ଆମ ଜିଲା ଖବର

ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ତୁମୁଡିବନ୍ଧ, କୋଟଗଡ, ରାଇକିଆ, ଚକାପାଦ ଆଦି ଅଞ୍ଚଳରେ…

ବଣ୍ଡା ନୃତ୍ୟରେ ଦୁଲୁକିଲା ମଞ୍ଚ

ଚିକିଟି,୧୩ା୧ (ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ଗ୍ରାମରେ ରବିବାର ଅପରାହ୍ନରେ ବାହୁଦା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ମହୋତ୍ସବରେ ମୁଖ୍ୟଅତିଥିଭାବେ…

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର ସହ ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି। ନଂ.୫/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ…

ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.): ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏମ୍‌ପି ରେଙ୍ଗାଳି…

ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣଙ୍କ ଚିକିତ୍ସିତ ହେଉଥିବା ଖବର ପାଇବା ପରେ…

ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧: ଅନୁଗୋଳ ଜିଲାର ସହରାଞ୍ଚଳର ପାନୀୟ ଜଳ ଯୋଗାଣ, ଆବର୍ଜନ ପରିଚାଳନା, ମୋ ଜାଗା ମିଶନ, ଭେଣ୍ଡିଂଜୋନ ବ୍ୟବସ୍ଥା ନେଇ ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ତଥା ଉପବାଚସ୍ପତି ରଜନୀକାନ୍ତ ସିଂ…

ଜଳିଗଲା ୧୦ ଏକର ଆଖୁ ଫସଲ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ହାଟୁଆରୀ ଗ୍ରାମ ନିକଟରେ ରବିବାର ଅପରାହ୍ନରେ ନିଆଁ ଲାଗି ୧୦ ଚାଷୀଙ୍କ ୧୦ ଏକର ଆଖୁ ଫସଲ ପୋଡ଼ିଯାଇଛି। ନିଆଁର ପ୍ରକୋପରେ ଅଗ୍ନିଶମ ଗାଡ଼ି ମଧ୍ୟ ବର୍ତ୍ତିନାହିଁ। ଖବର ଲେଖାଯିବା ସୁଦ୍ଧା ନିଆଁକୁ…

ଆଖି ନ ଥାଇ ଜୀବନ ଯୁଦ୍ଧର ବିଜେତା କୀର୍ତ୍ତନ: ୫ ପ୍ରାଣୀଙ୍କ ମୁହଁରେ ଫୁଟାଇଛନ୍ତି ହସ

କାମାକ୍ଷାନଗର, ୧୩।୧: ଆଖି ନାହିଁ। ଦେଖିପାରନ୍ତିନି ଦୁନିଆକୁ। ହେଲେ ଏହି ଦୁଃଖ କେବେ ଆସିନି ତାଙ୍କ ଓଠ ପାଖକୁ। ଖୁସ୍‌ ମିଜାଜ ଆଉ ହସହସ ମୁହଁରେ କେଇ ମିନିଟ ଭିତରେ ଅପରିଚିତ ମଣିଷକୁ ନିଜର କରିପାରୁଥିବା ଜୀବନ ଯୁଦ୍ଧର ଏହି ବିଜେତା…

ବଅଁରପାଳ ପୋଲିସ ଜାଲରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ: କାର୍‌, ଲୁଟ୍‌ ସାମଗ୍ରୀ ଜବତ

ଅନୁଗୋଳ ଅଫିସ, ୧୩।୧: ଅନୁଗୋଳ ଜିଲା ବଅଁରପାଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ। ସେମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାର ଟାଟା ନୋନିଆ (୨୭), କୀର୍ତ୍ତନ ନୋନିଆ (୪୦), ଝାଡ଼ଖଣ୍ଡ ସାହେବ୍‌ଗଞ୍ଜ ଜିଲାର ଚନ୍ଦନ ମାଥୋ…

ବିନା ସରକାରୀ ସହାୟତାରେ ବି ସଫଳ; ନେଟ୍‌ ପହଞ୍ଚାଇଛି ଟପ୍‌ରେ

ବନ୍ତଳା,୧୩।୧: ଶିକ୍ଷିତ ନୁହନ୍ତି କି ସରକାରଙ୍କ ପକ୍ଷରୁ ଆବଶ୍ୟକ ସହଯୋଗ ବି ପାଇନାହାନ୍ତି। ତଥାପି ଆଧୁନିକ ଚାଷ କ୍ଷେତ୍ରରେ ଜିଲାର ଟପ୍‌ରେ ପହଞ୍ଚିପାରିଛନ୍ତି ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଭାବଗ୍ରାହୀ ଦେହୁରୀ(୪୭)। ନିଷ୍ଠା ଓ କଠିନ ପରିଶ୍ରମ ସହ…

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଥିଲା। ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ ରାଜଗୁରୁ…

ଜଳ ସମ୍ପଦ, ପିଆର ବିଭାଗରେ ପାଣ୍ଠିର ଅଭାବ:୯ଟି ରାସ୍ତା ଆରଡି ବିଭାଗକୁ ହସ୍ତାନ୍ତର ପ୍ରସ୍ତାବ

ଯାଜପୁର ଅଫିସ,୧୩ା୧: ଜଳ ସମ୍ପଦ ଓ ପଞ୍ଚାୟତିରାଜ(ପିଆର) ବିଭାଗରେ ପାଣ୍ଠିର ଅଭାବ ତଥା ସୀମିତ ଅନୁଦାନ ଯୋଗୁ ସମ୍ପୃକ୍ତ ରାସ୍ତାଗୁଡିକର ଆବଶ୍ୟକ ଉନ୍ନତି ସହ ରକ୍ଷଣାବେକ୍ଷଣ ହୋଇପାରୁ ନାହିଁ। ଏଣୁ ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ଜଳ ସମ୍ପଦ ୧ଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?