ଟ୍ରେନରେ କଟି ଯୁବକଙ୍କ ଜୀବନ ଗଲା
ଭଦ୍ରକ ଅଫିସ,୩।୧: ଗୁରୁବାର ବିଳମ୍ବିତ ରାତିରେ ଟ୍ରେନରେ କଟି ଭଦ୍ରକ ନୂଆ ବଜାର ଅଂଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଜଣକ ପଙ୍କଜ କୁମାର ସାହୁ ବୋଲି ରେଳବାଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେ ବାଉଦପୁର ନିକଟ…
ଜିଲାପାଳଙ୍କ କୋର୍ଟରେ ଶୁଣାଣି: ୧୦୩ ଚାଷୀଙ୍କୁ ବୀମାରାଶି ପ୍ରଦାନ ନିର୍ଦ୍ଦେଶ
ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଥାଳକୁଡି ଗ୍ରାମ ପଞ୍ଚାୟତର କସବା ଓ ଥାଳକୁଡି ଗ୍ରାମର ୧୦୩ ଚାଷୀଙ୍କ ବୀମା ଅର୍ଥ ହେରଫେର ଅଭିଯୋଗ ସଂକ୍ରାନ୍ତରେ ଯାଜପୁର ଜିଲାପାଳଙ୍କ କୋର୍ଟରେ ରାୟ ପ୍ରକାଶ ପାଇଛି। ଏଥିରେ ସଂପୃକ୍ତ ବୀମା…
ଆଶ୍ ଇଟା ଫ୍ୟାକ୍ଟ୍ରି ମାଲିକ ସଂଘର ଆନ୍ଦୋଳନ ସ୍ଥଗିତ: ୭ଦିନ ମଧ୍ୟରେ ପାଉଁଶ ଯୋଗାଇବାକୁ ପ୍ରତିଶ୍ରୁତି
ଯାଜପୁର ଅଫିସ,୩ା୧- କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ କାରଖାନା ଜିଲାରେ ପ୍ରତିଷ୍ଠିତ ଆଶ୍ ଇଟା ଫ୍ରାକ୍ଟ୍ରିକୁ ଆବଶ୍ୟକ ମୁତାବକ ପାଉଁଶ ଯୋଗାଇ ଦେବାରେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥବା ପ୍ରତିବାଦରେ ପ୍ରସ୍ତାବିତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବିି)ର…
ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ: ବିଡିଓଙ୍କ ନେତୃତ୍ୱରେ ସ୍ଥିତି ସମୀକ୍ଷା
ରସୁଲପୁର,୩।୧(ଡି.ଏନ୍.ଏ.)- ଯାଜପୁର ଜିଲାର ରସୁଲପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ ସରୁନି। ବିଡିଓ ଉମାକାନ୍ତ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଏକାଧିକ ଦଳ ତଦନ୍ତରେ ସାମିଲ ହୋଇ ପଞ୍ଚାୟତରୁ ପଞ୍ଚାୟତବୁଲି ସ୍ଥିତି ସମୀକ୍ଷା କରିବା ସହ ଯୋଗ୍ୟ ହିତାଧିକାରୀ ବାଛୁଛନ୍ତି।…
କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ୧୪ବର୍ଷ ପୁରିଲା: କମ୍ପାନୀ ବିରୋଧରେ ଗର୍ଜିଲା ବିରୋଧୀ ମଞ୍ଚ
କଳିଙ୍ଗନଗର,୩ା୧(ଡି.ଏନ.ଏ.): ଶିଳ୍ପ କାରଖାନା ପାଇଁ ଭିଟାମାଟି ହରାଇଥିବା ଆଦିବାସୀଙ୍କ ବିକାଶ ବଦଳରେ ବିନାଶ ଘଟିଛି। କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜମି ଅଧିଗ୍ରହଣକୁ ନେଇ ସମ୍ବିଧାନର ଖୋଲା ଉଲ୍ଲଂଘନ କରାଯାଇଛି। ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଯେଉଁ ଆଦିବାସୀମାନେ ଜଳ, ଜମି,…
ଯାଜପୁର ଜିଲାରେ ଖାଦ୍ୟ ସଙ୍କଟ ଘନୀଭୂତ: ବରଗଡ଼ରୁ ଆସିବ ୬ହଜାର କୁଇଣ୍ଟାଲ ଚାଉଳ
ଯାଜପୁର ଅଫିସ,୩ା୧- ରାଜ୍ୟର ଉପକୂଳବର୍ତ୍ତୀ ଯାଜପୁର ସମେତ କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ଖାଦ୍ୟ ସଂଙ୍କଟ ଦେଖା ଦେଇଛି। ଏହିସବୁ ଜିଲାର ପିଡିଏସ୍ ହିତାଧିକାରୀଙ୍କ ପାଇଁ ବରଗଡ଼, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରୁ ଚାଉଳ ଆସୁଛି। ତେବେ ଶିଳ୍ପ ସମୃଦ୍ଧ ଯାଜପୁର…
ପଏଁରୀ ତିହାର : ନୃତ୍ୟଗୀତରେ ଦୁଲୁକିଲା ମଞ୍ଚ
ସୋନପୁର,୩।୧(ନି.ପ୍ର.) – ପଶ୍ଚିମ ଓଡିଶାର ପାରମ୍ପରିକ ଲୋକନୃତ୍ୟ ଓ ଗୀତରେ ଗୁରୁବାର ପଏଁରୀ ତିହାରର ଦ୍ୱିତୀୟ ସନ୍ଧ୍ୟାର ମଞ୍ଚ ଦୁଲୁକି ଉଠିଥିଲା। ଢୋଲ, ନିଶାନ ଓ ବଂଶୀ ସ୍ବରର ତାଳେ ତାଳେ ଭୀମଭୋଇ କଳା ମଣ୍ଡପରେ କଳାକାରମାନେ ପାରମ୍ପରିକ ଲୋକନୃତ୍ୟ ଓ…
କୋମନା ବ୍ଲକରେ ହାଡଭଂଗା ଶୀତ: ରାଏତ୍ବେଲା ୬ ଡିଗ୍ରୀକେ ଖସୁଛେ ତାପ୍ମାନ
କୋମନା, ୩।୧ (ଡି.ଏନ୍.ଏ.)- ଦିନାକେତେ ହେଲା ପଶ୍ଚିମ ଓଡ଼ିଶାରେ ହାଡ଼ଭଂଗା ଶୀତ ହେଉଛେ। ରାଏତ୍ବେଲା ବଡ଼ଭାଗି ସହରର ତାପ୍ମାନ ୧୦ ଡିଗ୍ରୀ ତଲେ ରହୁଛେ। ଏନ୍ତାଥି ବୁଢ଼ାବୁଢ଼ି, ଛୁଆପିଲା, ରୁଗୀମାନେ ବଡ଼ା ଗୁଲ୍ଗୁଲା ହେଉଛନ୍। ଇ ହିସାବେ ନୂଆପଡ଼ା ଜିଲା କୋମନା…
ହାତୀବନ୍ଧାରେ ‘ମୋ ଗାଁରେ ତହସିଲ’ କାଯ୍କରମ
ସିନାପାଲି, ୩।୧ (ଡି.ଏନ୍.ଏ.)- ନୂଆପଡ଼ା ଜିଲା ସିନାପାଲି ତହସିଲ ଅଧୀନ ହାତୀବନ୍ଧାନେ ସିନାପାଲି ତହସିଲ ତରଫୁ ‘ମୋ ଗଁାରେ ତହସିଲ’ କାଯ୍କାରମ ଅନୁଷ୍ଠିତ ହେଇଯାଇଛେ। ସିନାପାଲି ତହସିଲଦାର କପିଳଦେବ ସାହୁକଁର ସଭାପତିତ୍ୱନେ ଅନୁଷ୍ଠିତ ଇ କାଯ୍କରମରେ ନୂଆପଡ଼ା ଉପଜିଲାପାଳ ତରଣୀସେନ ନାଏକ…
ନାଇଁ ମିଲ୍ଲା ମହାପ୍ରୟାଣ ଗାଡ଼ି: ଶବ ଖଁଦେଇ ବୁହିଲେ ୬ କି.ମି.
ଭବାନୀପାଟଣା,୩।୧(ସ୍ବ.ପ୍ର/ଡି.ଏନ୍.ଏ)- କଳାହାଣ୍ଡି ଜିଲାରେ ବଛର କେତେଟା ତଲେ ନିଜର ମାଏଝିର ଶବକେ ଖଁଦେ ବୁହି ଚରଚାକେ ଆସିଥିଲେ ଦାନ ମାଝି। ଇ ଘଟନା ସେତେବେଲେ ଜାତୀୟସ୍ତରରେ ଚରଚା ହେଇଥିଲା। ଇତାର ପରେ ରାଏଜ୍ ସରକାର ମହାପ୍ରୟାଣ ଯୋଜନା ଆରମ୍ କରି ସରକାରୀ…
ପଡି ରହିଛି ଧାନ: ଟାର୍ଗେଟ ବଢାଇବାକୁ ଦାବିକଲେ ଚାଷୀ
ଖପ୍ରାଖୋଲ, ୩ା୧(ଡି.ଏନ.ଏ.) – ଚଳିତ ବର୍ଷ ଭଲ ଧାନ ଉତ୍ପାଦନ ହୋଇଛି । ହେଲେ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚିନ୍ତାରେ ଚାଷୀ । ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତିର ଯୁରିଆ ଧାନ ମଣ୍ଡିରେ…
ଆଧୁନିକୀକରଣ ପରେ ଡାକବିଭାଗର ଗୁରୁତ୍ୱ ବଢ଼ିଛି
ବଲାଙ୍ଗୀର ଅଫିସ, ୩ା୧ – ବଲାଙ୍ଗୀର ଟାଉନ୍ ହଲଠାରେ ଗୁରୁବାର ବଲାଙ୍ଗୀର ଡାକ ମଣ୍ଡଳର ୬୧ତମ ପ୍ରତିଷ୍ଠା ଉତ୍ସବ ଏବଂ ମହା ଡାକମେଳା ଅନୁଷ୍ଠିତ ହୋଇଛି ା ମୁଖ୍ୟଅତିଥି ଭାବେ ଯୋଗଦେଇ ବଲାଙ୍ଗୀର ଏମପି ସଙ୍ଗୀତା କୁମାରୀ ସିଂଦେଓ ଡାକସେବାର ଐତିହ୍ୟ,…

