ଆମ ଜିଲା ଖବର

କୋଇଲା ପରିବହନକୁ ନେଇ ମାରପିଟ: ଥାନାରେ ଅଭିଯୋଗ, ଧାରଣା

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଛି। ଏହାକୁ ନେଇ ଉଭୟ ପକ୍ଷ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଛନ୍ତି। ଭୁବନେଶ୍ୱରୀ କୋଇଲା ଖଣିରେ ଟ୍ରକ୍‌ମାଲିକ…

ପୂଜା ପାଇଁ ସଜେଇ ହେଉଛି କୁଲାଡ଼ ଗାଁ: ୯ ମଣ୍ଡପରେ ପୂଜା ପାଇବେ ମା’ ଲକ୍ଷ୍ମୀ

ବଅଁରପାଳ, ୧୧।୧୦ (ଡି.ଏନ୍‌.ଏ.)-କୁମାର ପୂର୍ଣ୍ଣିମା ତିଥିରୁ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଢେଙ୍କାନାଳ ପରି ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଏହି ପୂଜାର ସ୍ବତନ୍ତ୍ରତା ରହିଛି। କୁଲାଡ଼ ଗ୍ରାମବାସୀ ମା’ ଲକ୍ଷ୍ମୀଙ୍କ ପୂଜାକୁ ଗଣପର୍ବ ଭାବେ ପାଳନ…

ସିଆର୍‌ପିଏଫ୍‌କୁ ଜାଗା ଦେବାରୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡା,୧୧ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗଁା ବ୍ଲକ ମହାସିଙ୍ଗ ପଞ୍ଚାୟତରେ ଏକ ଜାଗାକୁ ସରକାର କେନ୍ଦ୍ରୀୟ ସଂରକ୍ଷଣ ପୋଲିସ ବାହିନୀ (ସିଆର୍‌ପିଏଫ୍‌)କୁ କ୍ୟାମ୍ପ କରିବାକୁ ଦେଇଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ କହିବା ପ୍ରକାରେ ଏହି ପଞ୍ଚାୟତରେ…

ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ୧୫,୨୦୦ ଟଙ୍କା ସହ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ନଂ.୧୦୨/୧୯ରେ ମାମଲା…

ଗଞ୍ଜାମରେ ବଢ଼ୁଛନ୍ତି ମାନସିକ ରୋଗୀ

ବ୍ରହ୍ମପୁର ଅଫିସ୍‌,୧୧ା୧୦- ଗଞ୍ଜାମ ଜିଲାରେ ମାନସିକ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ତଥା ଜିଲା ମୁଖ୍ୟ ଚିକିତ୍ସାଳୟ ମାନସିକ ରୋଗ ବିଭାଗରେ ଗତ ଅଢ଼େଇ ବର୍ଷରେ ପ୍ରାୟ ୯ହଜାର ରୋଗୀ ଚିକିତ୍ସିତ ହୋଇଛନ୍ତି। ବିଭାଗ…

ବମକେଇରେ ପୁଣି ରାଜନୈତିକ ହିଂସା: ଅଟୋଚାଳକ ଗୁରୁତର

ଦିଗପହଣ୍ଡି,୧୧ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଏକ ରାଜନୈତିକ ଦଳର ସମର୍ଥକ ହୃଷିକେଶ ପ୍ରଧାନଙ୍କୁ ଅନ୍ୟଏକ ଦଳର ୪ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହୃଷି ଅଟୋ ନେଇ ଘରକୁ ଫେରୁଥିବା ବେଳେ ବମକେଇ…

ଛତ୍ରପୁର,ପୁରୁଷୋତ୍ତମପୁର ଉପଖଣ୍ଡର ଅପରାଧ ସମୀକ୍ଷା

ଛତ୍ରପୁର,୧୧ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ପୁରୁଷୋତ୍ତମପୁର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନା ଅଞ୍ଚଳର ଅପରାଧ ସମୀକ୍ଷା ବୈଠକ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରି…

ଗୁଣ୍ଡିରିବାଡ଼ିରେ ବାଘୁଣୀ ପାଦଚିହ୍ନ

ଭଞ୍ଜନଗର,୧୧।୧୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଲଣ୍ଡେଇ ପାହାଡ଼ ନିକଟସ୍ଥ ଗୁଣ୍ଡିରିବାଡ଼ି ରାଜସ୍ବ ଗ୍ରାମ ନିକଟ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀକୁ ବନ ବିଭାଗ କର୍ମଚାରୀ ଠାବ କରିଛନ୍ତି। ଜଙ୍ଗଲରେ ବାଘ ଥିବାର ପ୍ରମାଣ ଗୁରୁବାର…

ନଳକୂପରେ ନାହିଁ ପିଣ୍ଡି

ଘସିପୁରା,୧୧।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଗୋହିରା ପଞ୍ଚାୟତ ଓସ୍ତପୁରା ଗ୍ରାମରେ ଦୀର୍ଘଦିନ ହେବ ପାନୀୟଜଳ ସମସ୍ୟା ଲାଗି ରହିଛି। ଏହା ଏକ ବଣପାହାଡ଼ଘେରା ଅଞ୍ଚଳ। ବ୍ଲକ ଠାରୁ ଏହାର ଦୂରତା ପାଖାପାଖି ୫ କି.ମି. ହେବ। କହିବାକୁ ଗଲେ ଗ୍ରାମଟି…

ବସ୍‌-ବାଇକ୍‌ ଧକ୍କା, ୩ ମୃତ

ଚମ୍ପୁଆ, ୧୧।୧୦(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଟୋଲକନଣ୍ଡା ଠାରେ ଏକ ଯାତ୍ରୀବାହି ବସ୍‌ ସହ ବାଇକ ଦୁର୍ଘଟଣା ଘଟିବାରୁ ଘଟଣା ସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଜଣେ ଗୁରୁତର ଆହତଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଏନ୍‌ଏଚ୍‌ରେ ପଡ଼ି ରହିଛି ଦୁର୍ଘଟଣାଗ୍ରସ୍ତ ଟ୍ରକ

ଘସିପୁରା,୧୧ା୧୦(ଡି.ଏନ.ଏ): ୨୦ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ଦୁର୍ଘଟଣା ଏଡ଼ାଇବା ପାଇଁ ସଚେତନତା ଠାରୁ ଆରମ୍ଭ କରି ନିୟମ ଉଲ୍ଲଂଘନ ଜରିମାନା ଆଦାୟ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏସବୁ…

ସାରଥି ସତ୍‌ସଙ୍ଗ ସ୍ଥଳରେ ପୋଲିସ

ଭଦ୍ରକ ଅଫିସ, ୧୧।୧୦ – ଭଦ୍ରକ ପୌରାଞ୍ଚଳ ମଠସାହି ନିକଟ ଏକ ଘରେ ଗୁରୁବାର ରାତି ପ୍ରାୟ ୮ଟା ବେଳେ ବାବା ସାରଥିଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ଚାଲିଥିଲା। ଖବର ପାଇ କେତେକ ଗଣମାଧ୍ୟମ ପ୍ରତିନିଧି ସେଠାରେ ପହଞ୍ଚିଥିଲେ। ପରେ ଭଦ୍ରକ ଟାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri