ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ
କଟକ ଅଫିସ, ୧୪।୧୧- ଜଗତ୍ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬ ଜଣଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଜଗତ୍ପୁର ଥାନା…
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍ଘାଟିତ
ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ…
ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ
ବଇଣ୍ଡା,୧୪।୧୧(ଡି.ଏନ୍.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା ଆପଣଙ୍କ ଦ୍ୱାରରେ କାର୍ଯ୍ୟକ୍ରମ) ଉଦ୍ଘାଟିତ ହୋଇଯାଇଛି। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ସଭାପତିତ୍ୱରେ…
ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା
ବଇଣ୍ଡା,୧୪।୧୧(ଡି.ଏନ୍.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାଡ଼ି ନ ଥିବାବେଳେ ରୋଷେଇ ଘରୁ ଏହି ନିଆଁ ଲାଗିଥିବା ଗ୍ରାମବାସୀ କହିଛନ୍ତି। ଏଥିରେ…
ବାର୍ହା ଆକ୍ରମଣରେ ୨ଆହତ
ହିଞ୍ଜିଳିକାଟୁ,୧୪ା୧୧(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗଁା ପଞ୍ଚାୟତ ବାହିଆମ୍ପଗଁାରେ ବୁଧବାର ବାର୍ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ପ୍ରକାଶ ରାଉତ ଓ ଚିତ୍ରସେନ ସାହୁ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାପରେ ଗୁରୁବାର ଉଭୟ ଘରକୁ…
ଭୋଜି ବାହାନାରେ ଜୁଆ ଆଡ୍ଡା, ୩ ଗିରଫ: କାର, ବାଇକ ସମେତ ୯୨,୪୫୦ ଟଙ୍କା ଜବତ
ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ ଅଞ୍ଚଳର ଦୀପକ ମହାନ୍ତିଙ୍କୁ ଜୁଆ ଖେଳୁଥିବା ଅଭିଯୋଗରେ ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଛି। ବୁଧବାର…
ଆଦିବାସୀଙ୍କୁ ମିଳୁନି ପିଡିଏସ୍ ସାମଗ୍ରୀ
ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି। ରାଶନ କାର୍ଡ ଥାଇ ମଧ୍ୟ କେତେକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ (ପିଡିଏସ)ରୁ…
ବ୍ୟାପୁଛି ଝାଡ଼ାବାନ୍ତି: ୫ ଦିନରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମୃତ
ସଜନାଗଡ଼, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜିରିତାଳ ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୨୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଉକ୍ତ ଗ୍ରାମର ବୃଦ୍ଧ ମନୋରଞ୍ଜନ ମହାନ୍ତିଙ୍କର ବୁଧବାର ରାତିରେ ମୃତ୍ୟୁ ହୋଇଥିବା ଜଣାପଡିଛି।…
ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି
ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ ଦେବା ଓ ନିର୍ଧୁମ୍ ପିଟିବା ଘଟଣା ଭିଡିଓ ଭାଇରାଲ ହେବା ପରେ ସାଧାରଣରେ…
ବାଲ୍ୟ ବିବାହ ରୋକିଲା ଚାଇଲ୍ଡଲାଇନ
ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା ଥାନା କଇନଗରୀ ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ଏକ ବାଲ୍ୟବିବାହ ଚାଲିଥିବା ବେଳେ ବାଲିଆପାଳ…
ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ
କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି…
ଶିଶୁଦିବସ: ନେହେରୁଙ୍କ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଲେ ଛାତ୍ରୀଛାତ୍ର
ବାଲିଗୁଡ଼ା,୧୪।୧୧(ଡି.ଏନ୍.ଏ.): ବିଶିଷ୍ଟ ରାଷ୍ଟ୍ର ନାୟକ ତଥା ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜୟନ୍ତୀ ଅବସରରେ ଶିଶୁଦିବସ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ପ୍ରତ୍ୟୁଷରେ ସମସ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର…
Archives


