ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ
ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଛି। ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ପୁଞ୍ଜିଲାଲ…
ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ
ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଆନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ…
ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା
ବାଲିଗୁଡ଼ା,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅନୁଷ୍ଠାନ ଦ୍ୱାରା ପରିଚାଳିତ ବିଭିନ୍ନ ବିଭାଗର ସୁବିଧା ଆସୁବିଧା…
ସଡ଼କ ସୁରକ୍ଷା ସପ୍ତାହ ଉଦ୍ଘାଟିତ
ଭଦ୍ରକ ଅଫିସ,୧୧।୧: ଭଦ୍ରକ ବସ୍ ସିଣ୍ଡିକେଟ ପକ୍ଷରୁ ୩୧ତମ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ଶନିବାର ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟକ ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏସ୍ପି ରାଜେଶ ପଣ୍ଡିତ, ଆର୍ଟିଓ ବିରଞ୍ଚି ନାରାୟଣ ଅଧିକାରୀ, ଶ୍ରୀନିବାସ ପତି ପ୍ରମୁଖ ଯୋଗ…
୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍ ଦେଇ ସଚେତନ
ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍ ଡିଏସ୍ପି ସାର୍ଥକ ରାୟ ଶନିବାର ଉଦ୍ଘାଟନ କରିଛନ୍ତି। ଖଲ୍ଲିକୋଟ କଲେଜର ଏନ୍ସିସି କ୍ୟାଡେଟ୍ମାନଙ୍କ ସହାୟତାରେ ଟ୍ରାଫିକ୍ ପୋଲିସ ଟାଟା ବେଞ୍ଜ୍ ଛକରେ ପ୍ରତ୍ୟେକ…
ଭାରସାମ୍ୟ ହରାଇ ୨୦ ଫୁଟ ରାସ୍ତା ତଳକୁ ଓଲଟିଲା ବସ୍
କେନ୍ଦୁଝର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଝବାହାଲ ଗ୍ରାମ ନିକଟ ୪୯ନଂ. ଜାତୀୟ ରାଜପଥରେ ଶନିବାର ୨୦ ଫୁଟ ରାସ୍ତା ତଳକୁ ଏକ ଘରୋଇ ବସ୍ ଓଲଟି ପଡିଛି। ଏଥିରେ ଜଣେ ଶିଶୁଙ୍କ ସହ ୪ ଜଣ ଗୁରୁତର ହୋଇଛନ୍ତି।…
ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ
ସୁନ୍ଦରଗଡ଼,୧୧।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ରଞ୍ଜିତ ପ୍ରସାଦ, ତାଙ୍କ ସ୍ତ୍ରୀ କଳ୍ପନା ଏବଂ ଦୁଇ ପୁଅ ଝିଅ। ରାଜଗାଙ୍ଗପୁର…
ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର
ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ
ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ ଶବ୍ଦ…
୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର
ଚଣ୍ଡିଖୋଲ,୧୧।୧(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍ ଟ୍ୟାଙ୍କର ଗାଡି ଓଲଟି ପଡିଛି। ଏଚ୍ପି ଗ୍ୟାସ୍ ନେଇ ଟ୍ୟାଙ୍କରଟି କଟକରୁ କୋଲ୍କାତା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ…
ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଜୟପୁର,୧୧।୧(ଡି.ଏନ୍.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଶନିବାର ରାସ୍ତା ଅବରୋଧ କରିଛନ୍ତି। ଶୁକ୍ରବାର ରାତିରେ ବାଳିପୂଜାରିପୁଟଠାରେ…
ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅଗାଧୁ ନାୟକ(୫୦)। ସେହିଭଳି ଲକ୍ଷ୍ମୀ ନାୟକଙ୍କୁ ଗୁରୁତର…

