ଆମ ଜିଲା ଖବର

ବିବାଦୀୟ ଜମିରେ ଲଜିଷ୍ଟିକ ପାର୍କ ନିର୍ମାଣ ମାମଲା:ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଲା ଏନ୍‌ଜିଟି

ଯାଜପୁର ଅଫିସ, ୧୩ା୧: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ୧୧.୯୯୦ ଏକର ପରିମିତ ଶାଳ କିସମ ଜମିରେ ବିନା ପରିବେଶ ମଞ୍ଜୁରୀରେ ସାଇଜର ଲଜିଷ୍ଟିକ ପାର୍କ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ କଳିଙ୍ଗନଗର ପରିବେଶ ସୁରକ୍ଷା…

ଅର୍ଥାଭାବ ଯୋଗୁ ଚିକିତ୍ସାରୁ ବଞ୍ଚତ୍ତ ଯୁବକ

ଯାଜପୁର ଟାଉନ,୧୩ା୧(ଡିଏନ୍‌ଏ): ରାଜ୍ୟ ସରକାର ସାଧାରଣଙ୍କ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ସାଧାରଣ ଲୋକଙ୍କ ପାଖରେ ତାହା ପହଞ୍ଚତ୍ ପାରୁନାହିଁ। ଅନ୍ଧ ବିଶ୍ୱାସର ଶିକାର ହୋଇ ଗାଁ ଗହଳିରେ ବିଭିନ୍ନ ଲୋକ ନାନା ପ୍ରକାର ହଇରାଣ ହେଉଛନ୍ତି। ମାତ୍ର…

ବଲାଙ୍ଗୀର ବହିହାଟ: ବହୁଭାଷୀ କବିତା ଆସର

ବଲାଙ୍ଗୀର ଅଫିସ, ୧୩।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଚତୁର୍ଥ ଦିନ ଅପରାହ୍ନରୁ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପରିଷଦ ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ଆସରରେ ମୁଖ୍ୟଅତିଥି ଭାବେ କବି ଭାଗୀରଥି…

ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ

ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା ନିୟମାବଳୀକୁ କଡାକଡ଼ି ପାଳନ କରାଯାଉ ନାହିଁ। ସର୍ବୋପରି ହିତାଧିକାରୀ ଦାଖଲ କରୁଥିବା ଜମିଜମା ସମ୍ପର୍କିତ…

ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ

ଦଶମନ୍ତପୁର,୧୩।୧(ଡି.ଏନ୍‌.ଏ.) ଚାରିପାଖେ ପାହାଡ଼, ପର୍ବତ ଓ ୩ଟି ନଦୀ। ତାହାରି ଘେର ଭିତରେ ବନ୍ଦୀ ଗୋଟିଏ ଗାଁ। ଯୋଗାଯୋଗ ନାହିଁ। ତେଣୁ ବିକାଶର ଛାଇ ବି ଗାଁ ମାଟି ମାଡ଼ିନାହିଁ। ସରକାରୀ ବାବୁ କି ନେତା ଆସନ୍ତିନି। କେବଳ ନିର୍ବାଚନ ବେଳେ…

ଅଜଣା ରୋଗରେ ପୀଡିତ ଦେବେନ୍ଦ୍ର

ଜାମଟିକ୍ରା, ୧୩।୧ (ଡି.ଏନ.ଏ) ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଜାମଟିକ୍ରା ଗ୍ରାମ ପଧାନପଡାର ଦାସ ନାଗଙ୍କ ସାନପୁଅ ଦେବେନ୍ଦ୍ର ନାଗ (୩୮)। ଦୀର୍ଘ ୪ ବର୍ଷ ହେଲା ସେ ଜୀବନ ସହ ସଂଘର୍ଷ କରି ଆସୁଛନ୍ତି । ଦେବେନ୍ଦ୍ରଙ୍କ ଚିକିତ୍ସା ଲାଗି…

ସର୍ବଭାରତୀୟ ପ୍ରଧାନପାଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ :ନାଲକୋ ଚାମ୍ପିୟନ

ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ ଜିଆର୍‌ଏଫ୍‌ସି ଏବଂ କଲା(ଦେବଗଡ଼) ବନଦୁର୍ଗା ଫୁଟବଲ ଆସୋସିଏଶନ ମଧ୍ୟରେ ହୋଇଥିଲା। ବନଦୁର୍ଗା ଫୁଟବଲ ଅସୋସିଏସନକୁ…

ସର୍ବଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତା: ସମ୍ବୋଧନ, ଗାନ୍ଧୀଛକ ନାଟକ ମଞ୍ଚସ୍ଥ

ଦେବଗଡ଼,୧୩ା୧(ଡି.ଏନ.ଏ.) ଦେବଗଡ ଟାଉନ ହଲ୍‌ଠାରେ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍‌ ନ୍ୟାଶନାଲ ପକ୍ଷରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ରବିବାର ତୃତୀୟ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଥିଲା। ଅତିଥି ଭାବେ ଜିଲା ସୂଚନା…

ପଶ୍ଚିମ ଓଡ଼ିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା: ହକ୍‌ ପାଇଁ ଲଢେଇ ଦରକାର

ବଲାଙ୍ଗୀର ଅଫିସ,୧୩।୧: ବଲାଙ୍ଗୀରଠାରେ ପଶ୍ଚିମ ଓଡିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା ଅନୁଷ୍ଠିତ ହୋଇଯାଇଛି। ସମାଜ ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ। ସମ୍ବିଧାନରେ ଦେଶର ମୂଳ ବାସିନ୍ଦା…

ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ

ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର ପୁଣି…

୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍‌ ସମସ୍ୟାରେ ଚାଷୀ କଟ୍‌ନିଛଟ୍‌ନିକୁ ନେଇ ଅସନ୍ତୋଷ

ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭ ଚାଷୀଙ୍କଠାରୁ ୨ ଲକ୍ଷ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ…

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ ପ୍ରଜ୍ଞାରିତାମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?