ଆମ ଜିଲା ଖବର

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ଶ୍ରମିକ ସଂଘ

ବନ୍ତ,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଶ୍ରମିକ ସଂଘ, ଫେଡେରେଶନ ଓ ଆସୋସିଏଶନ ପକ୍ଷରୁ ଭଦ୍ରକ ଜିଲା ଆଗରପଡ଼ା ବଜାରରେ ବୁଧବାର ସକାଳୁ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଏହି ପ୍ରତିବାଦ ସଭାରେ ଶ୍ରମିକ ନେତାମାନେ କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ…

ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ

ତିହିଡ଼ି,୮।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ସିପିଏମ୍‌ ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବୁଧବାର ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଶୋଭାଯାତ୍ରାରେ ତିହିଡ଼ି ବଜାର ପରିକ୍ରମା କରି ଦୋକାନ ବଜାର ସହିତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ କରିଥିଲେ। ଏଥିସହିତ…

ମାଧପୁର ବଜାରରେ ବନ୍ଦର ପ୍ରଭାବ ପଡ଼ିନି

ମାଧପୁର,୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ବୁଧବାର ବନ୍ଦର ପ୍ରଭାବ ପଡ଼ି ନ ଥିବା ଦେଖିବାକୁ ମିଳିଛି। ସବୁଦିନ ପରି ଦୋକାନ ବଜାର ଖୋଲା ରହିଛି। ଯାତ୍ରୀବାହୀ ବସ ବ୍ୟତୀତ ଅନ୍ୟ ସମସ୍ତ ଗାଡ଼ିମୋଟର ଯିବା ଆସିବା ଲାଗିରହିଛି।…

ଯାଜପୁରରେ ଭାରତ ବନ୍ଦ ସଫଳ

ଯାଜପୁର ଅଫିସ, ୮।୧: ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସର୍ବନିମ୍ନ ବେତନ ବୃଦ୍ଧି, ସାମାଜିକ ସୁରକ୍ଷା ଆଦି ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାସନଗର ସହରରେ ବନ୍ଦ ପାଳନ କରାଯାଇଛି। ସହରର ଗୋପବନ୍ଧୁ ଛକରେ ସମସ୍ତ ଟ୍ରେଡ ୟୁନିୟନ ପକ୍ଷରୁ…

ଅନୁଗୋଳରେ ଧର୍ମଘଟ ଡାକରାର ପ୍ରଭାବ

ଅନୁଗୋଳ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି। ରେଳରୋକୋ…

୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ଅଭିଯୋଗ: ସିମେଣ୍ଟ କାରଖାନା ସମ୍ମୁଖରେ ଉତ୍ତେଜନା

ବରଗଡ଼ ଅଫିସ,୮।୧: ବରଗଡ଼ ସିମେଣ୍ଟ କାରଖାନାର କେତେକ କର୍ମଚାରୀ ବିଶାଲଟିକ୍ରା ଗ୍ରାମର ୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବୁଧବାର କାରଖାନା ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଛି । ଶତାଧିକ ଗ୍ରାମବାସୀ କାରଖାନା ନିକଟକୁ ଆସି…

ବଡ଼ସାହିରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ବଡ଼ସାହି,୮।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଭାରତ ବନ୍ଦ ଡାକରାର ମିଶ୍ରିତ ପ୍ରଭାବ ଦେଖାଦେଇଛି। ବ୍ଲକ କଂଗ୍ରେସର ବଡ଼ସାହି ଜୋନ୍‌ ସଭାପତି ଶଶାଙ୍କ ଶେଖର କରଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ପିକେଟିଂ ପୂର୍ବକ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ବ୍ୟାଙ୍କ…

ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ହନ୍ତସନ୍ତ ହେଉଥିବା ଲକ୍ଷ୍ୟ କରାଯାଇଛି।

ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଥିଲା। ଦିଗପହଣ୍ଡି ବସଷ୍ଟାଣ୍ଡ, ବଜାର ଓ ପୁଞ୍ଜି କଁୟା ଛକଠାରେ ସିପିଆଇ, ସିପିଆଇ(ଏମ)…

ବୌଦ୍ଧରେ ବନ୍ଦ ପାଳନ

ବୌଦ୍ଧ,୮।୧(ସ୍ବ.ପ୍ର.): ସାରା ଦେଶରେ ୧୨ ଦଫା ଦାବି ନେଇ ବିଭିନ୍ନ ଶ୍ରମିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବୌଦ୍ଧରେ ମଧ୍ୟ ଏହି ବନ୍ଦ ଡାକରା ଦିଆଯାଇଛି। ସିପିଆଇ ନେତା ଅବକାଶ ସାହୁଙ୍କ ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଠନର କର୍ମକର୍ତ୍ତା ସକାଳ…

ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡରେ ପରିଲକ୍ଷିତ ହୋଇଛି। ଏହି କ୍ରମରେ ବରଗଡ ଶ୍ରମିକ ସମନ୍ବୟ…

ବଲାଙ୍ଗୀରରେ ବନ୍ଦ ପାଳନ: ଯାନବାହନ ଚଳାଚଳ ବନ୍ଦ

ବଲାଙ୍ଗୀର ଅଫିସ, ୮।୧: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବନ୍ଦ ପାଳନ ସଫଳ ହୋଇଛି। ବୁଧବାର ସକାଳ ୬ଟାରୁ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ ଆରମ୍ଭ ହୋଇଥିଲା। ଶ୍ରମିକ ସଂଗଠନ ସଦସ୍ୟମାନେ ବିଭିନ୍ନ ସରକାରୀ ଅଫିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?