ଆମ ଜିଲା ଖବର

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ କରି…

ମଙ୍ଗଳାଯୋଡ଼ିରେ ଜୈବ ବିବିଧତା ଆଲୋଚନାଚକ୍ର; ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଟାଙ୍ଗୀ (ଖୋର୍ଦ୍ଧା),୭ା୧୧ (ଡି.ଏନ.ଏ.): ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡି ପଞ୍ଚାୟତରେ ବୁଧବାର ଜୈବ ବିବିଧତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱପ୍ରସିଦ୍ଧ ଚିଲକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଯୋଗୁ ସରକାରଙ୍କ ତରଫରୁ ନଳବଣକୁ ପକ୍ଷୀ ଅଭୟାରଣ୍ୟ ମାନ୍ୟତା ଦିଆଯାଇଛି। ଚିଲିକା ଉପକୂଳରେ ଅବସ୍ଥିତ ମଙ୍ଗଳାଯୋଡିରେ…

୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲାର ୫ ଆହାରକେନ୍ଦ୍ରକୁ ଆଇଏସ୍‌ଓ-୯୦୦୧:୨୦୧୫ ମାନ୍ୟତା ପ୍ରଦାନ କରାଯାଇଥିବା ବୁଧବାର ଜିଲା ଆହାର ସୋସାଇଟି ପକ୍ଷରୁ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଢେଙ୍କାନାଳ ପୌରାଞ୍ଚଳର ବସ୍‌ଷ୍ଟାଣ୍ଡ ଏବଂ ବାଜିଚୌକ୍‌ ନିକଟ ଆହାର କେନ୍ଦ୍ର ସହିତ, କାମାକ୍ଷାନଗର, ଭୁବନ ଏବଂ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧:  ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା ଅଞ୍ଚଳରେ…

ଗିରିଶଙ୍କରକୁଁ ମିଲବା ବିଜୁ ପକାଘର

ଲୋଇସିଂହା, ୭।୧୧(ଡି.ଏନ.ଏ)- ଗଲା ଦିଆଲି ଆଗରୁ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗଁାର ଗିରିଶଙ୍କର ଗେଜୋକଁର ମାଏଟ୍‌ ଘରର କଁାଥି ଭାଂଗି ଯାଇଥିଲା। ଏନ୍‌ତାଥି ୪ ପରାନୀ କୁଟୁମ ସିମେଟ ପାଲ ତଲେ ବଡ଼ା ଗୁଲ୍‌ଗୁଲା ହେଇ ଜୀବନ…

ଚିଟ୍‌ଫଣ୍ଡ କୋର୍ଟ ଜଜ୍‌ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…

କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି

କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…

ଗୁଣ୍ଡିରିବାଡି, ତେନ୍ତୁଳିଆରେ ଲାଗିଲା ଟ୍ରାପ୍‌ କ୍ୟାମେରା

ଭଞ୍ଜନଗର,୭।୧୧(ଡି.ଏନ.ଏ)-ଗତମାସ ୯ ତାରିଖରେ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡି ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌ ପାହାଡ ନିକଟରୁ ଏକ ବାଘୁଣୀର ପାଦ ଚିହ୍ନ ମିଳିବାପରେ ଉକ୍ତ ଜଙ୍ଗଲରେ ବାଘ ଥିବା ପ୍ରମାଣ ମିଳିଥିଲା। ମାସେ ମଧ୍ୟରେ ବାଘୁଣୀଟି ଛାମୁଣ୍ଡା, କୁମୁଣ୍ଡା, ଲଣ୍ଡେଇହିଲ୍‌ ଅଞ୍ଚଳରେ ବୁଲୁଥିବା…

ଜମି କିଣିବା ନାଁରେ ୧୫ ଲକ୍ଷ ଠକେଇ; ୧୦ ବର୍ଷ ପରେ ଜମି ପାଇଲେ ମହିଳା

ଗୋପାଳପୁର,୭ା୧୧-ଜଣେ ମହିଳାଙ୍କ ନାଁରେ ଜମି କିଣିବା ପାଇଁ ସମ୍ପର୍କୀୟ ଭାଇ ମହିଳାଙ୍କଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ। ପରେ ଜମି କିଣି ସମ୍ପୃକ୍ତା ମହିଳାଙ୍କ ନାଁରେ ନ କରି ନିଜ ଭଣଜାଙ୍କ ନାଁରେ କରି ଦେଇଥିଲେ। ଏ ନେଇ ଦୀର୍ଘ ୧୦…

ପୁନରୁଦ୍ଧାର ହେଉନି ନାଗସରା ପୋଖରୀ

ହାଟଡିହୀ, ୭ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ପଞ୍ଚାୟତ ସୋସୋ ଗ୍ରାମର ନାଗସରା ପୋଖରୀ ବହୁବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୋଖରୀଟି ଧୀରେ ଧୀରେ ପୋତି ହୋଇଗଲାଣି। ଏଥିସହ ରକ୍ଷଣାବେକ୍ଷଣା ଅଭାବରୁ ପୋଖରୀ ହୁଡ଼ା ନଷ୍ଟ ହୋଇଯାଇଥିବା ବେଳେ ଦଳରେ…

ଭିତ୍ତିଭୂମି ବଦଳିବା ସତ୍ତ୍ୱେ ଆସିନି ସୁଧାର

ବାଲେଶ୍ୱର ଅଫିସ,୭।୧୧- ବିଧାନସଭାର ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍‌ ଅଶ୍ୱିନୀ ପାତ୍ରଙ୍କ ତତ୍ତ୍ୱାବଧାନରେ ୧୨ ଜଣିଆ ଟିମ୍‌ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେମାନେ ଚିକିତ୍ସାଳୟର ଭିତ୍ତିଭୂମି ତଦାରଖ କରିବା ସହ ପ୍ରସୂତି ଓ ଶିଶୁ ବିଭାଗ ପରିଦର୍ଶନ…

ଆଇଆର୍‌ଡିଏ ଅଧିକାରୀ ପରିଚୟ; ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ବଢୁଛି ସାଇବର କ୍ରାଇମ୍‌

ଗୋପାଳପୁର,୭ା୧୧-ଆଇଆର୍‌ଡିଏ (ଇନ୍‌ସ୍ୟୁରାନ୍ସ ରେଗୁଲେଟାରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି)ର ଅଧିକାରୀ ପରିଚୟ ଦେଇ ଅନ୍‌ଲାଇନ୍‌ରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଡୁରା ଗ୍ରାମର ଜଣେ ବ୍ୟକ୍ତିଙ୍କଠାରୁ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏହାର ଶିକାର ହୋଇଛନ୍ତି ଶକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri