ଆମ ଜିଲା ଖବର

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ସେମାନେ ଜିଲା ଚିକିତ୍ସାଧିକାରୀଙ୍କ…

ଘନକୁହୁଡ଼ି ବୋଟ୍‌କୁ କଲା ଦିଗହରା

ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍‌ ଧାମରା ମୁହାଣ ନିକଟରେ ଦିଗହରା ହୋଇଯାଇଥିଲା। ସକାଳ ପ୍ରାୟ ୭ଟା ବେଳେ ଏହି ଘଟଣା ଘଟିଥିଲା। ଏହାର ପ୍ରାୟ ୫…

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ରେ ଅଂଶଗ୍ରହଣ କରିବେ ସ୍ବସ୍ତିକ

ରାଇରଙ୍ଗପୁର,୧୮ା୧(ଡି.ଏନ୍‌.ଏ.): ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନେଇ ସମଗ୍ର ଭାରତରୁ ୨୨ ହଜାର ଛାତ୍ରୀଛାତ୍ରଙ୍କୁ ଚୟନ କରାଯାଇଛି। ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲା…

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଚିତ୍ରଡା,୧୮ା୧(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକା ୬୫ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦିଲ୍ଲୀପ ହାଁସଦା (୨୫)। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ସାରେ ପୀଡିତା ମହିଳା…

ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ଜୟପୁର,୧୮।୧(ଡି.ଏନ୍‌.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ ଉପରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରୁଥିବା କେନ୍ଦ୍ରୀୟ ରୋଷେଇ ପରିଚାଳନା ସଂସ୍ଥାର ୭୦ ଲକ୍ଷ…

ପଦ୍ମ ପଙ୍କରେ ଲୀନ ହେଲା କଣ୍ଟାସାଗର

ରାୟଗଡ଼(ଗଜପତି),୧୮।୧-ଗଜପତି ଜିଲା ରାୟଗଡ଼ସ୍ଥିତ ଶତାୟୁ ‘କଣ୍ଟାସାଗର’ ପୋଖରୀ ଆଉ ଅଞ୍ଚଳବାସୀଙ୍କ କାମରେ ଲାଗୁନି। ଦିନେ ଅଞ୍ଚଳ ପାଇଁ ଆଶୀର୍ବାଦ ପାଲଟିଥିବା ଏହି ପୋଖରୀ ଏବେ ପଦ୍ମ ପଙ୍କରେ ଭର୍ତ୍ତି ହୋଇ ସମ୍ପୂୂର୍ଣ୍ଣ ନଷ୍ଟ ହୋଇଛି। ରାୟଗଡ଼ ଗ୍ରାମର ଉଭୟ ପାର୍ଶ୍ୱର ପ୍ରାୟ…

ବୁଲିଲା ମୋ ସରକାର ଅଭିଯାନ ସଚେତନତା ରଥ

ବାରିପଦା ଅଫିସ,୧୮ା୧- ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମୋ ସରକାର ଅଭିଯାନ ସଚେତନାତା ରଥ…

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ

ଖଇରା, ୧୮।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ ଦେଖାଦେଇଛି । ଏଥିଯୋଗୁ ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳା ଓ ସେମାନଙ୍କର ଅଭିଭାବକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ଗୁରୁବାର ଅସ୍ତ୍ରୋପଚାର…

ସରକାରୀ ସୁବିଧାରୁ ବଁଚିତ୍‌ ସିଦ୍ରିଆ ସମାଜ: ଜାତି, ଭେଲିକେ ନେଇ ଗୁପାରେ ପରଶାସନ

ବିନିକା, ୧୮।୧ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍‌ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ ଅନେକ ବଛର ହେଲା ରହିଆସୁଛନ୍‌ ସିଦ୍ରିଆ ସମାଜର ୫୦ ପରିବାରର ପାଖାପାଖି ୩ଶହ ଲୋକ୍‌।…

ସରକାରୀ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ବାସନ୍ତି

  କଲମପୁର, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍‌ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍‌ ହେଲା ଆପ୍‌ନେ ଆର ଗୁଟେବଲି ପୁଓକେ ହରେଇ ସେ ଭାଂଗି ପଡ଼ିଛନ୍‌। ଏନ୍‌ତା ପରିସ୍ଥିତିରେ ସେ ଅନେକ…

ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍‌ତରଖାନା ଭବାନୀପାଟଣାକେ ପଠେଇଛେ। ଇ ବାବ୍‌ଦେ ଲାଗ୍‌ଲାଗ୍‌ ଧରିତ୍ରୀରେ ଖବର ବାହାରଲାରୁ ଥାନୀଅ ପରଶାସନ…

ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଦ୍ୱିତୀୟ ଦିବସ: କୁଚିପୁଡି, ଢାପ, ଗୋଟିପୁଅ ନୃତ୍ୟ ଆକର୍ଷଣ ସାଜିଲା

ଦେବଗଡ଼, ୧୮।୧(ଡି.ଏନ୍‌.ଏ.)- ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଜିଲାସ୍ତରୀୟ ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲା। ଅନୁଷ୍ଠାନର ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?