ଆମ ଜିଲା ଖବର

ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟସଙ୍ଗୀତ ଉତ୍ସବ ଉଦ୍‌ଘାଟିତ:ଲୋକ ନୃତ୍ୟରେ ଦୁଲୁକିଲା ମଞ୍ଚ

ଦେବଗଡ଼, ୧୭।୧(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୁଲ୍ୟରେ ଜିଲାସ୍ତରୀୟ ‘ନୂପୁର ନୃତ୍ୟସଙ୍ଗୀତ ଉତ୍ସବ-୨୦୨୦’ ଆରମ୍ଭ ହୋଇଛି। ଏହା ୩ଦିନ ଧରି ଚାଲିବ। ଗୁରୁବାର ପୂର୍ବାହ୍ନରେ ଏହାର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାରେ…

ସରକାରୀ ଯୋଜନା ବାଟ୍‌ବନା: ୨୫ ବଛର ହେଲା ଜଂଗଲରେ ନୀଳ

ସଇଁତଲା, ୧୭।୧ (ଡି.ଏନ୍‌.ଏ)- ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲାବାହାଲି ଗାଁ ର ନୀଳ ନାଏକ(୬୦)। ସେ ଝନେ ନିହାତି ଗରିବ୍‌, ଗାଁ ରେ ଘରଦୁଆର ବଲି କିଛି ନାଇଁ। ବାପ୍‌ଅଜା ଗାଁ ତରେ ଥିବାର ଜଂଗଲ…

କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା

ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଏ…

ଗର୍ତ୍ତରେ ବାଲି ଭର୍ତ୍ତି ନେଇ ଆଲୋଚନା

ତାଳଚେର,୧୭ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୮ ନଂ. ଓ୍ବାର୍ଡ ଦେଉଳବେଡ଼ା ତେଲିସାହି ଗ୍ରାମର ଅକ୍ଷୟ କୁମାର ସାହୁଙ୍କ ଧାନ ବିଲଠାରେ ବୁଧବାର ମାଟି ଦବି ହୋଇଥିବା ଗର୍ତ୍ତ ଗୁରୁବାର ଆହୁରି ବଡ଼ ହୋଇଯାଇଛି। ତେବେ ଉକ୍ତ ସ୍ଥାନକୁ ବ୍ୟାରିକେଡ୍‌…

ନରହନ୍ତା ଦନ୍ତାକୁ କରାଯିବ ଟ୍ରାଙ୍କୁଲାଇଜ

ବନ୍ତଳା,୧୭ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଶୁକ୍ରବାର ଟ୍ରାଙ୍କୁଲାଇଜ୍‌ କରାଯିବାକୁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ଏଥିପାଇଁ ଶିମିଳିପାଳର କୁମ୍‌କୀ ହାତୀ ସହ ସାତକୋଶିଆ ଟିକରପଡାଠାରେ ଥିବା…

ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ହେବେ ୧୪ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୭।୧(ଡି.ଏନ.ଏ)- ଗତବର୍ଷ ମାଟ୍ରିକ ରେଜଲ୍ଟ ଖରାପକୁ ନେଇ କନ୍ଧମାଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଚିନ୍ତାଜନକ ପରିସ୍ଥିତି ଉପୁଜିଥିବାବେଳେ ଚଳିତବର୍ଷ ଚୟନ କରି ଛାତ୍ରୀଛାତ୍ରଙ୍କୁ ବୋର୍ଡ଼ ପରୀକ୍ଷା ପାଇଁ ଫର୍ମ ଫିଲ୍‌ଅପ୍‌ କରାଯାଉଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଦାରିଙ୍ଗବାଡ଼ି…

୪୦୪ ସ୍କୁଲରେ ନାହିଁ ରୋଷେଇ ଘର

ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି ମନମୁଖୀ କାର୍ଯ୍ୟ। କେତେକ ବିଦ୍ୟାଳୟରେ ଅସ୍ବାସ୍ଥ୍ୟକର ପରିବେଶରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେଉଛି। ବିଭାଗୀୟ…

ଗୋଚର ପାଲଟିଲାଣି ଲୁଣ ଜମି

ଗଞ୍ଜାମ,୧୭ା୧(ଡି.ଏନ.ଏ.) – ଗଞ୍ଜାମ ଜିଲାର ହୁମ୍ମା ଓ ଗଞ୍ଜାମ ଆଖପାଖ ଅଞ୍ଚଳରେ ହଜାର ହଜାର ଏକର ଲୁଣ ଜମି ଏବେ ଗୋଚର ପାଲଟିଲାଣି। ଲୁଣ ଉତ୍ପାଦନକୁ ଗୁରୁତ୍ୱ ଦିଆ ନ ଯିବା, ଦର ବୃଦ୍ଧି ପାଉ ନ ଥିବା ଆଦି କାରଣରୁ…

୨ ଲୁଟେରା ଗିରଫ, ବ୍ୟାଗ ଜବତ

ବ୍ରହ୍ମପୁର ଅଫିସ,୧୭ା୧- ସରକାରୀ ରେଳବାଇ ପୋଲିସ (ଜିଆରପି)ଟ୍ରେନ ଯାତ୍ରୀଙ୍କ ବ୍ୟାଗ ଲୁଟ ଘଟଣାରେ ୨ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ସଦର ଥାନା ଅନ୍ତର୍ଗତ ଲୋଚାପଡାର ଶଙ୍କର ପାତ୍ର (୨୩) ଓ ଶେରଗଡ ଥାନା ଅନ୍ତର୍ଗତ ପନ୍ନାଡ଼ ଗ୍ରାମର ବବ୍ରୁବାହନ…

ଏନଏଚ୍‌ ନଂ.୧୬ ରେ ଫ୍ଲାଇଓଭର, ଅଣ୍ଡରପାସ୍‌ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ଏମ୍‌ପି, ବିଧାୟକ

ଛତ୍ରପୁର,୧୭ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଗିରିଶୋଲାରୁ ପୁଇଁତଳା ପର୍ଯ୍ୟନ୍ତ ଜାତୀୟ ରାଜପଥ-୧୬ନଂ. ର ଉନ୍ନତୀକରଣ କାମ ଚାଲିଛି। ୬ ଲେନ୍‌ ତ ଦୂରର କଥା ଆବଶ୍ୟକତା ଅନୁସାରେ ଫ୍ଲାଇଓଭର, ଅଣ୍ଡର ପାସ୍‌ ଓ ସର୍ଭିସ ରୋଡ୍‌ ଏନ୍‌ଏଚ୍‌ଏଆଇ ପ୍ରସ୍ତାବରେ ନାହିଁ। ଫଳରେ ଦୁର୍ଘଟଣା…

ଅନନ୍ୟ ପ୍ରକୃତିର ଗନ୍ତାଘର ଭୀମକୁଣ୍ଡ ଜଳପ୍ରପାତ

ପାଟଣା, ୧୭।୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପୁରାଣ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ଅପରୂପ ସୌନ୍ଦର୍ଯ୍ୟ ଆତ୍ମହରା କରିଦିଏ ପ୍ରକୃତିପ୍ରେମୀ ଆଉ ସୌନ୍ଦର୍ଯ୍ୟପିପାସୁ ପର୍ଯ୍ୟଟକଙ୍କୁ। ଏହାର ମନୋରମ ଘଞ୍ଚ ବନାନୀ ସାଙ୍ଗକୁ ବୈତରଣୀ ନଦୀର ସୁନୀଳ ଜଳପ୍ରପାତକୁ ଦେଖି ପର୍ଯ୍ୟଟକ ମନ୍ତ୍ରମୁଗ୍ଧ ହୁଏ।…

ଦୈସିଂ ପଞ୍ଚାୟତ ପାଇଖାନା ଦୁର୍ନୀତି: ୨ ବର୍ଷ ବିତିଲା, ସରୁନି ତଦନ୍ତ

ଭଦ୍ରକ ଅଫିସ, ୧୭।୧- ଭଦ୍ରକ ଜିଲା ସଦର ବ୍ଲକ ଦୈସିଂ ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ୫୦ଲକ୍ଷ ଟଙ୍କାର ଦୁର୍ନୀତି ଘଟଣାକୁ ଏହାମଧ୍ୟରେ ୨ ବର୍ଷ ବିତିଯାଇଛି। ସେତେବେଳେ ଏ ନେଇ ଅଭିଯୋଗ ହେବା ପରେ ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?