ଜେଏନ୍ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର
ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼…
ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍ ସାମିଲ
ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍ ସାମିଲ ହୋଇଛନ୍ତି । ମୋଟ୍…
ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍ ଗଠନ
ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ…
ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର
ପରଜଙ୍ଗ,୭।୧(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ସୁଦର୍ଶନ ସାମଲ (୭୦)। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ…
କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ
ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍ଏସ୍ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍ଏସ ଏସ୍ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା…
ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ଭାଜପା
ବ୍ରହ୍ମପୁର ଅଫିସ,୭।୧ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତ୍ରରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…
ଓଏଏସ୍ ପରୀକ୍ଷା ଫଳ ପ୍ରକାଶିତ: ଟପ୍ ଟେନ୍ରେ ରାୟଗଡ଼ାର ସ୍ମରଣିକା
ରାୟଗଡ଼ା ଅଫିସ,୭।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ ପର୍ଯ୍ୟାୟ…
ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା
ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…
ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ
କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍ସ ର଼୍ୟାକେଟ୍ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍ସିବି ମେଡିକାଲରେ ମୋତିଆବିନ୍ଦୁ ଅପରେଶନ କରିଥିବା ମାତ୍ର ୪ ପ୍ରତିଶତ ରୋଗୀଙ୍କୁ ସରକାରୀ ଲେନ୍ସ…
ଓଲଟିଲା ବସ୍: ୮ ଆହତ
ଯାଜପୁର ଅଫିସ୍, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’ ମଙ୍ଗଳା ଯାତ୍ରୀବାହୀ ବସ୍ ଓଲଟି ପଡିବା ଫଳରେ ୮ଜଣ ଯାତ୍ରୀ ଗୁରୁତର ଆହତ…
ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍ ଗଣନା
ରାଜନଗର, ୭।୧ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା ପାଇଁ ତାଲିମ ପ୍ରଦାନ କରାଯିବ ଓ ୧୯ ତାରିଖ ସକାଳୁ ଡଲ୍ଫିନ ଗଣନା…
୩୧ରୁ ଭିତରକନିକା ମହୋତ୍ସବ
ରାଜନଗର, ୭।୧ (ଡି.ଏନ୍.ଏ.): ଚଳିତବର୍ଷଠାରୁ ଆରମ୍ଭ ହେଉଛି ଭିତରକନିକା ମହୋତ୍ସବ। ରାଜ୍ୟ ସରକାରଙ୍କ ଉଦ୍ୟମ କ୍ରମେ କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ନଳିତାପାଟିଆଠାରେ ଏହି ମହୋତ୍ସବ ଅନୁଷ୍ଠିତ ହେବ। ଆସନ୍ତା ୩୧ ତାରିଖରୁ ମହୋତ୍ସବ ଆରମ୍ଭ ହେବାକୁ ଥିବା ବେଳେ ଉଦ୍ଘାଟନୀ…

