ଆମ ଜିଲା ଖବର

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ ଯୁବକ…

ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।…

୧୨ ଦଫା ଦାବିରେ ବିଭିନ୍ନ ସଂଘ ପକ୍ଷରୁ ବନ୍ଦ ପାଳନ

ସିମୁଳିଆ,୮।୧(ଡି.ଏନ୍‌.ଏ.): ଲେବର ୟୁନିୟନ, ପାଚିକା ସହାୟିକା, ସିଟୁ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା, ଡ୍ରାଇଭର ୟୁନିୟନ ପକ୍ଷରୁ ମିଳିତ ଭାବେ ସିମୁଳିଆରେ ବନ୍ଦ ଡାକରା ଦିଆଯାଇଥିଲା। ସିଟୁର ସମ୍ପାଦକ ଜଳନ୍ଧର ଜେନାଙ୍କ ଅଧ୍ୟକ୍ଷତାରେ ସମସ୍ତ ସଂଘ ବ୍ଲକର ସଦରମହକୁମା ମାର୍କୋଣା ଛକର…

ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ

ଯୋଡ଼ା,୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ ଖଣିରୁ ଖଣିଜ ପରିବହନ, ଯୋଡ଼ାର ସମସ୍ତ ସ୍କୁଲ କଲେଜ, ଯୋଡ଼ା ଦେଇ ଚାଲୁଥିବା…

ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ ସିପିଆଇ ନେତା ମନୋଜ କୁମାର ପରିଡ଼ା, ପବିତ୍ର କୁମାର ଦାସ ଯୋଗ ଦେଇ ଦରଦାମ…

ଚନ୍ଦକାରେ ଭାରତବନ୍ଦକୁ ସମର୍ଥନ, ଆନ୍ଦୋଳନକାରୀଙ୍କ ରାସ୍ତାରୋକୋ

ବାରଙ୍ଗ,୮।୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ତରଫରୁ ଭାରତବନ୍ଦ ଡାକରାର ପ୍ରଭାବ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳି ନ ଥିବାବେଳେ ଚନ୍ଦକାରେ ଏହାର ପ୍ରଭାବ ଦେଖାଦେଇଛି। ଚନ୍ଦକା ବଜାରରେ ଆନ୍ଦୋଳନକାରୀମାନଙ୍କ ତରଫରୁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରାଯାଇଥିଲା। ସିପିଆଇଏମ୍‌ର ରାଜ୍ୟସମ୍ପାଦକ…

ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ…

ପ୍ରଶାସନ ପକ୍ଷରୁ ଚାଉଳ ମିଲ୍‌ ଉପରେ ଅତର୍କିତ ଚଢ଼ାଉ, ମିଲର୍‌ଙ୍କୁ ତାଗିଦ

ପୁରୁଷୋତ୍ତମପୁର, ୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଥିବା ଚାଉଳ ମିଲ ଉପରେ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ସହକାରୀ ଜିଲା ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ବାଇଁ, ପୁରୁଷୋତ୍ତମ…

ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି। ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ, ସ୍କୁଲ, କଲେଜ, ଏନ୍‌ଏସି, ଏଫ୍‌ସିଆଇ, ତହସିଲ କାର୍ଯ୍ୟାଳୟ ଆଦି…

ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ

ଦେବଗଡ଼,୮।୧(ଡି.ଏନ୍‌.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…

ଜଗତସିଂହପୁରରେ ଭାରତ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

ଜଗତସିଂହପୁର ଅଫିସ୍‌, ୮।୧: ଜଗତସିଂହପୁରରେ ଭାରତ ବନ୍ଦ ଡାକରା ସଫଳ ହୋଇଛି। ବୁଧବାର ସକାଳୁ ଜିଲାର ଦୋକାନ ବଜାର ବନ୍ଦ ରହିଛି। କଂଗ୍ରେସ ଏବଂ ମିଳିତ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ସ୍ଥାନୀୟ ଏସକେ ଏକାଡେମୀ ପଡିଆରୁ ଏକ ଶୋଭାଯାତ୍ରା ବାହାରି ମୁନସିପାଲଟି…

ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?