ଆମ ଜିଲା ଖବର

ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ ଖବର…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ

ସାକ୍ଷୀଗୋପାଳ,୧୩।୧(ଡି.ଏନ୍‌.ଏ.): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସାନକଞ୍ଜିଆ, ବଡ଼ହାଟ ଓ ମୂଳ ଅଳସା କେନ୍ଦ୍ରରେ ପହଞ୍ଚି ମନ୍ତ୍ରୀ ପ୍ରଥମେ ପିଲାମାନଙ୍କର ଉପସ୍ଥାନ, ସେମାନଙ୍କୁ…

ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର…

ପୋଲତଳକୁ ଖସିଲା ପୋଲିସ ଗାଡ଼ି, ଥାନାଧିକାରୀ ଗୁରୁତର

ରାଇକିଆ,୧୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆଠାରେ ଏକ ଗଞ୍ଜେଇ ଗାଡ଼ିକୁ ପିଛା କରୁଥିବା ବେଳେ ସୋମବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ ପୋଲିସ ଗାଡ଼ି ଖସିପଡ଼ିଛି। ଫଳରେ ରାଇକିଆ ଥାନାଧିକାରୀ ଅଲେଖ ଗରଡ଼ିଆ ଏବଂ ହୋମଗାର୍ଡ ତଥା ଡ୍ରାଇଭର ଆର୍ଯ୍ୟଦେବ ପ୍ରଧାନ…

୨ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଦେବଗଡ଼/ରିଆମାଳ,୧୩।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ବ୍ଲକ ଛତାବରସ୍ଥିତ ଜଟିଆନାଳୀଠାରେ ସୋମବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟିଙ୍କହୀର ପଟାପଥର ଗ୍ରାମର ଉତ୍ତମ ସାହୁ…

ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା। ଆନ୍ଦୋଳନର…

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ବାଂଶଡା ଥାନା ଅଧୀନ ବାଂଶଡା ଗ୍ରାମର ଉତ୍ତମ ରାଉଳ(୨୫)। ସେ…

ମଦ ଦୋକାନ ଭାଙ୍ଗି ୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ମଦ ଲୁଟ୍‌

ତିହିଡି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ବଜାରରେ ଥିବା ଏକ ବିଦେଶୀ ମଦ ଦୋକାନ ଭାଙ୍ଗି ରବିବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନ ଦାୟିତ୍ୱରେ ଥିବା କାନପୁର ଗ୍ରାମର ଦୁର୍ଯ୍ୟୋଧନ ବେହେରା ସୋମବାର ଏ ସମ୍ପର୍କରେ ତହିଡି ଥାନାରେ ଜଣାଇବା…

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାକୁ ଉନ୍ମୋଚନ କରିବା ସହ ପ୍ରଥମ କରି ନିର୍ମାଣ କରାଯାଇଥିବା…

ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦକଲେ ଗ୍ରାମବାସୀ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ରେ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ଅଙ୍କାବଙ୍କା ନିର୍ମାଣ କରାଯାଉଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସଦର ବ୍ଲକ ବୋଦାପଲସା ଗ୍ରାମବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ତେବେ…

ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି କରି କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୩।୧(ଡି.ଏନ୍‌ .ଏ.) : ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଗତ ୨୪ ତାରିଖରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଛକଠାରୁ କିଛି ଦୂରରେ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଘଟଣାର ତଦନ୍ତ କରି ପ୍ରକୃତ ରହସ୍ୟ ଉନ୍ମୋଚନ କରିବା…

ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ ଆକସ୍ମିକ ଭାବେ ପରଲୋକ ଘଟିଛି । ଏହାକୁ ନେଇ ପୁରୁଷୋତ୍ତମପୁର ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?