ପୂର୍ବତନ ବିଧାୟକଙ୍କ ପରଲୋକ
ଆସିକା,୯ା୧(ଡି.ଏନ୍.ଏ.): ଆସିକାର ବରିଷ୍ଠ କଂଗ୍ରେସ ନେତା, ବିଶିଷ୍ଟ ସମବାୟବିତ୍ ତଥା ପୂର୍ବତନ ବିଧାୟକ ରାଧାଗୋବିନ୍ଦ ସାହୁଙ୍କ (୯୩)ର ବୁଧବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ନିଜ ପୁଅଙ୍କ ବାସଭବନରେ ରହୁଥିଲେ। ଗତ ସପ୍ତାହରେ ତାଙ୍କର ହୃଦ୍ଘାତ ହେବାରୁ ଏକ…
କାର୍ ଧକ୍କାରେ ବାଳକ ମୃତ: କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା
ରାଇରଙ୍ଗପୁର,୯ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଧାରଣାରେ ବସିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ…
ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର
କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର ସଂକ୍ରାନ୍ତିରେ ପର୍ବ ଉଦ୍ଯାପିତ ହେବ। ଉକ୍ତ ସମ୍ପ୍ରଦାୟର ଲୋକେ, ବିଶେଷ କରି ମହିଳା ଓ…
୧୩ ଦିନ ପରେ ଭୀମକୁଣ୍ଡରୁ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା
ଠାକୁରମୁଣ୍ଡା,୯ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡକୁ ବୁଲି ଆସି ପାଣିରେ ଭାସି ନିଖୋଜ ଥିବା ଯୁବକଙ୍କ ଗଳିତ ମୃତଦେହ ୧୩ ଦିନ ପରେ ଉଦ୍ଧାର ହୋଇଛି। ମୃତକ ହେଲେ ପଶ୍ଚିମବଙ୍ଗ ଦୀଘା ଅଞ୍ଚଳ ମୈତ୍ରୀପୁରର ଓଁକାର ସମବାୟ…
ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା
ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଶେଷ କରି ଗ୍ରାମାଞ୍ଚଳ ରାସ୍ତାଗୁଡିକରେ ଭାରିଯାନଗୁଡିକ ଯାତାୟାତ କରୁଥିବାରୁ ରାସ୍ତାଗୁଡିକ…
ଟ୍ରଲିରେ ବୁହାହେଲା ମୃତଦେହ
ଭଞ୍ଜନଗର,୮।୧(ଡି.ଏନ.ଏ)- ପୁଣି ମୃତଦେହକୁ ଅସମ୍ମାନ। ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲରେ ଜଣେ ଯୁବତୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକେ ବୁଧବାର ଟ୍ରଲିରେ ବୋହି ନେଇଥିବା ଜଣାପଡିଛି। ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନଜଣାଇ ମୃତଦେହ ନେଇ ଯାଇଥିବା ମେଡିକାଲ ପକ୍ଷରୁ…
ରଙ୍ଗେଇଲୁଣ୍ଡା ବ୍ଲକ: ଚିହ୍ନଟ ହେଲେ ନକଲି ଶିକ୍ଷୟିତ୍ରୀ
ଗୋପାଳପୁର,୮।୧- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ନାରାୟଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷୟିତ୍ରୀଙ୍କର ସିଟି ସାର୍ଟିଫିକେଟ ବୁଧବାର ଯାଞ୍ଚ ପରେ ନକଲି ଜଣାପଡିଛି। ଶିକ୍ଷୟିତ୍ରୀ ଜଣକ ହେଲେ ଭାରତୀ ଲକ୍ଷ୍ମୀ ମିଶ୍ର। ଏନେଇ ଗୋପାଳପୁର ଥାନାରେ ରଙ୍ଗେଇଲୁଣ୍ଡା ବିଇଓ ଡ.…
ଲୁହାପଥର ବୋଝେଇ ୨ଟ୍ରକ ଜବତ: ୧୫ ହଜାର ଟଙ୍କା, ୩ ମୋବାଇଲ ସହ ୩ ଗିରଫ
ବଡବିଲ, ୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ପୋଲିସ ବୁଧବାର ସକାଳେ ଏହି ଥାନା ଅଞ୍ଚଳ ଦେଇ ଚୋରାଚାଲାଣ ହେଉଥିବା ସାଇଜ ଲୁହାପଥର ବୋଝେଇ ୨ଟି ଟ୍ରକକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି ପୋଲିସ ସେମାନଙ୍କ ନିକଟରୁ…
ଜାଲ୍ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍, ମାଲିକ ଅଟକ
ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା ବେଗୁନିଆପଡ଼ା ବଜାର ଉପରେ ଥିବା ଉକ୍ତ କମ୍ପ୍ୟୁଟର ସେଣ୍ଟରକୁ ସିଜ୍ କରିଛନ୍ତି।…
ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ
ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୀତବାସ…
ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍ରେ ହାତୀ ଆକ୍ରମଣରେ ଟୁନା ନାଥ…
ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ
ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ ଯୁବକ…

