ଆମ ଜିଲା ଖବର

ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅଭିଯୋଗ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଝାରବନ୍ଧ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ କେତେକ ଲୋକ ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅବଳମ୍ବନ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଗ୍ରାମର ଅନେକ ଚାଷୀ ବୁଧବାର ବରଗଡ଼ ସମବାୟ ଉପନିବନ୍ଧକ (ଡିଆରସିଏସ୍‌)ଙ୍କ…

କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି କଲା ସଂଯୁକ୍ତ କୃଷକ ସଙ୍ଗଠନ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ…

ଦେବଗଡରେ ୧୨ ଘଣ୍ଟିଆ ବନ୍ଦ: ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବି

ଦେବଗଡ,୨୧।୮: (ଶଶାଙ୍କ ଶେଖର ଝାଙ୍କର): ଜିଲା ଯୁବ ଏକତା ମଞ୍ଚର ଡାକରାରେ ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦେବଗଡ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ ସମସ୍ତ ରାଜନୈତିକ ଦଳ ଏବଂ ବିଭିନ୍ନ ଅନୁଷ୍ଠାନ…

ଭାରସାମ୍ୟ ହରାଇ ତଳକୁ ଖସିଲା ବସ୍, ଭୁବନେଶ୍ବର ଯାଉଥିବା ବେଳେ ଘଟିଲା ଦୁର୍ଘଟଣା

ସୁନ୍ଦରଗଡ଼,୨୧।୮: ଗୁରୁବାର ସକାଳୁ ସକାଳୁ ବଣାଇ ନିକଟସ୍ଥ ବାଲିଘାଟ ପାହାଡ଼ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ବସ୍‌ର ଡ୍ରାଇଭର ଏବଂ ଜଣେ ମହିଳା ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ବସ୍‌ଟି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା, ଯୋଗଦେଲେ…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ମା’ ଡଃ. କନକ ମହାପାତ୍ରଙ୍କ ବିୟୋଗରେ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ’ ମହୁରୀ କାଳୁଆ ଶକ୍ତିପୀଠ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ…

ଯୁବତୀଙ୍କୁ ଅପହରଣ କରି ବଳାତ୍କାର, ବ୍ଲକ ପଛପଟ ଏକ ଘରୁ ଉଦ୍ଧାର ପରେ…

ଦିଗପହଣ୍ଡି, ୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କୁ ସୋମବାର ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପା ଏନେଇ ପାଟପୁର ଥାନାରେ ଏତଲା ଦେବା ପରେ ଏତଲାକୁ ଭିତ୍ତିକରି…

ଧାର୍ଯ୍ୟ ହେଲା ମାଁ ମାଣିକେଶ୍ୱରୀଙ୍କଠାରେ ନବାନ୍ନ ଲାଗି ଲଗ୍ନ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)- କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ସେପ୍ଟେମ୍ବର ମାସ ୨ ତାରିଖ ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି ମଙ୍ଗଳବାର ସକାଳ…

ଜୟନ୍ତ କୁମାର ପାଇଲେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ, ଛୁଟିଛି ଶୁଭେଚ୍ଛାର… 

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)- ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୁଧବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ରାଜୀବ ଗାନ୍ଧୀଜୀଙ୍କ ୮୧ତମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ…

ପାଟଣାରେ ମାଫିଆ ବେଲଗାମ, ବେଆଇନ ଗଛକଟାକୁ ନେଇ ଡିଏଫ୍‌ଓଙ୍କ ଚଢ଼ାଉ, ଜବତ କଲେ…

ପାଟଣା,୨୦।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବନ ବିଭାଗର ନିଷ୍କ୍ରିୟତାକୁ ନେଇ ରେଞ୍ଜ ଅଞ୍ଚଳରେ ଏବେ କାଠ ମାଫିଆ ସକ୍ରିୟ ହୋଇପଡିଛନ୍ତି। ଦିନ ଦ୍ୱିପହରରେ ମାଫିଆମାନେ ମେସିନ ଲଗାଇ ଗଛ କାଟି ନେଇ ଚାଲାଣ କରୁଛନ୍ତି। ବନ ବିଭାଗର କିଛି…

ଗଞ୍ଜାମ ଆର୍‌ଟିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଦେବାଶିଷ ସ୍ବାଇଁ

ଛତ୍ରପୁର,୨୦।୮(ଦିଲୀପ ସାମଲ): ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ଭାବେ ଇଂ ଦେବାଶିଷ ସ୍ବାଇଁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଢେଙ୍କାନାଳ ଏମ୍‌ଭିଆଇ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଏବେ ତାଙ୍କ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ପଦୋନ୍ନତି…

କାଠ ମାଫିଆଙ୍କଠାରୁ ଟଙ୍କା ନେଉଥିଲେ, ଭିଡିଓ ଭାଇରାଲ ପରେ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ସସ୍‌ପେଣ୍ଡ

ବୁଗୁଡା,୨୦।୮(କାଳିଚରଣ ଦାଶ): ଗତ ୧୭ ତାରିଖ ଦିନ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର ଜଣେ କାଠ ମାଫିଆଙ୍କଠାରୁ ଟଙ୍କା ଗ୍ରହଣ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପରେ ଏନେଇ ବିଭିନ୍ନ ବୈଦୁୁତିକ ଓ ଛାପା ଗଣମାଧ୍ୟମରେ…

ଯାଜପୁରରେ ଏକାଠି ହେଲେ ବିଜେଡିର ପୂର୍ବତନ ପୁରୁଖା ନେତା, ନୂଆ ଫ୍ରଣ୍ଟ ଚର୍ଚ୍ଚା

ଭୁବନେଶ୍ୱର,୨୦ା୮: ଯାଜପୁର ଜିଲାର ଓଳାଶୁଣି ଗୁମ୍ଫା ପୀଠରେ ବିଜୁ ଜନତା ଦଳ (ବିଜେଡି)ର ପୂର୍ବତନ ପ୍ରମୁଖ ନେତାମାନଙ୍କର ଏକ ମେଳି ଅନୁଷ୍ଠିତ ହୋଇଯାଇଛି। ଏହି ମେଳିରେ ଅମର ଶତପଥୀ, ପ୍ରଭାତ ତ୍ରିପାଠୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ରବି ପାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri