୁ ଆଦିତ୍ୟଙ୍କୁ ୬୦…

ସୁନାପଲ୍ଲୀରେ ଯୁବକଙ୍କୁ ହତ୍ୟା : ପାଳଗଦାରୁ ଦରପୋଡ଼ା ମୃତଦେହ ଉଦ୍ଧାର

କବିସୂର୍ଯ୍ୟନଗର,୧୮ା୧-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦିଆଯାଇଛି। ଶୁକ୍ରବାର ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ମୃତକ ହେଲେ ଉକ୍ତ…

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ସେମାନେ ଜିଲା ଚିକିତ୍ସାଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?