ଆମ ଜିଲା ଖବର

ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ

ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ ବିଭାଗ…

୪୦ ବର୍ଷରେ ପାଦ ଥାପିଲା ନାଲ୍‌କୋ:ପ୍ରତିଷ୍ଠା ଦିବସ ପାଳନ ଆଜି

ବଅଁରପାଳ,୭।୧ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର ଆୟୋଜନ…

ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬ ତାରିଖରେ…

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା ଓ ଏହା ପରବର୍ତ୍ତି ବର୍ଷାରେ ଘର ନଷ୍ଟ ହୋଇଥିବାବେଳେ ବାତ୍ୟା ସହାୟତା କେବଳ ହଜାରେ…

ସମସିଆ ଘେରରେ ୫୦ ବଛର ପୁରନା ସ୍କୁଲ

ବିନିକା, ୭ା୧(ଡି.ଏନ୍‌.ଏ.)- ସରକାର ପ୍ରାଥମିକ ଶିକ୍ଷାକେ ଗୁରୁତ୍‌ ଦେଇ ଅନେକ ଯୋଜନା ଜରିଆରେ କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀମାନକର ଉଦାସିନତା ଲାଗି ଅନେକ ଜାଗାରେ ପ୍ରାଥମିକ ସ୍କୁଲମାନ ନାନା ସମସିଆ ଘେରରେ ଛଁଦି…

ଘରଖଁଡ଼େ ଲାଗି ପରଶାସନକେ ଗୁହାରି କରି ନିରାଶ: ପୋଲିଥିନ୍‌ ତଲେ ୪ ପରାନୀ କୁଟୁମ୍‌

  ପର୍ଲା, ୭ା୧(ଡି.ଏନ୍‌.ଏ.)- ଗରିବ୍‌ ଦୁଖିକର ଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଖାଏଦ୍‌ ସୁରକ୍ଷା, ଆବାସ ଯୋଜନା ଲେଖେଁ ଅନେକ ମହତ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଥାନୀଅ ରାଜନେତା, ପରଶାସନିକ ଅଧ୍‌କାରୀ, କରମଚାରୀକଁର ଉଦାସିନତା…

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା ତିଆର ହେଇଥିଲା। ସେ ଭିତରେ ତେଲକଲ୍‌, ଚିନିକଲ୍‌, ଲୁହା କାରଖାନା, ବାଲ୍‌ଟି କାରଖାନା ଆର…

ଦାଦନ ଶ୍ରମିକ ଚାଲାନ ବେଲେ ଚଢ଼ଉ: ଦୁଇ ଶ୍ରମିକ ଉଧାର, ୧୩ ବ୍ୟାଗ୍‌ ଜବତ

  ଲାଠୋର, ୭ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନରୁ ସୋମବାର ସଖାଲେ ଜୁନାଗଡ଼-ରାୟପୁର ପାସେଞ୍ଜର ଟ୍ରେନ୍‌ରେ ଦାଦନ ଶ୍ରମିକ ଚାଲନ ହେଉଥିବାର ଖବର ପାଇ ଖପ୍ରାଖୋଲ ଶ୍ରମ ନିରୀକ୍ଷକ ଚଢ଼ଉ କରିଥିଲେ। ହେଲେ ବିଭାଗୀୟ କରମ୍‌ଚାରୀ ଅଭାବ ଲାଗି…

ଡ୍ୟାମ୍‌ରେ ଡଙ୍ଗା ବୁଡ଼ି ଯୁବତୀ ନିଖୋଜ ଘଟଣା ୪ ଦିନ ପରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ/ବଲସକୁମ୍ପା, ୭ା୧-ନୂଆବର୍ଷ ଉପଲକ୍ଷେ ଗତ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିବା ବେଳେ ଡଙ୍ଗା ବୁଡ଼ି ନିଖୋଜ ହୋଇଥିବା ସୁନୀତା ଝାଙ୍କରଙ୍କ ଗଳିତ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ଯେଉଁ ସ୍ଥାନରେ ଡଙ୍ଗା ବୁଡ଼ିଥିଲା ଅଗ୍ନିଶମ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ

ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯେଉଁ…

୬ ବାଲ୍ୟବିବାହ ରୋକିଲା ପ୍ରଶାସନ

ଆସିକା,୭ା୧(ଡି.ଏନ୍‌.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି। ପଞ୍ଚାୟତର ବଡଖୋଲି ଗ୍ରାମରେ ୪ ଜଣ, ସାନଖୋଲି ଓ କନ୍ଧପଲ୍ଲୀ ଗ୍ରାମରେ ଜଣେ ଲେଖାଏଁ…

ସ୍ବାମୀ ଚରିତ୍ରକୁ ସନ୍ଦେହ, ସ୍ତ୍ରୀ ସାଜିଲେ ହତ୍ୟାକାରୀ

ମୋହନା,୭ା୧(ଡି.ଏନ୍‌.ଏ.)-ସ୍ବାମୀଙ୍କ ଚରିତ୍ରକୁ ସନ୍ଦେହ କଲେ ସ୍ତ୍ରୀ ା ରାସ୍ତାରୁ ହଟାଇବା ପାଇଁ ଯୋଜନା ରଚିଲେ ା ଶେଷରେ ୩୦ ହଜାର ଟଙ୍କା ସୁପାରୀ ଦେଇ ହତ୍ୟା କଲେ ା ପ୍ରମାଣ ନଷ୍ଟ ପାଇଁ ୧୦୦ କି.ମି ଦୂରରେ ଫିଙ୍ଗି ଦେଲେ ସ୍ବାମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?