ଆମ ଜିଲା ଖବର

ପୁଣି ଦବିଲା ଘସିପୁରା ଭିଆଇପି ରୋଡ୍‌

ଘସିପୁରା, ୩।୧(ଡି.ଏନ.ଏ.)-ଆନନ୍ଦପୁର ସହରରେ ପୂର୍ତ୍ତ ବିଭାଗ ପକ୍ଷରୁ ନବନିର୍ମିତ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ ବୈତରଣୀ ଡଙ୍ଗାଘାଟ ନିକଟରେ ପୁଣି ଥରେ ଦବିଯାଇଛି। ଦବିଯିବା କାରଣରୁ ରାସ୍ତା ମଧ୍ୟଭାଗ ତଳେ ଯାଇଥିବା ଜନସ୍ବାସ୍ଥ୍ୟ ଜଳ ଯୋଗାଣ(ପିଏଚଡି) ବିଭାଗର ବହୁ ପାଇପ ଫାଟିଯାଇଛି। ଫଳରେ…

ବିଦ୍ୟୁତ ସଂଯୋଗ ନ ହେବାରୁ ଗ୍ରାମବାସୀ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଚମ୍ପୁଆ,୩ା୧(ଡି.ଏନ.ଏ)- ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତ ହୁଡି ସାହି ଓ ସମା ସାହି ଖୁଣ୍ଟ, ତାର ଓ ଟ୍ରାନ୍ସଫର୍ମର ଲାଗିଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ ଦିଆଯାଉ ନଥିବାରୁ ସରପଞ୍ଚ ସମେତ ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ହୁଡି…

ରାସ୍ତା ପାଲଟିଛି ମରଣଯନ୍ତା

ଝୁମ୍ପୁରା, ୩।୧ (ଡି.ଏନ.ଏ.)-କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ପାଖରୁ ବାମେବାରୀ ପର୍ଯ୍ୟନ୍ତ ରହିଥିବା କିଡ୍‌କୋ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ୨୯କି.ମି. ରାସ୍ତା ଉପରେ ଦୁର୍ଘଟଣା ଘଟିବା ଏବେ ସାଧାରଣ ଘଟଣାରେ ପରିଣତ ହେଲାଣି। ୭କି.ମି. ରାସ୍ତା…

ବସ-ଟ୍ରକ ମୁହାଁମୁହିଁ ଧକ୍କା: ଦୁଇ ମୃତ, ୨୮ ଗୁରୁତର

ଭଦ୍ରକ ଅଫିସ, ୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ୨୮ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ଥିବା…

ଜମି ଅନୁଯାୟୀ ମିଳୁନି ଧାନବିକ୍ରି ଅନୁମତି

ଭଦ୍ରକ ଅଫିସ,୩।୧- ସରକାରୀ ସ୍ତରରେ ତଳସ୍ତରର କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଚାଷୀମାନେ ଉପଯୁକ୍ତ ପରିମାଣର ଧାନ ସମବାୟ ସମିତି ମାଧ୍ୟମରେ ବିକ୍ରି କରି ନ ପାରି ଦଲାଲଙ୍କ ଶୋଷଣର ଶିକାର ହେବେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଭଦ୍ରକ ଉପକଣ୍ଠ…

ଆନ୍ଦୋଳନ ପାଇଁ ଭଞ୍ଜସେନାର ଚେତାବନୀ

ବାରିପଦା ଅଫିସ,୩ା୧- ମୟୂରଭଞ୍ଜ ଜିଲାରେ ପର୍ଯ୍ୟଟନସ୍ଥଳ ଭରପୁର ଥିଲେ ମଧ୍ୟ ଏହାର ଉନ୍ନତି କିମ୍ବା ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ବିଭିନ୍ନ ସଂଗଠନ ଜିଲାରେ ପର୍ଯ୍ୟଟନ ଶିଳ୍ପ ସ୍ଥାପନ ପାଇଁ ଦାବି କରି…

ସାହି ଭାଇ ଆସିଲେନି, ୨ ଦିନ ଘରେ ପଡ଼ି ରହିଲା ମୃତଦେହ: ପ୍ରଶାସନର ହସ୍ତକ୍ଷେପ ପରେ ହେଲା ଅନ୍ତିମ ସତ୍କାର

ବଡ଼ସାହି,୩ା୧(ସ୍ବ.ପ୍ର)- ଧର୍ମ ପରିବର୍ତ୍ତନ କରିଥିଲେ ବୋଲି ସାହିଭାଇ ମୃତଦେହ ଉଠାଇବାକୁ ଆସିଲେନି। ୨ ଦିନ ଘର ଭିତରେ ପଡ଼ି ରହିଲା ମୃତଦେହ । ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ସତ୍କାର କରାଗଲା। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ…

ନିଆରା ଢଙ୍ଗରେ ନୂଆବର୍ଷ ପାଳିଲେ ଯବାନ

ଖଇରା, ୩।୧(ଡି.ଏନ.ଏ.)-ନୂଆବର୍ଷରେ ସମସ୍ତେ ଭୋଜିଭାତ କରି ମଉଜ ମଜଲିସରେ କଟାଉଥିବା ବେଳେ ଏହାକୁ ନିଆରା ଢଙ୍ଗରେ ପାଳିଛନ୍ତି ଖଇରା ବ୍ଲକ ଅଧୀନ ଗୋଳିହା ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ମୟୂର କୁମାର ଦାସ। ସିଆର୍‌ପିଏଫ ଯବାନ ମୟୁର ବୁଧବାର ନିଜର ବୋନସ ଟଙ୍କାରେ…

‘ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜୀବୀଙ୍କ ନୀରବତା ବିଡମ୍ବନା’: ସୃଜନିକାର ନବବର୍ଷର ରାଜ୍ୟସ୍ତରୀୟ ସାରସ୍ବତ ସମାରୋହ

ବାଲିଆପାଳ,୩ା୧(ଡି.ଏନ.ଏ.)-ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜିବୀଙ୍କ ନୀରବତା ବିଡମ୍ବନା। ଏବେ କେନ୍ଦ୍ର ସରକାରଙ୍କ ଦେଶରେ ସଂଶୋଧିତ ନାଗରିକ ଆଇନ (ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନଆରସି)କୁ ନେଇ ଆନ୍ଦୋଳନ, ଜଳାପୋଡା, ରାଲି, ଧାରଣା ଚାଲିଥିବା ବେଳେ ବୁଦ୍ଧିଜୀବୀମାନେ ନୀରବ ରହିବା ପରିତାପର ବିଷୟ। ସେମାନେ ଦେଶର…

ବିଦ୍ୟାଳୟରୁ ୨୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ ଉଭାନ

ସଜନାଗଡ଼, ୩।୧(ଡି.ଏନ.ଏ.)-ବିନା ଅନୁମତିରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜଡ଼ିଦା ପଞ୍ଚାୟତ ରାଧାମାଧବ ଜୀଉ ହାଇସ୍କୁଲ ପରିସରରେ ଥିବା ୨୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ କାଟି ନିଆଯାଇଛି। ପ୍ରଧାନଶିକ୍ଷକ ଗୁରୁବାର ବିଦ୍ୟାଳୟରେ ପହଞ୍ଚତ୍ ଗଛ କଟା ହୋଇଥିବା ଦେଖି ନୀଳଗିରି ବିଇଓ…

ଛାତ୍ରୀଙ୍କ ବେକ କାଟିଲେ ଟ୍ୟୁଶନ ସାର୍‌

ବାଲେଶ୍ୱର ଅଫିସ, ୩ା୧-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେହୁର୍ଦ୍ଦା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ଜଣେ ଯୁକ୍ତ ଦୁଇ ଶ୍ରେଣୀ ଛାତ୍ରୀଙ୍କ ବେକ ଓ ତାଙ୍କ ଡାହାଣ ହାତ ପାପୁଲିକୁ ତାଙ୍କ ଟ୍ୟୁଶନ ଶିକ୍ଷକ…

ଅଭିଯୋଗକାରୀଙ୍କୁ ମାଡମାରି ଜେଲ ଗଲେ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷଙ୍କ ପୁତରା ବି ଗିରଫ

ନୂଆପଡା ଅଫିସ/ଖଡିଆଳ,୨ା୧- ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଫରେଷ୍ଟରଙ୍କୁ ମାଡପିଟ କରିବା ସହ ପୋଲିସକୁ ଗାଳିଗୁଳଜ କରିବା ଅଭିଯୋଗରେ ଖଡିଆଳ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବରଙ୍କୁ ଗିରଫ କରିଛି ପୋଲିସ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଗିରଫ କରାଯାଇଛି। ଦଫା ୩୪୧, ୨୯୪,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?