ଆମ ଜିଲା ଖବର

୩୦୦ ଶ୍ରମିକଙ୍କୁ ବେଆଇନ ଛଟେଇ ଅଭିଯୋଗ: ଲେବର କଣ୍ଟ୍ରାକ୍ଟରଙ୍କ ବିରୋଧରେ ବିକ୍ଷୋଭ

ଢେଙ୍କାନାଳ ଅଫିସ, ୮।୧- ଢେଙ୍କାନାଳ ଜିଲା ଟାଟା ଷ୍ଟିଲ ବିଏସ୍‌ଏଲ୍‌ରେ ଲେବର କଣ୍ଟ୍ରାକ୍ଟରଙ୍କ ମନମୁଖି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି ଟାଟା ବିଏସ୍‌ଏଲ୍‌ ଇଣ୍ଡଷ୍ଟ୍ରିଜ୍‌ ଶ୍ରମିକ ୟୁନିୟନ। ଏହାର ପ୍ରତିବାଦରେ ମଙ୍ଗଳବାର ମଧ୍ୟାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।…

ଜିଲା ଭାଜପା କମିଟି ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବ

ଅନୁଗୋଳ ଅଫିସ, ୮।୧- ଅନୁଗୋଳ ଜିଲା ଭାଜପା କମିଟି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜିଲା କଳା କେନ୍ଦ୍ରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ନୂତନ ସଭାପତି ଦୀଲେଶ୍ୱର ପ୍ରଧାନଙ୍କୁ ପୂର୍ବତନ ସଭାପତି ଭାଗୀରଥି ପ୍ରଧାନ ଦାୟିତ୍ୱ ହସ୍ତାନ୍ତର କରିବା ପରେ…

୩ କଲେଜ ପରିଦର୍ଶନ କଲେ ଢେଙ୍କାନାଳ ଏମ୍‌ପି: ସମସ୍ୟା ସମ୍ପର୍କରେ ଜଣାଇବାକୁ ପରାମର୍ଶ

ତାଳଚେର,୮ା୧(ନି.ପ୍ର.)- ଢେଙ୍କାନାଳ ଏମ୍‌ପି ମହେଶ ସାହୁ ମଙ୍ଗଳବାର ତାଳଚେର ଅଞ୍ଚଳର ହିଙ୍ଗୁଳା ମହାବିଦ୍ୟାଳୟ, ବଲଣ୍ଡାସ୍ଥିତ ନୀଳକେଣ୍ଠଶ୍ୱର ମହାବିଦ୍ୟାଳୟ ଏବଂ ଥର୍ମାଲର ଗଡତଳ ଆଞ୍ଚଳିକ ମହାବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ଏମ୍‌ପି ସାହୁ ଉକ୍ତ କଲେଜଗୁଡିକର ଶିକ୍ଷାନୀତି, ଶୈକ୍ଷିକ ବାତାବରଣ, ପାଠପଢ଼ା…

ପଥର କ୍ୱାରି କଲେ ଆତ୍ମହତ୍ୟା କରିବୁ

ଚନ୍ଦ୍ରଗିର,୮ା୧ -ପଥର କ୍ୱାରୀ କଲେ ଆତ୍ମହତ୍ୟା କରିବୁ। ଏଭଳି ଚେତାବନୀ ଦେଇଛନ୍ତି ମୋହନା ତହସିଲ ବାଘମାରୀ ପଞ୍ଚାୟତର ପେଜପାଣୀ, ଫଟାଚାଞ୍ଚଡା ଓ ସର୍ଗୀସାହି ଗ୍ରାମବାସୀ। ସୂଚନାଯୋଗ୍ୟ ଯେ, ଫଟାଚାଞ୍ଚଡା ମୌଜା ଖାତା ନଂ.୧୮ ପ୍ଲଟ ନମ୍ବର ୧୭୨ରେ ୧.୮୦୦ହେକ୍ଟର ପର୍ବତ କିସମ…

ଜେଏନ୍‌ୟୁରେ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିଭିନ୍ନ ସଂଗଠନର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୮ା୧-ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଛାତ୍ରୀଛାତ୍ର ଓ ଅଧ୍ୟାପିକାଅଧ୍ୟାପକଙ୍କ ଉପରେ ରବିବାର ହୋଇଥିବା ଆକ୍ରମଣକୁ ନେଇ ଏବେ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇବା ସହ ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ସୋମବାର ଏ ନେଇ ଅଲ୍‌ ଇଣ୍ଡିଆ ଡିଏସ୍‌ଓ(ଡେମୋକ୍ରାଟିକ ଷ୍ଟୁଡେଣ୍ଟସ୍‌…

ସିଜେଡ୍‌ଏମ୍‌ପି ଜନଶୁଣାଣି: ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲା ପାଇଁ ପ୍ରସ୍ତୁତ ସିଜେଡ୍‌ଏମ୍‌ପି (ଉପକୂଳ ଜୋନ୍‌ ପରିଚାଳନା ପ୍ଲାନ୍‌) ଡ୍ରାଫ୍ଟ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜନଶୁଣାଣି ହୋଇଥିଲା ା ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ପାଲୁର ସାଏବ କେନାଲ…

ଜରାଜୀର୍ଣ୍ଣ ଅବସ୍ଥାରେ ସଙ୍ଗମ କୃଷି ଫାର୍ମ

ହାଟଡିହୀ, ୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଢେଙ୍କା ପଞ୍ଚାୟତର ସଙ୍ଗମ କୃଷି ଫାର୍ମଟି ଏବେ ଅବ୍ୟବସ୍ଥାରେ ପଡ଼ିଥିବା ଯୋଗୁ ସରକାରଙ୍କର ଉଦ୍ଦେଶ୍ୟ ସଫଳ ହୋଇପାରିନି। ଜରାଜୀର୍ଣ୍ଣ ଅବସ୍ଥାରେ ଗୃହ ଗୁଡ଼ିକ ପଡ଼ିଥିବାବେଳେ ଫାର୍ମର ପରିବେଶଟି ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଳିଆ ଆବର୍ଜନା, ଲତା,…

ନିଆଁରେ ପୋଡି ହୋଇ ମହିଳା ମୃତ: ୫ମାସର ଗର୍ଭବତୀ ଥିଲେ; ହତ୍ୟା ଅଭିଯୋଗ ଆଣିଲେ ମା’

ଝୁମ୍ପୁରା, ୮।୧ ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମ ମହାନ୍ତ ସାହିରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ଏକ ଦୁଃଖଦ ଘଟଣା ଘଟିଛି ା ନିଆଁରେ ପୋଡ଼ି ହୋଇ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି ା…

ନିଦ ହଜାଇଛି ଦନ୍ତା: ବନ ବିଭାଗ ନାକେଦମ

ତେଲକୋଇ, ୮।୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ବିମଳା ଫରେଷ୍ଟ ବିଟ ଅନ୍ତର୍ଗତ ଭୀମକାଣ୍ଡ, ଆକୁଳ, ସିରିଗିଡା, ବିମଳା ଓ ରାଇସୁଆଁ ଆଦି ପଞ୍ଚାୟତ ଗୁଡିକରେ ବଣୁଆ ହାତୀଙ୍କର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ବନ ବିଭାଗର ସ୍ବତନ୍ତ୍ର ଭାବେ ହାତୀ…

ଧାନ ବିକ୍ରି ବକେୟା ପ୍ରାପ୍ୟ ମିଳୁନି: ସମବାୟ ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ହୋହଲ୍ଲା

ବାସୁଦେବପୁର, ୮ା୧(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଇରମ ସେବା ସମବାୟ ସମିତି ଅଧୀନରେ ପ୍ରାୟ ୨୧ ଜଣ ଚାଷୀ ସେମାନଙ୍କର ପୂର୍ବବର୍ଷ ଧାନବିକ୍ରି ଟଙ୍କା ପାଇପାରିନାହାନ୍ତି। ଏହାର ପ୍ରତିବାଦରେ ଚାଷୀମାନେ ମଙ୍ଗଳବାର ସମିତି କାର୍ଯ୍ୟାଳୟ ଆଗରେ ହୋହଲ୍ଲା କରିଛନ୍ତି। ଫଳରେ ପୂର୍ବାହ୍ନଠାରୁ ଅପରାହ୍ନ…

ଜାତିଗତ ପ୍ରମାଣପତ୍ରରେ ଅନିୟମିତତା: ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ବନ୍ତ,୮।୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ତୋଫାବିବି ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ରାଉତରାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅନିତାରାଣୀ ସେଠୀଙ୍କର ଜାତିଗତ ପ୍ରମାଣପତ୍ରରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ଲକ ଶିକ୍ଷାଧିକାରୀ ବାସନ୍ତୀ କୁମାରୀ ମିଶ୍ର ଡିସେମ୍ବର…

ଆବାସ ଯୋଜନାରେ ଦୁର୍ନୀତି ମାମଲା: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ପଦ୍ମପୁର,୮ା୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି ପଞ୍ଚାୟତରେ ଦୁର୍ନୀତି ହୋଇଥିବା ଅଭିଯୋଗ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?