ଆମ ଜିଲା ଖବର

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି । ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ଅବଦାନ, ଅଭିଜ୍ଞତା ଓ ଜ୍ଞାନକୁ ସାକାର କରିବା ପାଇଁ…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର ମାଲିକ ବୀଣାପାଣି ସାହିର ମନୋଜ କୁମାର…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି ସ୍ୱାଗତ କରିଥିଲେ । ସେ କଂଗ୍ରେସ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ତାଙ୍କୁ ସଙ୍ଘବଦ୍ଧ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା ପୋଲିସ ରବିବାର ୱେବ୍‌ ଖବରଦାତା ରଞ୍ଜୁ ଓରଫ୍‌ ଅନୁବ୍ରତ ବାରା ଓ ବଳି…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବଟେଶ୍ୱର ବାଲିଯାତ୍ରା ପରିଚାଳନା କମିଟି ସଭାପତି ରଙ୍କନିଧି ସ୍ୱାଇଁ ଏହାର ଶୁଭାରମ୍ଭ କରିଥିଲେ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି। ସୋମବାର ଅପରାହ୍ନରେ ପାର୍ୱତୀ ତାଙ୍କ ଜମି ନିକଟକୁ ଯାଇଥିବା ବେଳେ ବିଲୁଆ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?