ଆମ ଜିଲା ଖବର

ଭାରତ ବନ୍ଦ ଡାକରା: ଟ୍ରେନ ସେବା ପ୍ରଭାବିତ

ଭଦ୍ରକ ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ସକାଳୁ ଏହି ବନ୍ଦ ପ୍ରଭାବ ଭଦ୍ରକରେ ଦେଖିବାକୁ ମିଳିଛି। ଭଦ୍ରକ-ପଲାସା ଡ଼ିଏମୟୁ ଟ୍ରେନକୁ ଷ୍ଟେଶନରେ ଆନ୍ଦୋଳନକାରୀ…

ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି ।…

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ ଆସି…

ତନ୍ତ୍ର ସାଧନା ପଛର ରହସ୍ୟ ଖୋଲିଲା ପୋଲିସ:ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ ଭାଇ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ ବଙ୍ଗୋମୁଣ୍ଡା, ୮।୧(ଡି.ଏନ୍‌.ଏ.):ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ତନ୍ତ୍ରସାଧକ ଶୋଭାବନ ରଣା ଜେଲରୁ ଜାମିନରେ ଆସି ସମାନ ଢଙ୍ଗରେ ନିଜ ସାନ ଭଉଣୀଙ୍କୁ ଅପହରଣ କରି ତଣ୍ଟି କାଟି…

ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଚିଲଦା ଗ୍ରାମରେ ରାଜମିସ୍ତ୍ରୀ କାମକରୁଥିବା ଈଶ୍ୱର…

ଓଡ଼ିଶାର ଗାଁ, ଆନ୍ଧ୍ରର ଜଣଙ୍କ ନାମରେ ୧୦୦ରୁ ଊର୍ଦ୍ଧ୍ୱ ପଟ୍ଟା

ପାତ୍ରପୁର,୮ା୧(ଡି.ଏନ୍‌.ଏ.): ପ୍ରାୟ ୨୦୦ ବର୍ଷ ତଳର ଗାଁ। ଏଠାରେ ପୁରାତନ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ପୋଖରୀ, ପକ୍କା ରାସ୍ତା, ପକ୍କା ଘର ଅଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ଚାଲିଛି ା ହେଲେ ସ୍କୁଲ, ଗ୍ରାମ୍ୟ ରାସ୍ତା ଓ ୧୦୦ରୁ…

ଆଇଏଏସ୍‌ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର

କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍‌ ବ୍ୟାଙ୍କର ଭାଇସ୍‌ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼ ଜାରି…

ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ ବେହେରା ଓ ମାଆଙ୍କ ନାମ ସୁଷମା । ବର୍ତ୍ତମାନ ସେ କନ୍ଧମାଳ ଜିଲା…

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ ଭିନ୍ନକ୍ଷମ ର଼୍ୟାଙ୍କରେ ପ୍ରଥମରେ ରହିଛନ୍ତି। ପୁଅକୁ ପାଠ ପଢ଼େଇବାକୁ ଘର ଛାଡିଥିବା ବାପାଙ୍କ…

ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ମାସେ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର…

ଯୌତୁକ ଜନିତ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

କୁଜଙ୍ଗ,୮ା୧(ଡି.ଏନ.ଏ.):କୁଜଙ୍ଗ ଥାନା ଅଧୀନ ଅରଖିଆ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ନ ଆଣିବାରୁ ଗ୍ରାମର ସୁଦାମ ସେଠୀଙ୍କ ସ୍ତ୍ରୀ ପ୍ରଭାବତିଙ୍କୁ ସ୍ବାମୀ ଓ ଶାଶୁଘର ଲୋକେ ମାରି ଦେଇଥିବା ପ୍ରଭାବିତଙ୍କ ବାପା ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?