ଆମ ଜିଲା ଖବର

କୁହୁଡ଼ି ଯୋଗୁ ସମୁଦ୍ରରେ ଫସିରହିଥିବା ଲଞ୍ଚ ଉଦ୍ଧାର

ରାଜନଗର,୧୭।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ ଘନ କୁହୁଡ଼ି ଯୋଗୁ ମଝି ସମୁଦ୍ରରେ ଫସିରହିଥିଲା। ଖବର ପାଇ ଧାମରା ସାମୁଦ୍ରିକ ଥାନାର କର୍ମଚାରୀ ଏବଂ ଏକ ସ୍ପିଡ୍‌ ବୋଟ ଉଦ୍ଧାର କରିବା ପାଇଁ…

ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍‌ଆଇ ନିରଞ୍ଜନ ବଡ଼ଜେନାଙ୍କ…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ, ମଦନପୁର ରାମପୁରରେ ଥିବା ଏକ ହୋଟେଲରେ…

ମଝି ସମୁଦ୍ରରେ ଫସିଲା ଯାତ୍ରୀବାହୀ ଲଞ୍ଚ୍‌

ରାଜନଗର,୧୭।୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ୍‌ ଘନ କୁହୁଡି ଯୋଗୁ ମଝି ସମୁଦ୍ରରେ ଫସିଯାଇଛି। ଉକ୍ତ ଲଞ୍ଚ୍‌ରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଛନ୍ତି। ଲଞ୍ଚ୍‌ର ଜିପିଆରଏସ୍‌ ଖରାପ ଥିବାରୁ ଯୋଗାଯୋଗ ହୋଇପାରୁ ନ…

ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି। ମହନ୍ତଙ୍କ ପକ୍ଷରୁ ଆଡଭୋକେଟ ଦେବାଶିଷ ପଣ୍ଡା ଗୁରୁବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ପୁଣି…

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା…

ବିବାହ କରିବେ ଓଡ଼ିଶାର ‘ଛପାକ୍‌’ ପ୍ରମୋଦିନୀ

କଟକ ଅଫିସ,୧୭ା୧: ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଓଡ଼ିଶାର ‘ଛପାକ୍‌’ ତଥା ଏସିଡ୍‌ ପୀଡ଼ିତା ପ୍ରମୋଦିନୀ ରାଉଳ। ଏସିଡ୍‌ ଆକ୍ରମଣର ଶିକାର ହେବା ପରେ ଦୀର୍ଘବର୍ଷ ଧରି ତାଙ୍କ ସୁଖଦୁଃଖର ସାଥୀ ଭାବେ ଛିଡ଼ା ହୋଇଥିବା କଟକର ସରୋଜ କୁମାର…

ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା ସମବାୟ…

ଆର୍‌ଡି ବିଭାଗର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ: ରାସ୍ତାକାର୍ଯ୍ୟ ନିମ୍ନମାନର, ହେଉନି ରକ୍ଷଣାବେକ୍ଷଣ

ନୂଆଗାଁ,୧୭ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବିଭାଗ ଦ୍ୱାରା ନିର୍ମାଣ କରାଯାଉଥିବା ରାସ୍ତାଗୁଡିକ ଅତି ନିମ୍ନମାନର ହେଉଥିବାରୁ ତାହା ଅଳ୍ପଦିନ…

ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଉଦ୍‌ଘାଟିତ

ପାରାଦୀପ, ୧୭।୧ (ସ୍ବ.ପ୍ର.): ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ଗୁରୁବାର ସର୍ବଭାରତୀୟ ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ଅଲ୍‌ ଇଣ୍ଡିଆ ମେଜର ପୋର୍ଟ ସ୍ପୋଟର୍‌ସ କାଉନ୍‌ସିଲ ଓ ପାରାଦୀପ ପୋର୍ଟ ଟ୍ରଷ୍ଟ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ…

ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଷ୍ଠିତ ସାହିତ୍ୟ ଆସରରେ ଅତିଥି ଭାବେ ଯୋଗଦେଇ…

ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ

ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ମାତ୍ର ବ୍ଲକ ପ୍ରଶାସନର ଆନ୍ତରିକତା ଅଭାବରୁ ଦେଢ଼ ବର୍ଷ ପରେ ବି କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?