ଆମ ଜିଲା ଖବର

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି କର୍ମୀ ଓ ହେଲ୍ପରଙ୍କୁ ନେଇ ସେକ୍ଟର ମିଟିଂ ଚାଲିଥିବା ବେଳେ ଅପରାହ୍ନରେ ବଜ୍ରପାତ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ ତଳେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବାର ମାତ୍ର ଗୋଟିଏ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ ଚୋରା ମଦ ବିକ୍ରିକୁ ବିରୋଧ କରି ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇଥିଲେ। ଶତାଧିକ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅନ୍ତର୍ଗତ ଦୁଧିଆଚୁଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ ଲମ୍ବା ବ୍ରିଟିଶ ନିର୍ମିତ କେନାଲ, ଜମ୍ବୁ ଲକ୍‌ଠାରେ ଗେଷ୍ଟ ହାଉସ୍‌ ଭଳି ଅନେକ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟରେ ମାତ୍ର ୨ଟି ଶ୍ରେଣୀଗୃହରେ ୫ ଶ୍ରେଣୀର ୧୦୪ ଛାତ୍ରୀଛାତ୍ର…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦ ମି. ମଧ୍ୟେ ନବାନ୍ନ ଲାଗି ସମୟ ଧାର୍ଯ୍ୟ ହୋଇଛି। ରାଜାରାଜୁଡା ଅମଳରୁ ପ୍ରତିବର୍ଷ…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ କାମୁଡ଼ା ପରେ ହସ୍ପିଟାଲ ନନେଇ ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କରିବା ସମ୍ପୃକ୍ତ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀମାନେ ଅଭିଯୁକ୍ତଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିବା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?