ଆମ ଜିଲା ଖବର

ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷକ: ରାଗରେ ୯ମ ଶ୍ରେଣୀ ଛାତ୍ର ନେଲେ ଏମିତି ପଦକ୍ଷେପ

ଡେରାଡୁନ୍‌, ୨୨ା୮:ଉତ୍ତରାଖଣ୍ଡର ଉଧାମ ସିଂ ନଗର ଜିଲା କାଶୀପୁରସ୍ଥିତ ଗୁରୁ ନାନକ ପ୍ରାଇଭେଟ ସ୍କୁଲରୁ ଏକ ଚାଞ୍ଚଲ୍ୟକର ଗୁଳିକାଣ୍ଡ ମାମଲା ସାମ୍‌ନାକୁ ଆସିଛି। ବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ପଢ଼ାଉଥିବା ଗଗନଦୀପ ସିଂ କୋହଲୀ କିଛିଦିନ ତଳେ ନବମ ଶ୍ରେଣୀ ଛାତ୍ର ସମର୍ଥ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ବଢୁଛି ସେଲ୍ଫି ପଏଣ୍ଟର ଚାହିଦା

ଦାରିଙ୍ଗବାଡି,୨୨।୮(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ସେପ୍ଟେମ୍ବର ଠାରୁ ପର୍ଯ୍ୟଟକଙ୍କ ଆଗମନ ହେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା କରାଯାଉଛି। ବିଶେଷ କରି ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ତଥା ପିଇବା ପାଣି,…

ନୂଆଖାଇ ଛୁଟି ୩ ଦିନ କରିବାକୁ ଦାବି

ବରଗଡ଼, ୨୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ କୋଶଲ ଛାତ୍ର ସଂଗଠନ ନେତୃତ୍ୱରେ ଗୁରୁବାର ବିଭିନ୍ନ କଲେଜର ଛାତ୍ରୀଛାତ୍ର ଏବଂ ସଂଗଠନର ସଦସ୍ୟମାନେ ୩ଦଫା ଦାବି ନେଇ ଜିଲାପାଳ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ସ୍ବାମୀଙ୍କ ଅନ୍ୟ ମହିଳାଙ୍କ ସହ ଥିଲା ସମ୍ପର୍କ: ବିରୋଧ କରିବାରୁ…

ଯାଜପୁର ରୋଡ୍‌,୨୧ା୮(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁରରୋଡ୍‌ ଥାନା ବ୍ୟାସନଗର ପୌର ପରିଷଦ ୯ନଂ.ୱାର୍ଡର କୋର୍ଟ ପଛପଟ ବିନାୟକ ବିହାର ମହରମ ଛଇ ବସ୍ତିରେ ଗୁରୁବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ପଥର ଚଟାଣରେ କଚାଡ଼ି ହତ୍ୟା କରିଛନ୍ତି।…

ସାର କଳାବଜାର, ବଢୁଛି ଚାଷୀ ଅସନ୍ତୋଷ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାର କଳାବଜାର ବର୍ତ୍ତମାନ ଚାଷୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ଥିବା କୃଷି ବିଭାଗ ସୂଚନା ଦେଉଛି। ଅନ୍ୟପକ୍ଷରେ ଚାଷୀମାନେ ବିଭିନ୍ନ ଲାଇସେନ୍ସପ୍ରାପ୍ତ ସାର ବିକ୍ରେତାଙ୍କ ପାଖକୁ ଗଲେ ସେମାନେ ସାର…

ବାରିପଦା ମାଟି ସହ ବହୁ ପରିଚିତ: ତଥାଗତ

ବାରିପଦା,୨୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାର ବରିଷ୍ଠ ନାଗରିକମାନେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀଙ୍କୁ ଗୁୁରୁବାର ଅପରାହ୍ନରେ ବାରିପଦାସ୍ଥିତ ସର୍କିଟ ହାଉସ୍‌ଠାରେ ସୌଜନ୍ୟମୂଳକ ସାକ୍ଷାତ୍‌ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର,୨୧।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି…

ବ୍ୟାଙ୍କ ମ୍ୟାନେଜର ପରିଚୟ ଦେଇ ନେଇଗଲେ ଟଙ୍କା

ହିଞ୍ଜିଳିକାଟୁ,୨୧।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ଏସ୍‌ବିଆଇ ଶାଖା ପରିଚାଳକ ବୋଲି ନିଜକୁ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଠାରୁ ୨୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ବ୍ରହ୍ମପୁର ନିମଖଣ୍ଡି…

IPSସ୍ତରରେ ବଡ଼ ଧରଣର ଅଦଳବଦଳ: ଜାଣନ୍ତୁ କିଏ ଗଲେ କେଉଁଠିକି…

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର IPSସ୍ତରରେ ଗୁରୁବାର ବଡ଼ ଧରଣର ଅଦଳବଦଳକରିଛନ୍ତି। ୧୭ ବରିଷ୍ଠ IPS ଅଫିସରଙ୍କୁ ସରକାର ବଦଳି କରାଯାଇଛି। IPS ସନ୍ତୋଷ ବାର୍ଲାଙ୍କୁ SFSL ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଏସ୍‌ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ ଦାୟିତ୍ୱ…

କଲେଜ ଅଧ୍ୟାପକ, କର୍ମଚାରୀ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦିଗପହଣ୍ଡି,୨୧ା୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ପୂର୍ଣ୍ଣ ଅନୁଦାନ ରାଶି ପ୍ରଦାନ ଦାବିରେ ଗୁରୁବାର ସାମୂହିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ଧାରଣାରେ ବସିଛନ୍ତି।…

ଦୁର୍ଘଟଣାରେ ମୃତ ମହିଳାଙ୍କ ପରିବାରକୁ ମିଳିବ ସହାୟତା ରାଶି: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ,୨୧।୮(ବିଦ୍ୟାଧର ସାହୁ ): ମଙ୍ଗଳବାର ଜାତୀୟ ରାଜପଥ ୧୬ ନମ୍ବର ହୁମା ଫାଣ୍ଡି ସାମ୍ନାରେ ଏକ ଟ୍ୟାଙ୍କର ଧକ୍କାରେ ଜଣେ ମହିଳାଙ୍କ ମୁତ୍ୟୁ ହୋଇଥିଲା । ସେ ହେଲେ ହୁମା କୈବର୍ତ୍ତ ସାହିର ବି ମାଳତୀ ପ୍ରଧାନ ଏବଂ ଅନ୍ୟ ଜଣେ…

ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ ପରେ ୨୬ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୨୬ ତାରିଖ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି। ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ ପରେ କଳାହାଣ୍ଡି ଜିଲାକୁ ତାଙ୍କର ପ୍ରଥମ ଗସ୍ତ ରହିଛି। ଯାହାକୁ ନେଇ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri