ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ
ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି ମୋଟରରୁ…
ଜୀବନ ନେବ ମୁକୁଳା ଟ୍ରାନ୍ସଫର୍ମର: ବିଦ୍ୟୁତ୍ ବିଭାଗର ନିଘା ନାହିିଁ
ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ପୁରୁଣା ଯାତ୍ରୀ ବିଶ୍ରାମ ଘର ପାଖରେ ରହିଛି। ମାତ୍ର ଏହି…
ଅବକାରୀ ଚଢ଼ାଉ, ୩ ଗିରଫ
ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ…
ସ୍କୁଲରେ ରନ୍ଧାଖାଦ୍ୟ ଦେବ ଏସ୍ଏଚ୍ଜି
ଜୟପୁର,୮ା୧(ଡି.ଏନ୍.ଏ.)- ଏସ୍ଏଚ୍ଜି ପ୍ରସ୍ତୁତ କରିବେ ସ୍କୁଲ ମଧ୍ୟାହ୍ନଭୋଜନ। କୋରାପୁଟ ଜିଲା ଜୟପୁର ବ୍ଲକର ୬୫ ଓ ପୌରସଂସ୍ଥାର ୨୦ଟି ବିଦ୍ୟାଳୟରେ ସେମାନେ ମଧ୍ୟାହ୍ନଭୋଜନ ଦେବା ପାଇଁ ନିଷ୍ପତ୍ତି ହୋଇଛି। ସ୍ବୟଂ ସହାୟକ ଗୋଷ୍ଠୀ ଏନେଇ ଆବେଦନ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ଆକାଂକ୍ଷା ଯୋଜନାରେ ନବରଙ୍ଗପୁର ୩ୟ
ନବରଙ୍ଗପୁର,୮ା୧(ବି.ପ୍ର.) – କେନ୍ଦ୍ରର ଆକାଂକ୍ଷା ଯୋଜନାରେ ସାମିଲ ହୋଇଥିବା ଜିଲାମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା ୩ୟ ସ୍ଥାନରେ ରହିଛି ା ଛତିଶଗଡ ରାଜ୍ୟର ସୁକମା ଜିଲା ପ୍ରଥମ, ଆସାମର ଉଦଲଗରି ଦ୍ୱିତୀୟ, ନବରଙ୍ଗପୁର ତୃତୀୟ, ରାଜସ୍ଥାନର ଜୟସଲମେର ୪ର୍ଥ ଓ ଛତିଶଗଡ…
ଅସୁରକ୍ଷିତ ଶିଆଳି ଭିୟୁ ଟାୱାର
ଏରସମା, ୮।୧ (ସ୍ବ.ପ୍ର.):ଜଗତ୍ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର ପ୍ରମୁଖ…
ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ଜିତିଲା ସୁନ୍ଦରଗଡ
ଉଲୁଣ୍ଡା, ୮ା୧(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ପଞ୍ଚାୟତର ଗିନ୍ଦିଲ୍ଲାମାଲଠାରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବ ମିଳିତ ଆନୁକୂଲ୍ୟରେ ଗତ ଚାରଦିନ ଧରି ଚାଲିଥିବା ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ…
ସୁବର୍ଣ୍ଣ ଲୋକ ମହୋତ୍ସବ ଉଦ୍ଘାଟିତ: ଲୋକନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ
ସୋନପୁର, ୮।୧(ନି.ପ୍ର.): ସାଂସ୍କୃତିକ ଶୋଭାଯାତ୍ରା ଓ ଲୋକନୃତ୍ୟର ତାଳେ ତାଳେ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୦ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଲୋକ ବାଦ୍ୟ ଓ ଲୋକ ନୃତ୍ୟରେ ସହରର ରାସ୍ତା ଦୁଲୁକି ଉଠିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…
ଚିକିଛା ଅଭାବୁ ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ବୁଲୁ: ମାଏକିନାର ଉପରେ ୫ ପରାନୀର ବୋଝ୍
ଗଣ୍ଡତୁରୁମ, ୮ା୧(ଡି.ଏନ୍.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍ ଭାଙ୍ଗକୁଦ ଗଁାର ବୁଲୁ ହଂସ(୪୩)। ସେ ଆଏଜ୍କେ ୨ ବଛର ହେଲା ରୋଗ୍ ବେମାରୀରେ ଶଢ଼ୁଛନ୍। ପରିବାର ଲୋକ୍ ଲାଗ୍ବରମସ କରି ତାକର ଚିକିଛା କରେଇ ନିରାଶ ହେଇଛନ୍। ଏହେଦେ ଟଁକା…
୧୭ରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ଶଲାବୁଢ଼ାର ବଦ୍ଲା
ବଲାଙ୍ଗୀର ଅଫିସ, ୮ା୧- ଆସନ୍ତା ୧୭ ତାରିଖ ବଲାଙ୍ଗୀରରେ ମୁକ୍ତିଲାଭ କରିବ ବହୁପ୍ରତୀକ୍ଷିତ କୋଶଲୀ-ସମ୍ବଲପୁରୀ ଚଳଚ୍ଚିତ୍ର ଶଲବୁଢ଼ାର ବଦ୍ଲା ା ଏହି ଓଡିଶାର ପ୍ରଥମ ଓ ସାରା ଭାରତର ଦ୍ୱିତୀୟ ଟ୍ରାଇଲଜି ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ମଙ୍ଗଳବାର ସ୍ଥାନୀୟ…
ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ
ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ ଅଞ୍ଚଳବାସୀ ସୋମବାର ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଦାବି କରିଛନ୍ତି। ସେହିପରି ପରଜଙ୍ଗ…
ମଦ୍ୟପ ସ୍ବାମୀଙ୍କ ନୃଶଂସକାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶାଶୁ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଛି। ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପଛର କାରଣ ସ୍ବାମୀଙ୍କ…

