ଆମ ଜିଲା ଖବର

କଂଗ୍ରେସ ପକ୍ଷରୁ ମାଲକାନଗିରି ବନ୍ଦ: ବିଭିନ୍ନ ଅଞ୍ଚଳରେ ବନ୍ଦ ପ୍ରଭାବ

ମାଲକାନଗିରି,୧୦।୧(ଡି.ଏନ୍‌.ଏ): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ମାଲକାନଗିରି ଜିଲା ବନ୍ଦ ଡାକରା ଦିଆଯାଇଛି । ପିସିସି କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଶତାଧିକ କର୍ମୀ…

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ…

କଫସିରପ ମାଷ୍ଟରମାଇଣ୍ଡ ସାନ ନେଗୀ, ଦୁଇ ସହଯୋଗୀ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ, ୧୦।୧- କଫସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଏବଂ ଫାରୁକ ଖାନଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏହି ତିନି ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ବରଠାରୁ ଗିରଫ…

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ…

ଟ୍ରକ୍‌କୁ ପିଟିଲା ବସ୍‌, ୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବଣାଇ ଓ ବାରକୋଟ ଡାକ୍ତରଖାନାରେ…

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶକୁ ବେଖାତିର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି ।…

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ ଚାଷୀ ଏକତ୍ରିତ ହୋଇ କଲମପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି । ଆନ୍ଦୋଳନସ୍ଥଳରେ…

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର ଝିଅ…

ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଘଟଣା: ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌

ଭଦ୍ରକ ଅଫିସ,୧୦।୧: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଧରାପଡ଼ିବା ଘଟଣାରେ ଶୁକ୍ରବାର ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ (୧)ର ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌ କରାଯାଇଛି। ଲାଞ୍ଚ କାରବାରରେ ଗ୍ରାମ୍ୟ ଉନୟନ…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପରିଚାଳନା କମିଟି…

ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର

କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର ଏହି ସହରର ପ୍ରତ୍ୟେକ ସାହିବସ୍ତିର ନାଁ ପଛରେ ଲୁଚି ରହିଛି ଚମତ୍କାର କାହାଣୀ।…

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ କାମ କରୁଥିବାବେଳେ ଚାପି ହୋଇ ଜଣେ ଠିକା ଶ୍ରମିକଙ୍କ ହାତର ୩ଟି ଆଙ୍ଗୁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?