ବଟେଶ୍ୱର ପୀଠକୁ ୪୦ ଫୁଟର ନୂଆ ରାସ୍ତା, ଏଣିକି ରହିବନି…
ଗଞ୍ଜାମ,୨୨ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ଜିଲା ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ପୀଠକୁ ପର୍ଯ୍ୟଟକଙ୍କ ଭିଡ଼ ପ୍ରବଳ ହୋଇଥାଏ। ବିଶେଷକରି କାର୍ତ୍ତିକ ମାସ ସୋମବାର ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାଲିଯାତ୍ରା ଯାତ୍ରା ପାଇଁ ପ୍ରବଳ…
ଆର୍ଏସ୍ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ର ସାହୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଅସୁସ୍ଥ ଥିବା କେନ୍ଦୁଝର ଜିଲା ଆର୍ଏସ୍ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ରନାଥ ସାହୁଙ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ବାସଭବନରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେ କିଛିଦିନ…
ବନ୍ଧୁକ ତିଆରି କାରଖାନା ଠାବ, ଚଢ଼ାଉ ସମୟରେ ମିଳିଲା…
ମୋହନା,୨୨ା୧୦(ମନ୍ମଥ ମିଶ୍ର): ଏକ ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ୧୨ ଦେଶୀ ବନ୍ଧୁକ ସହ ଦୁଇ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡ଼ା ପଞ୍ଚାୟତର ଗୋଲାପାଜୁ ଗ୍ରାମରେ। ଗ୍ରାମର ଘନଶ୍ୟାମ ପ୍ରଧାନ ଦୀର୍ଘବର୍ଷ…
‘ବୈଷୟିକ ଜ୍ଞାନକୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛି’
ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଷ୍ଟୁଡିଓ ବୁଧବାର ଉଦଘାଟିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଉଦ୍ଘାଟକ ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ: ୧୪ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ବଳବତ୍ତର, ୫ ନାକଚ
ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ପ୍ରାର୍ଥିତ୍ୱ ନାକଚ ହୋଇଥିବା ପ୍ରାର୍ଥୀମାନେ ହେଲେ ବହୁଜନ ସମାଜ…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ବରଗଡ଼,୨୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଜଣେ ମହିଳାଙ୍କ ଆତ୍ମାହୁତି ଧମକ ଚର୍ଚ୍ଚାର ବିଷୟ ହୋଇଛି। ମହିଳା ଜଣକ ଭଟଲି ବ୍ଲକ ଚଢେଇଗାଁ ଗ୍ରାମର। ତାଙ୍କୁ ନ ଜଣାଇ ତାଙ୍କ ଜମିରେ କୁଟୀରଶିଳ୍ପ ତିଆରି ହୋଇଛି ଏବଂ ଏ…
ନ୍ୟାୟ ଦାବିରେ ଧାରଣାରେ ବସିଲେ ଲରମ୍ଭା ପ୍ୟାକ୍ସ ପୂର୍ବତନ ସହ-ସମ୍ପାଦକ ଦମ୍ପତି
ଅତାବିରା,୨୨ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଲରମ୍ଭା ପ୍ରାଥମିକ କୃଷି ସମବାୟ ସମିତି ଲିଃ (ପ୍ୟାକ୍ସ)ର ପୂର୍ବତନ ସହକାରୀ ସମ୍ପାଦକ ସନ୍ତୋଷ କୁମାର ପଣ୍ଡା ତାଙ୍କ ଉପରେ ଅନ୍ୟାୟ ଏବଂ ଲରମ୍ଭା ପ୍ୟାକ୍ସରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ବୁଧବାର…
କର୍ଲାମୁଣ୍ଡା ବ୍ଲକରେ ଯୋଗ ଦେଲେ ନୂତନ ବିଡିଓ, କହିଲେ ଅଞ୍ଚଳରେ ହେଉଥିବା…
ରିଷିଡ଼ା,୨୨ା୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ଭାବେ ସୁଶ୍ରୀ ସୁଚରିତା ମୁଗ୍ରୀ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପୂର୍ବରୁ ବଲାଙ୍ଗୀର ଜିଲାରେ ଡେପୁଟି କଲେକ୍ଟର ଭାବରେ କାର୍ଯ୍ୟରତ ଥିଲେ। ଏଥିରେ ବ୍ଲକ ଭାଜପା…
ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଧାୟକ-ମେୟରଙ୍କ ସମେତ ୧୨ ଗିରଫ
ବ୍ରହ୍ମପୁର,୨୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ପୋଲିସ ବିଜେଡିର ଗଞ୍ଜାମ ଜିଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା(୫୧) ସମେତ ମୋଟ୍ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି…
ସାଲୁର୍ ଘାଟିରେ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା: ଦୀର୍ଘ ସମୟ ଧରି ରାସ୍ତା ଜାମ
ପଟ୍ଟାଙ୍ଗି,୨୨।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ସାଲୁର୍ ଘାଟିରେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡିବା ଫଳରେ ଉଭୟ ଆନ୍ଧ୍ର ଓଡ଼ିଶାର କୋରାପୁଟ ଅଭିମୁଖେ ଆସିଥିବା ରାସ୍ତା ଜାମ ରହିଥିବା ବେଳେ ଅନେକ ଗାଡ଼ି ଅଟକି ରହିଛି…
ଘୋଡାହାଡ ଡ଼୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନଦୀ ତଟବର୍ତ୍ତିି ଗ୍ରାମରେ ସତର୍କ ସୂଚନା ଜାରି
ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର) ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଶୁକ୍ରବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ…
ଭାଜପା ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା, ବିଜେଡି ନେତା ମାଷ୍ଟରମାଇଣ୍ଡ
ଗଞ୍ଜାମ,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ଏସ୍ପି ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା।…
Archives


