ଆମ ଜିଲା ଖବର

ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି

ବାଲୁଗାଁ,୬ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୫ହଜାର ୪୦…

ମଣ୍ଡିରେ ଅନିୟମିତତା: ଧାନ ବିକ୍ରି ପାଇଁ ଆନ୍ଧ୍ରକୁ ଯାଉଛନ୍ତି ଚାଷୀ

ପାରଳାଖେମୁଣ୍ଡି,୬ା୧(ସ୍ବ.ପ୍ର.) – ଗଜପତି ଜିଲାରେ ଡିସେମ୍ବର ୧୨ରୁ ଧାନମଣ୍ଡି ଖୋଲାଯାଇଥିଲେ ମଧ୍ୟ ବ୍ୟାପକ ଅନିୟମିତତା ଯୋଗୁ ଜିଲାର ଚାଷୀ ଧାନ ବିକ୍ରି ପାଇଁ ଆନ୍ଧ୍ର ଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ମୂଲ୍ୟ ଠାରୁ କମ୍‌ ଦରରେ ସେଠାକାର ମିଲର୍‌ଙ୍କୁ ଧାନ ଦେବାକୁ…

ବେଧଡ଼କ ଚାଲିଛେ ଦାଦନ ଶ୍ରମିକ ଚାଲାନ: ଲଗାମ୍‌ କସ୍‌ବାରେ ପରଶାସନ ବିଫଲ

ଲାଠୋର, ୬ା୧(ଡି.ଏନ୍‌.ଏ.)- ରାଏଜ୍‌ ସରକାର ଦାଦନ ସମସିଆ ସଂଗେ ଯୁଝବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାର ଲାଭ୍‌ ନାଇଁ ପାଏବାର। ଯେନ୍‌ଥିରଲାଗି ଗରିବ୍‌ ଦୁଖି ଉପେ ଶୂଇନ୍‌ ହେଇ କୁଟୁମବସିଆ…

ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍‌ ଧର୍ମରାଜ: ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

ଜାମଟିକ୍ରା, ୬ା୧(ଡି.ଏନ୍‌.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକୁ ମାହାଲିଆ ସୁଆସ୍‌ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ଏଭେ ରାଏଜ୍‌ ସରକାର ସୁଆସ୍‌ତିଅ ସେବାକେ ଅଧ୍‌କା ଗୁରୁତ୍‌ ଦେଇ ସେଟାକେ ୫-ଟି,…

ଛାତ୍ରୀ ନିର୍ଯାତନା ଘଟଣା: ଡିସିପିଓ-କନ୍ୟାଶ୍ରମ ଅଧ୍ୟକ୍ଷା କାଦୁଅଫିଙ୍ଗା

ଅନୁଗୋଳ ଅଫିସ, ୬।୧: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାରେ ଆରମ୍ଭ ହୋଇଛି କାଦୁଅ ଫିଙ୍ଗା। ଘଟଣାର ୩ଦିନ ପରେ ରବିବାର ଅନୁଗୋଳରେ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଛନ୍ତି…

୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ଥିବା ଦେଖି କେତେଜଣ ଯୁବକ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ମହେନ୍ଦ୍ର…

‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ। ଓଡ଼ିଶାରୁ ମନୋନୀତ ହୋଇଥିବା ୨୮ଜଣଙ୍କ ଭିତରେ ସ୍ଥାନ ପକ୍କା କରି ସେ…

ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର…

ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ

କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍‌ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ ଯୋଜନାରେ ପାଇଖାନା ଯୋଗାଇ ଦେଇଥିଲେ। ମାତ୍ର ଏହି ଘୋଷଣା ସମ୍ପୂର୍ଣ୍ଣ ଧୂଅଁାବାଣ ବୋଲି…

କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍‌ରେ କରିବାକୁ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି। ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନପତ୍ରର ଢାଞ୍ଚା ବଦଳିବ। ଛାତ୍ରୀଛାତ୍ରଙ୍କୁ ଏଥିପାଇଁ ଅଭ୍ୟସ୍ତ କରିବାକୁ…

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି ସଚେତନ କରାଯାଉଛି। କନ୍ଧମାଳ ଜିଲାରେ ସିଜରିଆନ ଡେଲିଭରି କହିଲେ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ ଓ ଅଜାଙ୍କ ମଧ୍ୟରେ ପ୍ରଥମେ ବଚସା ହେଲା। ଏପରିକି ଜଣେ ଅନ୍ୟ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?