କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ
କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ବିଭିନ୍ନ ଦଳ ଓ ସଂଗଠନର ନେତା ଓ କର୍ମୀମାନେ ଗାନ୍ଧୀ ଛକରେ…
ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ
କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ହାଇକୋର୍ଟ କାର୍ଯ୍ୟ ବନ୍ଦ ରଖିବାକୁ ବାର୍ ଆସୋସିଏଶନ…
ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ
ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ ଦୋକାନ, ବଜାର ଖୋଲା ରହିଛି।
ଭାରତ ବନ୍ଦ: ପୁରୀରେ ଆଶିଂକ ପ୍ରଭାବ
ପୁରୀ ଅଫିସ୍, ୮।୧: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ପୁରୀରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ସକାଳେ ଦୁଇଟି ପାସେଞ୍ଜର ଟ୍ରେନକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହ ବସଷ୍ଟାଣ୍ଡରେ ମଧ୍ୟ…
ସମ୍ବଲପୁରରେ ବନ୍ଦ ପାଳନ
ସମ୍ବଲପୁର, ୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି॥ ସମ୍ବଲପୁର ଜିଲାରେ ଏହି ବନ୍ଦ ପାଳନର ପଡିଛି। ଅଇଁଠାପାଲି, ଧନୁପାଲି, ଚାରଭାଟି, ଗୋଶାଳା ଛକ ପ୍ରଭୃତି ସ୍ଥାନରେ ଟ୍ରେଡ ୟୁନିୟନର କର୍ମକର୍ତ୍ତାମାନେ ପିକେଟିଂ…
ପେସା ପୂଜା, ନିଶା କ୍ରିକେଟ୍
ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପରିଶ୍ରମକୁ ନେଇ ମଣିଷ ଏହାର ନଁା ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ କାହାଣୀକୁ ନେଇ ଏହି…
ମୁଖ୍ୟମନ୍ତ୍ରୀଙ୍କୁ ଭଦ୍ରକବାସୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୮।୧(ବ୍ୟୁରୋ):ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଏହାର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକାଧିକ ଯୋଜନା ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ସ୍ଥାନୀୟ ଅଞ୍ଚଳରେ ସ୍ବାଗତ କରାଯାଇଛି। ମୋ ସରକାର କାର୍ଯ୍ୟକ୍ରମ ଅଧୀନରେ…
ଚିତ୍ରକୋଣ୍ଡାରେ ଧର୍ମଘଟ ଆରମ୍ଭ
ଚିତ୍ରକୋଣ୍ଡା, ୮।୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସହରରେ ଭାରତ ବନ୍ଦ ଡାକରାର ପ୍ରଭାବ ପଡିଛି। ସ୍ଥାନୀୟ ଚିତ୍ରକୋଣ୍ଡା ସ୍ପିଲବାଇ, ଡାଲଖାଇ ଛକ ପାଖରେ ବିଭିନ୍ନ ସଂଗଠନ ପକ୍ଷରୁ ଶତାଧିକ କର୍ମକର୍ତ୍ତା ରାସ୍ତା ଅବରୋଧ କରିଛନ୍ତି। ଏହାସହ ଏଠାରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ…
ବାଲେଶ୍ୱରରେ ଭାରତ ବନ୍ଦ ପ୍ରଭାବ: ସରକାରୀ ଅଫିସ ଘେରିଲେ
ବାଲେଶ୍ୱର ଅଫିସ୍, ୮।୧୨: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବାଲେଶ୍ୱରରେ ଏହାର ପ୍ରଭାବ ପଡିଛି। କଂଗ୍ରେସ ଏବଂ ବାମଦଳର କର୍ମକର୍ତ୍ତାମାନେ ସମ୍ପୂର୍ଣ୍ଣ ସମର୍ଥନ ଜଣାଇ ବୁଧବାର ସକାଳ…
୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି
ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…
ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ
ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ ମହାପ୍ରସାଦ…
ବଦଳିବ ହୀରାକୁଦ ଡ୍ୟାମ୍ର ପୁରୁଣା ଯନ୍ତ୍ରାଂଶ
ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍, ନଦୀବନ୍ଧ ମରାମତି କାମ, ଗେଟ୍ ମରାମତି କାମ ତଦାରଖ କରିବା ସହ ବନ୍ଧର ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ଡ୍ୟାମରେ ପୁରୁଣା…

