ଆମ ଜିଲା ଖବର

ଆରମ୍ଭ ହେଲା ଦାମୋଦର ମେଳା

ବାରିପଦା ଅଫିସ,୧୭।୧- ମୟୂରଭଞ୍ଜ ଜିଲାରେ ମକର ହେଉଛି ଗଣପର୍ବ। ଏହି ପର୍ବ ସମୟରେ ଜିଲାର ବାରୁଣୀ ଘାଟରେ ଆରମ୍ଭ ହୋଇଥାଏ ଦାମୋଦର ମେଳା। ବାରିପଦା ସହର ସ୍ଥିତ ବୁଢ଼ାବଳଙ୍ଗ, ଜରାଳୀ ଓ ସରାଳୀର ସଙ୍ଗମସ୍ଥଳ ହେଉଛି ବାରୁଣୀ ଘାଟ। ଏହି ଘାଟରେ…

ଗୋଠ ଛଡା ଦନ୍ତା ଉତ୍ପାତ, ବ୍ୟାପକ ଫସଲ ନଷ୍ଟ

କେନ୍ଦୁଝର/ଝୁମ୍ପୁରା,୧୭ା୧(ସ୍ବ.ପ୍ର.) ବମୋରୀ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମଲଦା ଗ୍ରାମରେ ଏକ ଗୋଠ ଛଡା ଦନ୍ତା ଉତ୍ପାତ ଚଳାଇ ଥିବାରୁ ଲୋକେ ଭୟଭୀତ ହୋଇ ପଡିଛନ୍ତି। ହାତୀଟି ଗୁରୁବାର ରାତିରେ ମିତ୍ରଭାନୁ ବାରିକଙ୍କ ପାଚେରୀ ଭାଙ୍ଗି ଦେଇଥିବା ବେଳେ ଆଖପାଖ ଅଞ୍ଚଳରେ ବ୍ୟାପକ…

ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର, ୧୭ ।୧ (ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ପୌରାଞ୍ଚଳର ବଡ ବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ଜଳେଶ୍ୱର ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଦୀର୍ଘଦିନ ହେଲା ସ୍ଥାୟୀ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଫଳରେ ଏଠାକୁ ପ୍ରତ୍ୟେକ ଦିନ…

ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ୪ ମାସ ପରେ ଗାଡ଼ି ଜବତ, ଡ୍ରାଇଭର ଗିରଫ

ଭଦ୍ରକ ଅଫିସ, ୧୭।୧- ଗତବର୍ଷ ସେପ୍ଟେମ୍ବର ୧୦ ତାରିଖ ସକାଳେ ଭଦ୍ରକ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଦ୍ରୁତଗତିରେ ନାଲି ରଙ୍ଗର ଏକ ଚାରିଚକିଆ ଗାଡ଼ି ଦୁର୍ଘଟଣା ଘଟାଇ କଟକ ଆଡ଼କୁ ଚାଲିଯାଇଥିଲା।…

ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର

ବାଲିଗୁଡା, ୧୭।୧.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର କୁମାର ନନ୍ଦ(ଓଏଏ୍‌ସ)ଦାୟିତ୍ୱ ଗ୍ରହଣ କରିଛନ୍ତିି l ଏହା ପୂର୍ବରୁ ସେ ସମ୍ବଲପୁର ମ୍ୟୁନିସିପାଲିଟିରେ ଡେପୁଟି…

ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର

କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ ହେଲେ…

ମାଲକାନଗିରି ଜିଲା ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କୋରୁକୋଣ୍ଡା,୧୭।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଏମ୍‌ପି ରମେଶ ଚନ୍ଦ୍ର ମାଝି ଶୁକ୍ରବାର ଗ୍ରସ୍ତ କରିଛନ୍ତି। ଏହି ଅବସରରେ ସେ ବାଲିମେଳା ନଗର ବିଜେଡି ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମିଳନୀରରେ ଯୋଗ ଦେଇଥିଲେ। ପରେ ଶ୍ରୀ ଅରବିନ୍ଦ…

୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ, ୧୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ ଜିଲା ସଡ଼କ ସୁରକ୍ଷା ସମିତି ପକ୍ଷରୁ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଗତ୧୧ ତାରିଖଠାରୁ ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ ସଡ଼କ…

ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୭।୧: ଜଗତ୍‌ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ, ପୁରୀ ଜିଲାକୁ ଦୁର୍ଘଟଣାମୁକ୍ତ କରିବା ଲାଗି ଆହ୍ବାନ

ପୁରୀ ଅଫିସ,୧୭।୧: ପୌର ସଦନଠାରେ ଶୁକ୍ରବାର ୩୧ତମ ସଡକ ସୁରକ୍ଷା ସପ୍ତାହ ଉଦ୍‌ଯାପନୀ ଦିବସ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ ମୁଖ୍ୟ ଅତିଥି, ପୌର…

ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର

ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ନୂଆଗାଁରେ। ମୃତକଜଣକ…

ବେଆଇନ ସ୍କୁଲ ପାଚେରି ନିର୍ମାଣ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ତିହିଡ଼ି,୧୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମବାସୀ ଶୁକ୍ରବାର ମଧ୍ୟାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ବିଦ୍ୟାଧରପୁର ପ୍ରାଥମିକ ସ୍କୁଲ ପାଚେରି ନିର୍ମାଣ ବେଆଇନ ଭାବେ କରାଯାଉଥିବାରୁ ଏହାର ପ୍ରତିବାଦରେ ସେମାନେ ଏହି ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?