ଜାଲଚାଷୀ ଠାବ ପରେ ଏବେ ଚିହ୍ନଟ ହେବେ ଭାଗଚାଷୀ
ଜୟପୁର,୧୧।୧(ଡି.ଏନ୍.ଏ.): ଜୟପୁର ବ୍ଲକ ଫାମ୍ପୁଣି ପଞ୍ଚାୟତରେ ଜାଲଚାଷୀ ଧରାପଡ଼ିବା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଜିଲାର ସମସ୍ତ ବ୍ଲକରେ ପ୍ରକୃତ ଭାଗଚାଷୀଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଛି ପ୍ରଶାସନ। ଏନେଇ ବ୍ଲକର ଯୋଗାଣ ନିରୀକ୍ଷକ, ରାଜସ୍ବ ନିରୀକ୍ଷକ ଓ କୃଷି…
ଭାରପ୍ରାପ୍ତଙ୍କ ମୁଣ୍ଡରେ ବ୍ଲକ ପ୍ରଶାସନ ଭାର
କୁନ୍ଦୁରା,୧୧ା୧(ଡି.ଏନ୍.ଏ.): କୋରାପୁଟ ଜିଲାର ଉପାନ୍ତ କୁନ୍ଦୁରା ବ୍ଲକରେ ନିଯୁକ୍ତ ପ୍ରଶାସନିକ ଅଧିକାରୀ ବଦଳି ପରେ ବଦଳି ହୋଇ ଯାଉଛନ୍ତି। ସେମାନଙ୍କ ସ୍ଥାନରେ ଭାରପ୍ରାପ୍ତ ଅଧିତ୍କାରୀଙ୍କୁ ଦାୟିତ୍ୱ ଦେଇ ବିଭାଗ କାମ ଚଳାଉଛି ପ୍ରଶାସନ। ବହୁ ବିଭାଗରେ ଭାରପ୍ରାପ୍ତ ଅଧିକାରୀ ହିଁ ଅତିରିକ୍ତ…
ଏୟାରଷ୍ଟ୍ରିପ୍ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ
ଜୟପୁର,୧୧ା୧(ଡି.ଏନ୍.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଏନେଇ ଠିକାସଂସ୍ଥା ଟେଣ୍ଡର ଦାଖଲ କରିଥିବା ବେଳେ…
ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ରହସ୍ୟ ପର୍ଦ୍ଦାଫାସ କରିବାରେ ପୋଲିସ ବିଫଳ: ୧୩ରେ କଂଗ୍ରେସର ରାସ୍ତାରୋକୋ
ଗୁଣପୁର,୧୧।୧(ଡି.ଏନ୍.ଏ)-ଗତ ୨୪ ତାରିଖ ରାତିରେ ବାଇକ୍ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ମୃତ୍ୟୁ ହୋଇଥିଲା ା ତାଙ୍କ ମୃତ୍ୟୁକୁ ପରିବାର ସଦସ୍ୟଙ୍କ ସହ କଂଗ୍ରେସ ସହଜରେ ଗ୍ରହଣ କରି ପାରୁନାହିଁ ା ତାଙ୍କର ମୃତ୍ୟୁ ଏବଂ ମୃତ୍ୟୁସ୍ଥଳକୁ…
ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍ପୁନି
ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍ ପରବ୍। ଫିବଛର ପୁଷ୍ ମାସର ପୁନି ଦିନ ଇ ପରବ୍ ପଶ୍ଚିମ ଓଡ଼ିଶାର ଗଁାଗଁଲିନୁ ସହର ତକ୍ ସବୁନେ ପାଲନ…
ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର
ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)- ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍ରା ହେଇ ବିପଦ୍ ଅବସ୍ତାରେ ଥିବାର ରାଏଜ୍ ସରକାରକଁର ନଜରକେ ଆସିଥିଲା। ସେ ଘରଯାକ ଭାଂଗି ତାର ଜାଗାରେ ନୂତନ କୁଠା ତିଆରବାକେ ରାଏଜ୍ ସରକାର…
ପଡ଼ାଗଁ।ଥି ପୁଷ୍ପୁନି ଭେଟ୍ଘାଟ: କବିତା, ନାଚ୍ଗାନାଥି ଦେଖନହାରୀ ବିଭୋର
ବିଜେପୁର, ୧୧।୧ (ଡି.ଏନ୍.ଏ)- ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁଗଁଲିଥି ବଡ଼ା ଉସ୍ନାକିଥି ପୁଷ୍ପୁନି ତିହାର ଶୁକ୍ରବାର ପାଲିତ ହୋଇଯାଇଛି। କୁକ୍ରା ଡକାନୁ ଘରେ ଘରେ ପିଠାପନା ଛନା ବାସ୍ନାଥି ଗଁାଖୁଲିମାନ ମହକି ଯାଇଥିଲା। ଠାଁନ୍ ଠାଁନ୍ ଗଁଜାମାଡ୍ ଆର ନଡ଼ିଆ…
କଫ୍ ସିରପ କାରବାର ଗୁମର ଫିଟୁଛି
ବଲାଙ୍ଗୀର ଅଫିସ, ୧୧ା୧ ବଲାଙ୍ଗୀର କଫ୍ ସିରଫ କାରବାରର ପଶ୍ଚିମ ଓଡିଶାସ୍ତରୀୟ ଲିଙ୍କ୍ ମିଳିଛି ା ଏହି କାରବାରର ରାଜ୍ୟସ୍ତରୀୟ ଲିଙ୍କ୍ କ’ଣ ରହିଛି ସେନେଇ ପୋଲିସ ତନାଘନା ଚଳାଇଛି ା କିଛି ଚିହ୍ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ା ମାତ୍ର…
କବିତା ପ୍ରାର୍ଥନାର ଯାତ୍ରାଟିଏ
ବଲାଙ୍ଗୀର ଅଫିସ, ୧୧ା୧ କବିତା ପ୍ରାର୍ଥନାଟିଏ ସମଗ୍ର ବିଶ୍ୱ ପାଇଁ ା କବିତା ମାନବିକତାର ସ୍ବର। ବିଷାଦ ଭିତରେ କବିତା ଏକ ନିରବ ବିଶ୍ୱାସ ା କବିତା ଏକ ପ୍ରେମଗୀତି ା କବି ଗାଏ ମଣିଷ ପାଇଁ, ବିଶ୍ୱ ପାଇଁ ା…
ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ
ଦିଗପହଣ୍ଡି, ୧୦।୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ ୪୩ଟି ଗୋ ମୁହାଁ ପ୍ରଜାତିର କୁମ୍ଭୀର ଚିହ୍ନଟ କରାଯାଇଥିବା ବେଳେ ଚଳିତ ବର୍ଷ ୪୪…
୨.୫ କିଲୋ ଗଞ୍ଜେଇ ସହ ବାଇକ୍ ଜବତ
ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। କାଂଶ ଅଞ୍ଚଳ ମହାପାତ୍ରସାହି ଗ୍ରାମର ରବୀନ୍ଦ୍ର କୁମାର ମହାପାତ୍ର ନିଜ ବାଇକ୍ (ନଂ. ଓଡ଼ି୦୧ଏଇ-୮୮୦୭)ରେ…
ଅପହରଣକାରୀଙ୍କୁ ୫ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ
କେନ୍ଦୁଝର, ୧୦ା୧ (ସ୍ବ.ପ୍ର.)- ଜଣେ ଯୁବତୀଙ୍କୁ ଅପହରଣ କରାଯିବା ମାମଲାର ବିଚାର କରି ସ୍ଥାନୀୟ ସିଜେଏମ କୋର୍ଟ ଶୁକ୍ରବାର ନନ୍ଦନ କୁମାର ସାହୁ ଓରଫ ଅଯୋଧ୍ୟା(୩୨)ନାମକ ଜଣେ ଯୁବକଙ୍କୁ ୫ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର…

