ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ
ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୧୭୨/୧୯)…
ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ
ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର ଖନନ ଯୋଗୁ ଜଙ୍ଗଲ ଅଞ୍ଚଳରେ ପୋଖରୀ ସଦୃଶ୍ୟ ଗାତ ସୃଷ୍ଟି ହେବା ଯୋଗୁ ଗ୍ରାମର…
ଧରାକୋଟ ବ୍ଲକ ନକଲି ସାର୍ଟିଫିକେଟ୍ରେ ନିଯୁକ୍ତି; ଧରାପଡ଼ିଲେ ଆଉ ୩ ଶିକ୍ଷକ
ବ୍ରହ୍ମପୁର ଅଫିସ୍,୭ା୧୧-ନିଯୁକ୍ତି ବେଳେ ନକଲି ସାର୍ଟିଫିକେଟ୍ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଆଉ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟ୍ ଦେଇ ଧରାପଡ଼ିଛନ୍ତି। ବୁଧବାର ଏନେଇ ଜିଲା ଶିକ୍ଷା ଅଧିକାରୀ ସନାତନ…
ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ
ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…
ସରିଲା ଖନ୍ତାପଡା ମହୋତ୍ସବ
ବାହାନଗା,୭ା୧୧(ଡି.ଏନ.ଏ.)- ଗତ ବୁଧବାର ଉଦଘାଟିତ ହୋଇଥିବା ୬ଷ୍ଠ ଖନ୍ତାପଡା ମହୋତ୍ସବ ମଙ୍ଗଳବାର ରାତିରେ ଉଦ୍ଯାପିତ ହୋଇଛି। ମହୋତ୍ସବ ଦ୍ୱାରା ମାନବ ସମାଜ ମଧ୍ୟରେ ଭାଇଚାରା ସୃଷ୍ଟି ହେବା ସହିତ କଳାକାର ଓ ବ୍ୟବସାୟୀଙ୍କ ମଧ୍ୟରେ ସର୍ମ୍ପକର ସେତୁ ଯୋଡିଥାଏ ବୋଲି ଉତ୍ସବର…
ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ
ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…
କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ
ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ…
ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ
ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା ଘଟିଛି…
ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର
ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସୂଚନା…
ଅବକାରୀ ଚଢ଼ାଉ: ୧୦୦ କୁଇଣ୍ଟାଲ ମହୁଲଫୁଲ ଜବତ
କୁତ୍ରା, ୬।୧୧ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରାଠାରେ ରାଜଗାଙ୍ଗପୁର ଓ ବଡ଼ଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। କୁତ୍ରାଠାରେ ସନ୍ତୋଷ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମରେ ୧୦୦ କୁଇଣ୍ଟାଲରୁ…
ଉନ୍ନୟନ କାର୍ଯ୍ୟର ତଦାରଖ କଲେ ଶକ୍ତି ସଚିବ
ହିଞ୍ଜିଳିକାଟୁ,୬ା୧୧(ଡ଼ି.ଏନ.ଏ): ସରକାରଙ୍କ ୫ଟି ବିଭାଗ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ଗଞ୍ଜାମ ଜିଲାପାଳ ବିଜୟ…
ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା
ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର ଗ୍ରାମକୁ…
Archives


