ସାତକୋଶିଆ: ସାଇକେଲରେ ବୁଲି ଦେଖିହେବ ବନ୍ୟଜନ୍ତୁ
ବନ୍ତଳା,୩ା୧ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଶୋଭା ବୃଦ୍ଧି କରାଯିବ। ପ୍ରତିବର୍ଷ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ୫ କୋଟିରୁ ଅଧିକ ଟଙ୍କା ବ୍ୟୟରେ ଏ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।…
ତୀର୍ଥଯାତ୍ରୀଙ୍କୁ ଲୁଟ୍ ଉଦ୍ୟମ ପଣ୍ଡ, ୩ ଗିରଫ
ଅନୁଗୋଳ ଅଫିସ/ବଅଁରପାଳ,୩।୧ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି। ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୩ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରି ପୋଲିସ…
୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା
ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଗୁରୁବାର ଟିକରପଡା ରେଞ୍ଜ କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର ସମ୍ମିଳନୀ ଗୃହରେ…
ଶହୀଦ ମେମୋରିଆଲ କ୍ରିକେଟ: ଫିରିଙ୍ଗିଆ, ରାଇକିଆ ବିଜୟୀ
ଫୁଲବାଣୀ ଅଫିସ,୩ା୧- ଫୁଲବାଣୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଶହୀଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏସ୍ପି ପ୍ରତୀକ ଗୀତା ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍ଘାଟନ କରିଥିଲେ। ପ୍ରଥମ ମ୍ୟାଚରେ ଫିରିଙ୍ଗିଆ ଟିମ୍ ବିପକ୍ଷ ଆର୍. ନୂଆଗାଁ…
ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି
କୋଟଗଡ଼,୩ା୧(ଡି.ଏନ୍.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଛି। କିନ୍ତୁ ଆହୁରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି,…
ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍ ଜବତ
ଦାରିଙ୍ଗବାଡ଼ି,୩ା୧(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ…
କୋଟଗଡ଼ ବ୍ଲକ: ନୂଆବର୍ଷ ପାଇଁ ପ୍ରତିଷେଧକ ଟକା କାର୍ଯ୍ୟକ୍ରମ ବନ୍ଦ
କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ…
ମାଲ ବୋଝେଇ ଟ୍ରକ ଜଳିଗଲା
ଭଞ୍ଜନଗର,୩।୧(ଡି.ଏନ.ଏ): ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ମାଲ ବୋଝେଇ ଏକ ଟ୍ରକ ଗୁରୁବାର ଭୋରରେ ଶଟ୍ ସର୍କିଟ୍ ଯୋଗୁ ଜଳିଯାଇଛି। ଭଞ୍ଜନଗର- ଦଶପଲ୍ଲା ମୁଖ୍ୟ ରାସ୍ତାରେ ଏପରି ଘଟିଥିବା ଖବରପାଇ ଦଶପଲ୍ଲା ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିଥିଲେ। ଟ୍ରକଟି…
ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି
ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍ ଗିଟାର ଏସିଆ ବୁକ ଅଫ ରେକର୍ଡ ଓ ଜିରାଫ ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିଲା। ଏବେ…
ଟ୍ରକ୍ ଧକ୍କାରେ ମହିଳା ମୃତ, ସ୍ବାମୀ ଗୁରୁତର
ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ଏକ ବାଇକ୍କୁ ଆନ୍ଧ୍ରରୁ କଟକ ଅଭିମୁଖେ ଆସୁଥିବା ଟ୍ରକ ଧକ୍କା…
ବୃତ୍ତି ନୁହେଁ, ବିଶ୍ୱରୂପ ଦର୍ଶନ ବିଦ୍ୟାର୍ଥୀଙ୍କ ଲକ୍ଷ୍ୟ ହେଉ
ବ୍ର୍ହ୍ମପୁର ଅଫିସ,୩ା୧- ବୃତ୍ତି ନୁହେଁ, ବିଶ୍ୱଦର୍ଶନ ଓ ବିଶ୍ୱରୂପ ଦର୍ଶନ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଲକ୍ଷ୍ୟ ହେବା ଉଚିତ। କେବଳ ବୃତ୍ତି ଲକ୍ଷ୍ୟରେ ଅଧ୍ୟୟନ ବିଦ୍ୟାର୍ଥୀଙ୍କୁ ଶିକ୍ଷା କ୍ଷେତ୍ରରେ ହତାଶ କରାଇଥାଏ। ତେଣୁ ବୃତ୍ତି ସହ ନିଜସ୍ବ ପ୍ରତିଭାର ବିକାଶ ପାଇଁ ସ୍ବପ୍ନ…
କଟକଣା ସତ୍ତ୍ୱେ ସାନଘାଗରାରେ ଅସୁରକ୍ଷିତ ଫଟୋ ଉଠା
କେନ୍ଦୁଝର, ୩ା୧ (ସ୍ବ.ପ୍ର.)-ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକରେ ସେଲଫି ଫଟୋ ଉଠା ଉପରେ କଟକଣା କରାଯାଇଛି। ଏହା ଛଡା ବାରିକେଡ ବ୍ୟବସ୍ଥା କରାଯାଇ ସତର୍କତା ସୂଚନା ଫଳକ ମରାଯାଇଛି । ଏହା ସତ୍ତ୍ୱେ ଉପଯୁକ୍ତ ତଦାରଖ ଅଭାବରୁ…

