ଆମ ଜିଲା ଖବର

୨ ଲୋଧା ଶିଶୁଙ୍କ ଚିକିତ୍ସାରେ ଅର୍ଥ ବାଧକ

ଚିତ୍ରଡା,୧୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ହଳଦୀପାଳ ପଞ୍ଚାୟତ ଅନ୍ତର୍ଗତ ସମାଇଡ଼ିହି ଗ୍ରାମ ଲୋଧା ସମ୍ପ୍ରଦାୟର ରାଧି ନାୟକଙ୍କ ଦୁଇ ଶିଶୁ କନ୍ୟାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ସେମାନଙ୍କ ଶରୀରରେ ପ୍ରଥମେ ଛୋଟଛୋଟ ଘା’ ହୋଇଥିବା ବେଳେ ଏବେ ତାହା…

ହାତୀ ପାଇଁ ତେଜୁଛି ଅସନ୍ତୋଷ

କୁଆମରା ,୧୭ା୧(ଡି.ଏନ୍‌.ଏ.)- ହାତୀ ପାଇଁ ୧୫ ଦିନ ହେଲା ରାତି ସାରା ବିଦ୍ୟୁତ୍‌କାଟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ପ୍ରଶାସନ ପଦକ୍ଷେପ ଗ୍ରହଣ ନ କଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଲୋକେ ଚେତାବନୀ ଦେଇଛନ୍ତି। ଗତ ୨ତାରିଖରୁ ଗୋଠଛଡା ଦନ୍ତାଟି…

୩ ଯୁବକଙ୍କୁ ଆକ୍ରମଣ ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ,୧୭।୧- ବାରିପଦା ସହରର ତକତପୁର ଛକରେ ଗୁରୁବାର ଅପରାହ୍ନରେ ୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହତ ବିଦୁ କିସ୍କୁ ଓ ମାଟୁ ମାରାଣ୍ଡିଙ୍କ ସମେତ ଅନ୍ୟ ୨ଜଣଙ୍କୁ ଚିକିତ୍ସା ପାଇଁ ବାରିପଦା ପିଆରଏମ୍‌ ମେଡିକାଲ କଲେଜରେ…

ପୋଖରୀରେ ବୁଡ଼ି ବୃଦ୍ଧ ମୃତ

ବସ୍ତା, ୧୭।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଇଡ଼ଦା ଗ୍ରାମର କୃଷ୍ଣପ୍ରସାଦ ବେହେରା (୭୦) ନାମକ ବୃଦ୍ଧ ଗୁରୁବାର ସକାଳେ ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ସେ ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ଗୋଡ଼ ଖସିଯାଇ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଘର…

ମନ୍ଥର ଗତିରେ ମେଡ଼ିକାଲ ଗୃହ ନିର୍ମାଣ

ସଜନାଗଡ଼, ୧୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଏକ ଆଦିବାସୀ ବହୁଳ ଅଞ୍ଚଳ। ଉକ୍ତ ଅଞ୍ଚଳର ସମସ୍ତ ଲୋକ ଏହି ଚିକିତ୍ସାଳୟ ଉପରେ ନିର୍ଭର କରନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ଗୃହ ନ ଥିବାରୁ ରୋଗୀଙ୍କ ସମସ୍ୟାକୁ ନଜରରେ ରଖି ୫୦ଶଯ୍ୟା ବିଶିଷ୍ଟ…

ଓଡ଼ିଆ ଭାଷାର ଧ୍ରୁବତାରା ଫକୀରମୋହନ

ବାଲେଶ୍ୱର ଅଫିସ,୧୭।୧-ବାଲେଶ୍ୱର କବିତୀର୍ଥ ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ତରଫରୁ ୩ଦିନ ଧରି ପାଳିତ ହୋଇଆସୁଥିବା ଫକୀରମୋହନ ଜୟନ୍ତୀ ଶେଷ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ପରିଷଦର ଉପସଭାପତି ଦୀନବନ୍ଧୁ ଲେଙ୍କା ସଭାପତିତ୍ୱ କରିଥିଲେ। ମୁଖ୍ୟବକ୍ତା ଭାବେ ବିଶିଷ୍ଟ କଥାକାର ନିବାରଣ ଜେନା…

ପୃଥକ୍‌ ଦୁର୍ଘଟଣାରେ ୨ ଗୁରୁତର

ଦାରିଙ୍ଗବାଡ଼ି,୧୬।୧(ଡି.ଏନ୍‌.ଏ): ଗୋଟିଏ ପଟେ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ଦିବସ ପାଳନ କରାଯାଇ ଜନସଚେତନତା କରାଯାଉଥିବାବେଳେ ଅନ୍ୟପଟେ ଦୁର୍ଘଟଣା ବଢୁଛି। ଗୁରୁବାର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ଟି ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଗୁରୁତର ଆହତ ହେବାସହ ଜଣେ…

କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ, ୮ଶହ ଅଭିଭାବକ ସାମିଲ

କୁଆଁରମୁଣ୍ଡା,୧୬।୧(ଡି.ଏନ.ଏ.)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶମତେ ଗୁରୁବାର ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ ହୋଇଥିଲା। ୮ଶହରୁ ଅଧିକ ଅଭିଭାବକ ଯୋଗଦେଇ ବିଦ୍ୟାଳୟର ସୁନ୍ଦରବଗିଚା ବୁଲିଦେଖିବାସହ ବିଦ୍ୟାଳୟର ପରିବେଶକୁ ଦେଖି…

ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ବାଲିଆପାଳ,୧୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଅସ୍ତି ପଞ୍ଚାୟତର ବଢ଼ାପାଲ୍‌ ଗ୍ରାମରେ ଥିବା ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ କହିବା ଅନୁଯାୟୀ, ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଥିବା ଚଲା ରାସ୍ତାକୁ ଜମି…

ଡାକ୍ତର ନିଯୁକ୍ତି ପାଇଁ ୪୦ କି.ମି. ଚାଲିଲେ

ଭଦ୍ରକ ଅଫିସ, ୧୬।୧- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳର କେତେକ ଯୁବଗୋଷ୍ଠୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଘଣ୍ଟେଶ୍ୱର…

ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା ତଥା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତ…

ମଣ୍ଡିରେ ପଡ଼ି ରହିଛି ଧାନ, ଜିଲା ଯୋଗାଣ ଅଧିକାରୀଙ୍କୁ ଚାଷୀଙ୍କ ଠେଲାପେଲା

ନୂଆପଡା ଅଫିସ,୧୬।୧: ନୂଆପଡା ମଣ୍ଡିରେ ତିନିଦିନ ଧରି ୫ହଜାର ବସ୍ତା ଧାନ ପଡ଼ି ରହିଛି। ଏହି ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଗୁରୁବାର ଘେରାଉ କରିଛନ୍ତି। ଏପରିକି ଅସନ୍ତୋଷ ଚାଷୀମାନେ ଅଧିକାରୀଙ୍କୁ ଠେଲାପେଲା କରିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?