ଆମ ଜିଲା ଖବର

ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮

ମାଲକାନଗିରି,୪।୧ (ଡି.ଏନ୍‌.ଏ.)- ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ବେଳେ…

କୁଲଡ଼ିହାରେ ପକ୍ଷୀ ଗଣନା ଆରମ୍ଭ

ସଜନାଗଡ଼, ୪।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ବନ ବିଭାଗ ପକ୍ଷରୁ କୁଲଡିହା ଅଭୟାରଣ୍ୟରେ ପକ୍ଷୀଗଣନା ଆରମ୍ଭ ହୋଇଛି। ଅଭୟାରଣ୍ୟ ଭିତରେ ଥିବା ରିଷିଆ ଡ୍ୟାମ୍‌, ସିନ୍ଦୁଆ, ବୁଗାଳିବନ୍ଧ, ଖୁମ୍‌କୁଟ୍‌, ତେଣ୍ଡା ଅଞ୍ଚଳର ସାତଘାଟି…

ଆଦର୍ଶ ବିଦ୍ୟାଳୟ ଲାଗି ଜମି ହସ୍ତାନ୍ତର

ଜଳେଶ୍ୱର, ୪।୧(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ବିଛିନ୍ନାଞ୍ଚଳ ଭାବେ ପରିଚିତ ରାଇବଣିଆ ଥାନା କାଳିକଠାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଲାଗି ଜମି ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷାଦାନ ହେବା ଲାଗି ଅଭିଭାବକମାନେ ଆଶା ପୋଷଣ କରିଛନ୍ତି। ୨୦୧୪ ସାଧାରଣ…

କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର

ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଥିବାବେଳେ ୬ ଅଳ୍ପକେ…

ନ୍ୟାସ୍‌ନାଲ କଲେଜ କ୍ୟାମ୍ପସରେ ୩ ଭାଲୁ

ନୂଆପଡା ଅଫିସ,୪।୧-ଦିନ ଦ୍ୱିପ୍ରହରେ ନୂଆପଡା ଜିଲା ସଦର ମହକୁମାରେ ଥିବା ନ୍ୟାସନାଲ କଲେଜ କ୍ୟାମ୍ପସକୁ ଶୁକ୍ରବାର ୩ଟି ବଣୁଆ ଭାଲୁ ଆସି ଆତଙ୍କ ଚଳାଇଥିବା ଦେଖାଯାଇଛି। ଅପରାହ୍ନ ୪ଟାବେଳେ ଆସି ଆଡ୍ଡା ଜମାଇ ରହିଛନ୍ତି। ଏହା କଲେଜ କର୍ମଚାରୀମାନଙ୍କ ପାଇଁ ମୁଣ୍ଡ…

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ

ବାହାନଗା, ୪ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକର ଚଷାଖଣ୍ଡ ପଞ୍ଚାୟତରେ ଥିବା ପାନୀୟଜଳ ପ୍ରକଳ୍ପ ଲୋକଙ୍କ କାମରେ ଆସୁନି। ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ବର୍ଷେ ହେଲା ବନ୍ଦ ହୋଇପଡିଛି। ଫଳରେ ପଞ୍ଚାୟତବାସୀ ଶୁଦ୍ଧ ପାନୀୟଜଳ…

ବିଦ୍ୟୁତ୍‌ ତାର ଛିଡ଼ି ମା’ଝି’ର ମୁ୍‌ର୍‌ତୁ ଘଟନା: ପରିବାରକେ ମିଲ୍‌ଲା ୫ ଲାଖ୍‌ କ୍ଷତିପୂରନ

  ନୂଆପଡା ଅଫିସ/ସିନାପାଲି/ବରଗାଁ,୪ା୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ମଖାପଦର ଗଁାରେ ୧୧ କେଭି ବିଦ୍ୟୁତ୍‌ ତାର ଛିଡ଼ି ଗୁଟେ ପରିବାରର ମା’ଝି’ର ମୁର୍‌ତୁ ହେଇଥିଲା। ଘଟନାର ୪୮ ଘଁଟା ଉତାରୁ ବିଦ୍ୟୁତ୍‌ ବିଭାଗ୍‌ ପୀଡ଼ିତ ପରିବାରକେ ସାହାଯ୍‌ ଟଁକା…

ଅନ୍‌ଦେଖା କରୁଛେ ପର୍ଯ୍ୟଟନ ବିଭାଗ: ଅବହେଲିତ ଅବସ୍‌ତାରେ କରକ ଜଲପ୍ରପାତ

କୋକସରା, ୪।୧ (ଡି.ଏନ୍‌.ଏ.)- ପାହାଡ଼ ଜଂଗଲ ଘେରା ପ୍ରାକୃତିକ ସୁଁଦରତାରେ ଭରପୁର କଳାହାଣ୍ଡି ଜିଲାରେ ରହିଛେ ଅନେକ ମନ୍‌ଲୁଭା ପର୍ଯ୍ୟଟନ ଥଲ। ଇଥ୍‌ରୁ କେତେ ରାଏଜ୍‌ ସରକାରକଁର ତରଫୁ ପର୍ଯ୍ୟଟନ ଥଲର ମାଏନ୍‌ତା ପାଇଥିଲାବେଲେ ଆରକେତେ ଆଏଜ୍‌ ବି ମାଏନ୍‌ତା ପାଏବାରୁ…

ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ନିଷ୍ପତି : ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଉସତ୍ବ ପ୍ରଧାନପାଟ

ଦେବଗଡ,୪।୧(ଡି.ଏନ.ଏ)-ଆସନ୍ତା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଆୟୋଜନ କରାଯିବା। ଶୁକ୍ରବାର ଅନୁଷ୍ଠିତ ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ତଥା…

ବେଧଡ଼କ ଚାଲିଛେ ବାଲି ଚୁରାଚାଲାନ

ଦେଓଗାଁ, ୪।୧(ଡି.ଏନ୍‌.ଏ.)- ଦେଓଗଁ। ତହସିଲ ଜରାସିଂହା ଆର୍‌ଆଇ ଅଧୀନ ଚନ୍ଦ୍ରପୁର ପାସର ସୋନଗଡ଼ ନଦୀରୁ ବେଆଇନ ଭାବେ ଫିଦିନ ଶହ ଶହ ଟ୍ରାକ୍ଟର ବାଲି ଚୁରାଚାଲାନ ହେଉଥିବାର ଦେଖ୍‌ବାକେ ମିଲୁଛେ। ତହସିଲ ଅଫିସ୍‌ରୁ ଅଧ୍‌ କି.ମି. ଦୂରେ ରହିଛେ ଚନ୍ଦ୍ରପୁର ରେଲଓ୍ବେ…

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା ଆରମ୍ଭ ହୋଇଥିଲା। ମାତ୍ର ୫/୬ ଜଣ ଚାଷୀଙ୍କ ଧାନକିଣା ପରେ ସମବାୟ କର୍ତ୍ତୃପକ୍ଷ ମଣ୍ଡିକୁ…

ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର ମୁଖ୍ୟଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?