ଆମ ଜିଲା ଖବର

ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ସୋନାଲୀ

ଅନୁଗୋଳ ଅଫିସ, ୯।୧ – ଧୀରେ ଧୀରେ ବଢ଼ୁଥିବା ପ୍ରଦୂଷଣ ସମସ୍ୟାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ଉପରେ ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ନିଜ ପ୍ରକଳ୍ପ ପ୍ରଦର୍ଶନ କରି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି…

ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ: ଲକ୍ଷ୍ୟ ସ୍ଥିରକରି ଅଗ୍ରସର ହେବାକୁ ପରାମର୍ଶ

ଅନୁଗୋଳ ଅଫିସ, ୯।୧ – ଅନୁଗୋଳ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ ତାରୁଣ୍ୟମ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଓଡ଼ିଶା ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିନ୍ଦଲ ମହିଳା ସମିତି…

‘ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍‌କୋ ଆଗୁଆ’

ବଅଁରପାଳ,୯ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମିନା ବଜାର ପଡିଆଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍‌କମ ଟାକ୍ସ ପ୍ରିନ୍ସିପାଲ ଚିଫ୍‌ କମିଶନର ପ୍ରଣବ କୁମାର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟ ଓ…

ଡିହଡୋଳ ଫରେଷ୍ଟ ସେକ୍ସନରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁ, ଭାଣିଜୀ ସମେତ ୩ ଗୁରୁତର

ପରଜଙ୍ଗ, ୯।୧(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍‌ରେ ହାତୀ ଆକ୍ରମଣରେ ଟୁନା…

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ କରି…

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌ ନେଇଯିବା ସହ ୧୪ ଦିନ କାଳ ନିର୍ଯାତନା ଦେଇଥିବା ଦେବେନ୍ଦ୍ର ଅଭିଯୋଗ କରିଛନ୍ତି।…

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା ପରେ ନିଜ ଘରେ ରଖିବା ଓ ସେମାନଙ୍କ ମା’ବାପାଙ୍କଠାରୁ ଟଙ୍କା ଆଦାୟ କରୁଛନ୍ତି।…

ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। କିନ୍ତୁ ବିଡ଼ମ୍ବନାର ପ୍ରସଙ୍ଗ ହେଲା ୮୪…

ମାଛ ମାରିବାକୁ ଯାଇ ହାତରେ ଫୁଟିଲା ବୋମା

ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିି କରାଯାଇଛି। ଗୁରୁତର ଯୁବକ ଜଣକ ହେଲେ ସଦର ଥାନା…

ନାବାଳିକା ନିଖୋଜ ଘଟଣା: ମିଛ ତଥ୍ୟ ଦେଉଛି ପ୍ରଶାସନ; ଏବେବି ନିଖୋଜ ୯, ଚିନ୍ତାରେ ପରିବାର

ବ୍ରହ୍ମପୁର ଅଫିସ, ୯। ୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଛି। କିନ୍ତୁ ୯ ଜଣ ଏବେବି ନିଖୋଜ ଅଛନ୍ତି। ବୁଧବାର ଅପରାହ୍ନ ସୁଦ୍ଧା ଭୁବନେଶ୍ୱରରୁ ୩ ଓ ବ୍ରହ୍ମପୁରରୁ ଜଣେ…

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ ଶୁଣାଣି କରାଯିବ। ଏଥିପାଇଁ ଧର୍ମଶାଳା ବିଡିଓ ଓ ଅଭିଯୋଗକାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ହୋଇଥିବା…

ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?