ଜବତ ପଲିଥିନ ଛଡ଼ାଇ ନେଲେ
ଚାନ୍ଦବାଲି, ୧।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ପକ୍ଷରୁ ଗୁରୁବାର ଅପରାହ୍ନରେ କେତେକ ଦୋକାନରୁ ଜବତ କରାଯାଇଥିବା ପଲିଥିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଥିବା ଜଣାଯାଇଛି। ଅପରାହ୍ନ ପ୍ରାୟ ୪ଟା ବେଳେ ଏନ୍ଏସିର ୨ଜଣ କର୍ମଚାରୀ ପୋଲିସ ସହାୟତାରେ ଚାନ୍ଦବାଲି ସହରର କେତେକ…
ଦିବ୍ୟାଙ୍ଗ ମହିଳାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୭ ବର୍ଷ ଜେଲ୍
ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ଏକ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୭ ବର୍ଷ ଜେଲ ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ଦେଇଛନ୍ତି।…
ଜବତ ବଜ୍ରକାପ୍ତା ଜନ୍ମ ଦେଲା ଶାବକ
ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତା ଗୁରୁବାର ସକାଳେ ଏକ ଶାବକ…
ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ
ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ ଗୋଟିଏ ଲେଖାଏଁ ମାମଲା ରୁଜୁ ହୋଇଛି। ଏନେଇ ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ…
ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା
ବୈଶିଙ୍ଗା,୧ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଥାନାରେ ଏକ ମାମଲା(ନଂ. ୨୪୪/୧୯) ରୁଜୁ ହୋଇଛି।…
ଜାତୀୟ ଏକତାର ସୁରକ୍ଷା ପାଇଁ ସାମୂହିକ ଶପଥ
ବାଲେଶ୍ୱର ଅଫିସ, ୧।୧୧-ବାଲେଶ୍ୱର ଜିଲା ଭାଜପା ପକ୍ଷରୁ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ପାଳନ କରାଯାଇଛି। ସର୍ଦ୍ଦାର ପଟେଲ ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ କରିଥିବା ତ୍ୟାଗର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ…
ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍ ଘଟଣା: ଲିକ୍ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର
ଗୋପ, ୩୧।୧୦(ଡି.ଏନ୍.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ସୃଷ୍ଟି କରିବା ସହ ଶିକ୍ଷା ବିଭାଗ ଉପରୁ…
ଯୌତୁକ ପାଇଁ ବୋହୂଙ୍କୁ ପୋଡ଼ି ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ କୋର୍ଟ ଚାଲାଣ
କୋରେଇ,୩୧।୧୦(ସ୍ବ.ପ୍ର)- କୋରେଇ ଥାନା ଗୌରପୁର ପଞ୍ଚାୟତର ଜଳନ୍ଦା ଗ୍ରାମରେ ଅଧିକ ଯୌତୁକ ଦାବିକରି ଶାଶୁଘର ଲୋକେ ବୋହୂଙ୍କୁ ନିର୍ଯାତନା ଦେବା ସହ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୨୩୭/୧୯) ରୁଜୁ…
ବ୍ରହ୍ମଗିରିରେ ଗାନ୍ଧୀ ସଂକଳ୍ପ ପଦଯାତ୍ରା: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ
ବ୍ରହ୍ମଗିରି, ୩୧।୧୦(ଡି.ଏନ୍.ଏ.): ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଗାନ୍ଧୀ ସଂକଳ୍ପ ପଦଯାତ୍ରା ଗୁରୁବାର ବ୍ରହ୍ମଗିରିରେ ଅନୁଷ୍ଟିତ ହୋଇଯାଇଛି। ଏହି ପଦଯାତ୍ରା ବ୍ରହ୍ମଗିରି ବ୍ଲକଛକରୁ ବାହାରି ବ୍ରହ୍ମଗିରି ବସଷ୍ଟାଣ୍ଡରେ ପହଞ୍ଚିଥିଲା। ଏହି ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର…
ରବିରେ ୮୬,୧୩୫ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ
ସୋନପୁର,୩୧।୧୦(ନି.ପ୍ର.): ୨୦୧୯-୨୦ ରବି ଋତୁରେ କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ୮୬,୧୩୫ ହେକ୍ଟର ଜମିରେ ବିଭିନ୍ନ ପ୍ରକାଣ ଖରିଫ ଫସଲ ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି। ଯାହା ଗତବର୍ଷର ଲକ୍ଷ୍ୟ ହାସଲଠାରୁ ୨,୭୫୮ହେକ୍ଟର ଅଧିକ। ଗୁରୁବାର ଜିଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ…
ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ
ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ ସମ୍ମିଳନୀ କକ୍ଷରେ ସଚ୍ଚୋଟତା-ଏକ ଜୀବନ ଶୈଳୀ ଶୀର୍ଷକ ଆଲୋଚନାଚକ୍ରରେ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ…
ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜିଲାପାଳ, ଏସ୍ପିଙ୍କ ପରିଦର୍ଶନ
ବାଲେଶ୍ୱର ଅଫିସ, ୩୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ବ୍ୟବସ୍ଥା ଓ ରୋଗୀଙ୍କ ଚିକିତ୍ସା କିପରି ଭାବେ ଚାଲିଛି ତାହାର ତଦାରଖ କରିବା ପାଇଁ ଗୁରୁବାର ଅପରାହ୍ନରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ…
Archives


