ଆମ ଜିଲା ଖବର

ମାଓବାଦୀଙ୍କ ବର୍ବରକାଣ୍ଡ:  ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ଗୁଳିକରି ହତ୍ୟା

ଦାରିଙ୍ଗବାଡ଼ି/କ.ନୂଆଗଁ।,୪।୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହାରେ ଗୁରୁବାର ରାତିରେ ମାଓବାଦୀମାନେ ଜଣକୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗୁଳିକରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଛନ୍ତି ବାଲିଗୁଡା ଥାନା ରେବିଙ୍ଗିଆ ପଞ୍ଚାୟତ ମାର୍ଦ୍ଦୋଳ ଗ୍ରାମର ରଞ୍ଜନ ଦିଗାଳ…

ଧରାପଡ଼ିଲେ ୯ ଜଣିଆ ଲୁଟେରା ଗ୍ୟାଙ୍ଗ: ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଲୁଟୁଥିଲେ

ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍‌ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ ମଧ୍ୟରେ…

ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା

ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ ବଡ଼ଗଡ଼…

ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ

ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ ବେଡ୍‌…

ସାନଘାଗରାରେ ଜମୁଛି ଭିଡ଼: ବିଭିନ୍ନ ଆଚାରର ଚାହିଦା ଅଧିକ

କେନ୍ଦୁଝର, ୪।୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଅନ୍ୟତମ ଆକର୍ଷଣ ସାନଘାଗରା ଜଳପ୍ରପାତରେ ନୂଆବର୍ଷ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ସାନଘାଗରା ଜଳପ୍ରପାତ ବୁଲିବା ସହ ଭୋଜିଭାତ କରିବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ବହୁସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସୁଛନ୍ତି। ପ୍ରାକୃତିକ ଜଙ୍ଗଲ…

ତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦ

ତେଲକୋଇ,୪ା୧(ଡି.ଏନ୍‌.ଏ.)- ରାସ୍ତା ପ୍ରଶସ୍ତୀକରଣ ପାଇଁ ତେଲକୋଇ ମୁଖ୍ୟାଳୟର ବଜାର ଅଞ୍ଚଳରେ ଥିବା ସରକାରୀ ଜମିକୁ ଶୁକ୍ରବାର ଜବରଦଖଲ ମୁକ୍ତ କରାଯାଇଛି। ସ୍ଥାନୀୟ ତହସିଲଦାର ତଥା ମାଜିଷ୍ଟ୍ରେଟ ଅଶ୍ୱିନୀ କୁମାର ନାୟକ, ବାଂଶପାଳ ତହସିଲଦାର ତ୍ରିନାଥ ଦାଶ ଏବଂ ଥାନା ଅଧିକାରୀ ପଦ୍ମାସିନୀ…

ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ

ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଜିଲାରେ ୨୦୧୯-୨୦ ଆର୍ଥିକ ବର୍ଷ…

ମୟୂରଭଞ୍ଜରେ ଆରମ୍ଭ ହେଲା ପକ୍ଷୀ ଗଣନା

ବାରିପଦା ଅଫିସ/ଠାକୁରମୁଣ୍ଡା/ ରାଇରଙ୍ଗପୁର,୪ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ବନ ବିଭାଗ ପକ୍ଷରୁ ଶୁକ୍ରବାର ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପକ୍ଷୀଙ୍କ ସଂରକ୍ଷଣ, ପ୍ରଜାତି ଚିହ୍ନଟ ଓ ଗତିବିଧି ଜାଣିବା ପାଇଁ ଏହି ଗଣନା କରାଯାଉଛି। ଶିମିଳିପାଳ ଅଭୟାରଣ୍ୟ ସମେତ ବାରିପଦା, କରଞ୍ଜିଆ…

ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ

ଗୁଣପୁର,୪ା୧(ଡି.ଏନ.ଏ) ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ା ଶ୍ରୀଲଙ୍କା ସରକାରଙ୍କ ଦ୍ବାରା କଲମ୍ବୋଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

ସର୍ବଭାରତୀୟ ଭଲିବଲ୍‌ ପ୍ରତିଯୋଗିତାରେ ଗଜପତିର ୨ ଛାତ୍ର

ପାରଳାଖେମୁଣ୍ଡି,୪ା୧(ସ୍ବ.ପ୍ର.) ଗଜପତି ଜିଲା ଗୋଷାଣୀ ବ୍ଲକ୍‌ ଅଧୀନ ଗାରାବନ୍ଧସ୍ଥିତ ଭେଙ୍କେଟେଶ୍ୱର ହାଇସ୍କୁଲ୍‌ର ୨ଛାତ୍ର ସର୍ବଭାରତୀୟ କନିଷ୍ଠ ଭଲିବଲ୍‌ ପ୍ରତିଯୋଗିତା ପାଇଁ ମନୋନିତ ହୋଇଛନ୍ତି। ଉକ୍ତ ଦୁଇ ଛାତ୍ର ହେଲେ ଗାବ୍ରିଆଲ୍‌ ଶବର ଓ ଜଶବନ୍ତ ଶବର। ଜାନୁୟାରୀ ୧୦ରୁ୧୪ ପର୍ଯ୍ୟନ୍ତ ଆନ୍ଧ୍ର…

ବେଧଡ଼କ ଚାଲିଛି କୁକୁଡ଼ା ଲଢେଇ

କପ୍ତିପଦା,୪ା୧(ଡି.ଏନ.ଏ)- କୁକୁଡ଼ା ଲଢେଇ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଏକ ପରମ୍ପରା । ମାତ୍ର ରାଜ୍ୟ ସରକାର ଏହାକୁ ବେଆଇନ ଦର୍ଶାଇ ବନ୍ଦ କରିଥିବା ବେଳେ ଜିଲାର ବିଭିନ୍ନ ଅଞ୍ଚଳରେ ଏହା ଖୁଲମଖୁଲା ଚାଲିଛି। ଜିଲା ପ୍ରଶାସନ ଏହି ଲଢେଇ ବନ୍ଦ…

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?